-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଳୀଙ୍ଗ ଙ୍କ ବିଭିନ୍ନ ମଣ୍ଡି ପରିଦର୍ଶନ

20-Dec-2024



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲା କୁ ଗସ୍ତରେ ଓଡ଼ିଶା ସ୍ବାସ୍ଥ୍ୟ ଓ  ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଳୀଙ୍ଗ ଆସି ବିଭିନ୍ନ ମଣ୍ଡି ପରିଦର୍ଶନ କରିଥିବା ବେଳେ ଚାଷୀ ଉପଯୁକ୍ତ ପ୍ରାପ୍ୟ ପାଉଥିବା ନେଇ ବୁଝିଥିଲେ। ସେ ବେଲଟୁକର, ଡୁମେରପାଣି, ସରାବଙ୍ଗ ଆଦି ମଣ୍ଡି ପରିଦର୍ଶନ କରିଛନ୍ତି। ଜିଲ୍ଲା ପ୍ରଶାସନ ମଧ୍ୟ ପ୍ରସ୍ତୁତି ଠିକ କରିଥିବା କହିଥିଲେ। ଦୀର୍ଘ ୭୭ ବର୍ଷ ପରେ ଚାଷୀଙ୍କ ମୁଁହ ରେ ହସ କେବଳ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସରକାର  ହିଁ ଫୁଟାଇ ପାରିଛି ବୋଲି ପ୍ରକାଶ କରିଛନ୍ତି। ଚାଷୀଙ୍କୁ ୩୧୦୦ ଟଙ୍କା ଧାନ କ୍ୱିଣ୍ଟଲ ପ୍ରଦାନ କରାଯାଉଥିବା ବେଳେ ତାହା ପ୍ରକୃତ ରେ ଚାଷୀ ପାଖାକୁ ପହଞ୍ଚିଛି କି ନାହିଁ ପଚାରିବା ପାଇଁ ଆସିଥିଲେ ବୋଲି ଉଲ୍ଲେଖ କରିଥିଲେ। ଜିଲ୍ଲା ରେ ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୯୧ ହଜାର କୁଇଣ୍ଟାଲ ଧାନ କ୍ରୟ ହୋଇଅଛି। ଚାଷୀଙ୍କୁ ତାଙ୍କ ପ୍ରାପ୍ୟ ଏକ ସପ୍ତାହ ମଧ୍ୟରେ ମିଳୁଥିବା ବିଭାଗ ପକ୍ଷ ରୁ ପ୍ରକାଶ କରିଛନ୍ତି। ଚାଷୀ ମାନଙ୍କ ମାନ୍ୟବର ମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି । କାରଣ ଚାଷୀ ମାନେ ଚଳିତ୍ ବର୍ଷ ସରକାର ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଚାଷୀ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026

You Might Also Like