-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||     

HOME   ଜିଲ୍ଲା

ଇଣ୍ଡିୟାନ ଡେଣ୍ଟାଲ ଏସୋସିଏସନ, ଓଡ଼ିଶା ଶାଖା ତରଫରୁ ବଲାଙ୍ଗୀର ର ଯୁବ ଡାକ୍ତର ସମ୍ଵର୍ଦ୍ଧିତ

20-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ଇଣ୍ଡିୟାନ ଡେଣ୍ଟାଲ ଏସୋସିଏସନ, ଓଡ଼ିଶା ଶାଖା ତରଫରୁ ଦନ୍ତ ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବଲାଙ୍ଗୀରର ଯୁବ ଦାନ୍ତ ଡାକ୍ତର ଙ୍କୁ ମର୍ଯ୍ୟାଦାଜନକ ଅଲ ଇଣ୍ଡିଆ ଡେଣ୍ଟାଲ ଏସୋସିଏସନ ଏୱାର୍ଡରେ  ସମ୍ମାନିତ କରାଯାଇଥିଲା l ଭୁବନେଶ୍ବର ଠାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଅଲ୍ ଓଡ଼ିଶା ଡେଣ୍ଟାଲ ଏସୋସେସନର ଉପସଭାପତି ବଲାଙ୍ଗୀରର ଡ. ଯଶବୀର୍ ମେହରଙ୍କୁ ମାନପତ୍ର,ଉପାୟନ ଓ ଫଳକ ପ୍ରଦାନପୂର୍ବକ ସମ୍ମାନୀତ କରାଯାଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗ ଦେଇ ଏହି ପୁରସ୍କାର ପ୍ରଦାନ କରିଥିଲେ l ଏହି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁରର ଦାନ୍ତ ଡାକ୍ତର୍ ତଥା ଅଲ୍ ଓଡ଼ିଶା ଡେଣ୍ଟାଲ ଏସୋସେସନର ସଭାପତି ଡ. ଦୁର୍ଗା ଶଙ୍କର ସତପଥୀ ଉପସ୍ଥିତ ଥିଲେ l  ଡ ଯଶବୀର ମେହେରଙ୍କୁ ବଲାଙ୍ଗୀରର ପ୍ରାଇଭେଟ କ୍ଲିନିକାଲ୍ ଏସୋସିଏସନ ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026

You Might Also Like