-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ : ମିଳିତ ଖ୍ରୀଷ୍ଟୀୟ ମଞ୍ଚ ପକ୍ଷରୁ ପ୍ରାକ-ଖ୍ରୀଷ୍ଟଜନ୍ମ ମହୋତ୍ସବ ପାଳନ

20-Dec-2024



କନ୍ଧମାଳ ଜିଲ୍ଲା ଫୁଲବାଣୀ ଗାନ୍ଧିସ୍ମୁତି ଭଵନ ଠାରେ  ମିଳିତ ଖ୍ରୀଷ୍ଟୀୟ ମଞ୍ଚ ପକ୍ଷରୁ ପ୍ରି-ଖ୍ରୀଷ୍ଟମାସ ମହୋତ୍ସବ ଅନୁଷ୍ଠିତ ହେଇଥିଲା । ମାଦିକୁଂଦା ଛକ ରେ  ଆଚାର୍ଯ୍ୟ ଅମିତ ନାୟକ ପ୍ରାର୍ଥନା କରି ମାଦିକୁଂଦା ଠାରୁ କୋର୍ଟ ଛକ ସ୍ଥିତ ଗାନ୍ଧୀ ସ୍ମୁତି ଭବନ ପର୍ଯ୍ୟନ୍ତ ଶାନ୍ତି ପୂର୍ଣ ଶଭାଯାତ୍ରା ହେଇଥିଲା । ଖ୍ରୀଷ୍ଟୀୟ ସମ୍ପ୍ରଦାୟର ଲୋକମାନେ ପ୍ରଭୁ ଯୀଶୁଙ୍କ ଗୀତ ପରିବେଷଣ କରି  ଆନନ୍ଦର ସହ ନାଚି ନାଚି ମୁଖ୍ୟ ସହର ଦେଇ  ଗାନ୍ଧିସ୍ମୁତି ଭବନକୁ  ଆସିଥିଲେ । ଖ୍ରୀଷ୍ଟୀୟ ସମ୍ପ୍ରଦାୟର ଶହଶହ ଲୋକମାନେ  ଏହି ମହୋତ୍ସବ ରେ ଯୋଗ ଦେଇଥିଲେ।ମଞ୍ଚର ସଭାପତି ପ୍ରବୀଣ କୁମାର   ନାୟକ  ସଭା ପରିଚାଳନା କରିଥିଲେ । ମୁଖ୍ୟ ବକ୍ତା ଭାବେ ଆଚାର୍ଯ୍ୟ ଆଚାର୍ଯ୍ୟ ପ୍ରମୋଦ କୁମାର ଗୁରୁ ରାୟଗଡା ଓ ମୁଖ୍ୟ ଅତିଥି ଭାବରେବ ବିଶପ ଅବେଦ ନାୟକ  ଯୋଗଦେଇଥିଲେ । ସମ୍ନାନିତ ଅତିଥି ରୂପେ ତାମିଲନାଡୁ ର ପାଳକ ଟି.ଯୋଶେଫ, କାଥଲିକ ଚର୍ଚ୍ଚର ଫାଦର ପ୍ରଦୀପ ବେହେରା, ଡ଼ଃ. ଏନ ଲିନାଚନ୍ଦ,ଆଚାର୍ଯ୍ୟ ସୁଇଡ଼ବର୍ଣ ନାୟକ, ଡ଼ଃ ସୁର୍ଯ୍ୟ ନାରାୟଣ ବେହେରା, ,ବିଶ୍ୱବାଣୀ ଚର୍ଚ୍ଚର ଜିଲ୍ଲା କୋଡ଼ିନେଟର ଆଚାର୍ଯ୍ୟ ରଞ୍ଜନ ଦିଗାଲ,ପ୍ରଦୀପ ଦିଗାଲ ଉପାସନା ସଂଗୀତ ପରିବେଶଣ କରିଥିଲେ।ମିରାକିଲ ସଙ୍ଗୀତ ଦଳ ଅତିସୁନ୍ଦର ଭାବେ ଦାନ ସଂଗ୍ରହ ସମୟରେ ଗୀତ ପରିବେଷଣ କରି ସମସ୍ତଙ୍କୁ ନଚେଇଥିଲେ । ସମସ୍ତେ ନାଚି ନାଚି ପ୍ରଭୁଯୀଶୁ ଙ୍କୁ ଧନ୍ୟବାଦ

ଦେଇଥିଲେ।ମୁଖ୍ୟ ବକ୍ତା ଜଗତର  ଲୋକମାନଙ୍କ ନିମନ୍ତେ ତ୍ରାଣକର୍ତା  ଜନ୍ମ ଗ୍ରହଣ କରିଅଛନ୍ତି ସେ ଖ୍ରୀଷ୍ଟପ୍ରଭୁ ବୋଲି  ଲୋକମାନଙ୍କୁ ଇଶ୍ୱର ଙ୍କ ବାକ୍ୟ ପରିବେଷଣ କରିଥିଲେ । ସନ୍ଧ୍ୟା ରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ହୋଇଥିଲା । ସମସ୍ତ ଚର୍ଚ୍ଚ ର ପିଲାମାନେ ଗୀତନାଚ କରିଥିଲେ ଓ ସେମାନଙ୍କୁ ଉପହାର ମଧ୍ୟ ଦିଆଯାଇଥିଲା l ଅନେକ ପାଳକ ମାନେ ଯୋଗ ଦେଇଥିଲେ।ସମ୍ପାଦକ ଲକ୍ଷଣ ବେହେରା, କୋଷାଧ୍ୟକ୍ଷ ମାର୍ଟିନ ପ୍ରଧାନ ,ବନମାଳୀ ଦିଗାଲ,ପ୍ରଦୀପ ଦିଗାଲ ଓ ସନ୍ତୋଷ ନାୟକ ,ବାଳକୃଷ୍ଣ ଦିଗାଲ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।ସୁନୀଲ, ବବୁଲୁ, ଜଏସ, ଚିଣ୍ଟୁ,ସୁନ୍ଦର ଭାବେ ବାଦ୍ୟଯନ୍ତ୍ରରେ ଗୀତ ପରିବେଷଣ କରିଥିଲେ ଏବଂ ସାଂସ୍କୃତିକ ଭବନ ଟି ନାଚଗୀତ ସହ ଆନନ୍ଦ ଉଲ୍ଲାସର ଛାୟା ଖେଳିଯାଇଥିବା ଦେଖିବାକୁ ମିଳିଥିଲା ।ସୂର୍ଯ୍ୟ ନାରାୟଣ ବେହେରା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like