-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅମ୍ଵାଭନାର ବାର୍ଷିକ କ୍ରୀଡା ଉତ୍ସବ

19-Dec-2024



ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅମ୍ଵାଭନାର ବାର୍ଷିକ କ୍ରୀଡା ଉତ୍ସବ ମହାଡମ୍ଵରେ ଉଦଯାପିତ ହୋଇଯାଇଛି। ଉକ୍ତ ସମାରୋହରେ ବରଗଡ଼ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହ୍ଲାଦ ସହାୟ ମୀନା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆୟୋଜନକୁ ସାଫଲ୍ୟ ମଣ୍ଡିତ କରିଥିଲେ। ସମ୍ମାନିତ ଅତିଥି ଭାବରେ ଭଟଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସରୋଜ ଭୁଏ, ଅମ୍ଵାଭନା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ଅଧିକାରୀ ଡ଼ଃ ପ୍ରଶାନ୍ତ କୁମାର ପଣ୍ଡା ଏବଂ ବିଶିଷ୍ଟ ସମାଜସେବୀ ଗଜେନ୍ଦ୍ର ଦାସ ଉପସ୍ଥିତ ରହିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସୁଧାମୟ ତ୍ରିପାଠୀଙ୍କ ସଭାପତିତ୍ବରେ ସଭା ଆୟୋଜିତ ହୋଇଥିଲା। ଏହି ସଭାର ମଂଚ ପରିଚାଳନା ଆରମ୍ଭ କରିଥିଲେ ଶିକ୍ଷୟିତ୍ରୀ ଦେବପ୍ରିୟା ତାଣ୍ଡି ଏବଂ ଶିକ୍ଷକ ବିକାଶ ପଧାନ ଓ ଶିକ୍ଷକ କୀର୍ତ୍ତି ଚନ୍ଦ୍ର ସରାଫ ସଭାର ସଂଯୋଜନା କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସୁଧାମୟ ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତଥା କ୍ରୀଡ଼ା ଦାୟିତ୍ଵରେ ଥିବା ଶିକ୍ଷକ ସୁଶୀଳ କୁମାର ନାଏକଙ୍କ ନିରୀକ୍ଷଣରେ ସର୍ବମୋଟ ୨୭ ପ୍ରକାର ଖେଳ ସୁରୁଖୁରୁରେ ସମାପନ ହୋଇଥିଲା। ଅତିଥିମାନଙ୍କୁ ଛାତ୍ରଛାତ୍ରୀମାନେ ନୃତ୍ୟ ମାଧ୍ୟମରେ ଘେନି ଆଣିଥିଲେ କେଦାରନାଥ ମନ୍ଦିର ପ୍ରାଙ୍ଗଣରୁ । ଛାତ୍ରଛାତ୍ରୀମାନେ ସ୍ଵାଗତ ସଂଗୀତ ଗାଇ ମଂଚରେ ଅତିଥିମାନଙ୍କର ଧ୍ୟାନ ଆକର୍ଷଣ କରିଥିଲେ। ଅଷ୍ଟମ ଶ୍ରେଣୀର ଛାତ୍ର ଅନୁଭବ ପଟେଲ ନିଜର ଶ୍ରେଷ୍ଠ କଳାର ପ୍ରଦର୍ଶନ କରି ଶ୍ରୀ ସହାୟ ମୀନାଙ୍କର ଫଟୋଚିତ୍ର ଚିତ୍ରଣ କରି ତାଙ୍କୁ ଉପହାର ସ୍ବରୂପ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ସହାୟ ମୀନା ମହୋଦୟ ନିଜ ଅଭିଭାଷଣରେ ସ୍ଵାମୀ ବିବେକାନନ୍ଦଙ୍କ ବାଣୀଠାରୁ ଆରମ୍ଭ କରି ଦୈନନ୍ଦିନ ଜୀବନରେ ସମୟର ସଦୁପଯୋଗର ମହତ୍ତ୍ଵକୁ ଦର୍ଶାଇଥିଲେ। ସମ୍ମାନୀତ ଅତିଥି ଶ୍ରୀ ସରୋଜ ଭୁଏ 
ଛାତ୍ର ଜୀବନରେ ଖେଳକୁଦର ଭୂମିକା ବିଷୟରେ ଆଲୋକପାତ କରିଥିଲେ । ଡ଼ଃ ପଣ୍ଡା ଖେଳ ଓ ସ୍ଵାସ୍ଥ୍ୟ କିଭଳି ଅଙ୍ଗାଙ୍ଗୀ ଭାବରେ ଜଡ଼ିତ ତାହା ବହୁତ ସୁନ୍ଦର ଭାବରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇ ଦେଇଥିଲେ। ସମାଜ ସେବୀ ଶ୍ରୀ ଦାସ ଛାତ୍ରଛାତ୍ରୀଙ୍କୁ ନିଜ ଭାଷଣ ମାଧ୍ୟମରେ ଉତ୍ସାହିତ କରିଥିଲେ । ଶେଷରେ କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ କରକମଳରେ ପୁରସ୍କାର ବିତରଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଗଙ୍ଗାରାମ ମିର୍ଦ୍ଧା, ନିକେଶ ସାହୁ, ମୁକେଶ ସାହୁ, ଅବିନାଶ ପଧାନ ମହେଶ୍ୱର ପଧାନ ପ୍ରଭୃତି ଶିକ୍ଷକ ଏବଂ ନାରାୟଣ ଡନସନା, ରାଜୁ ଡନସନା, ଯଦୁନନ୍ଦନ ପଧାନ ପ୍ରଭୃତି ବିଦ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ସମାରୋହକୁ ସଫଳ କରିଥିଲେ । ପରିଶେଷରେ ଶିକ୍ଷକ ଆଦିତ୍ୟ ଭୁଏ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସମସ୍ତଙ୍କ ଶୁଭ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like