-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||     

HOME   ଜିଲ୍ଲା

ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୋଶଲଟାଇମ୍ ର ସମ୍ପାଦକ ସଞ୍ଜୀବ ମହାପାତ୍ର...... ସିଙ୍ଗୋଡା ଘାଟିରେ ମଧୋ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ନିବେଦନ

20-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ରୁ ପ୍ରକାଶିତ  କୋଶଳ ଟାଇମ୍ ର ସମ୍ପାଦକ ସଞ୍ଜୀବ ମହାପାତ୍ର ରାୟପୁର ଠାରେ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସିଙ୍ଗୋଡା ଘାଟିରେ ମଧୋ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ନିବେଦନ କରିଛନ୍ତି । ଏହି ଖବରକୁ ନେଇ ବିଭିନ୍ନ ମହଲରେ ଆନନ୍ଦ ପ୍ରକାଶ ପାଇଛି।ଓଡ଼ିଶା ମାଟିର ଗୌରବ ଜାତୀୟ ଶହୀଦ ମାଧୋସିଂହଙ୍କ ବଳିଦାନ ଦିବସ ଡିସେମ୍ବର ୩୧ ତାରିଖ ସମଗ୍ର ଓଡ଼ିଶାରେ ବୀରତା ଦିବସ ରୂପେ ପାଳିତ ହୋଇଆସୁଛି । ଇଂରେଜ ବିରୋଧୀ ଆନ୍ଦୋଳନର ଅନ୍ୟତମ ସାରଥୀ ଘେଁସ ଜମିଦାର ମାଧୋ ସିଂହ ଓ ତାଙ୍କ ପୁଅ ମାନେ ଓଡ଼ିଶା-ଛତିଶଗଡ ସୀମାନ୍ତ ସିଂଘୋଡା ଘାଟିଠାରେ ଜଗି ରହି ଇଂରେଜ ମାନଙ୍କର ସମ୍ବଲପୁର ପ୍ରବେଶ ପଥ ଅବରୋଧ କରି ଆସିଥିଲେ  । ଫଳରେ ଉକ୍ତ ସ୍ଥାନ ଏକ ଯୁଦ୍ଧ ଭୂମି ପାଲଟି ଥିଲା ।  ଏହି ସଂଗ୍ରାମରେ ନିଜର ଚାରି ପୁଅ ସହିତ ମାଧୋ ସିଂହ ମଧ୍ଯ ନିଜ ଜୀବନର ବଳିଦାନ ଦେଇଥିଲେ ।ଛତିଶଗଡ଼ର ଅଧିବାସୀ ମାଧୋସିଂହଙ୍କର ଜ୍ବାଇଁ ଓ ସମୁଦୀ ମଧ୍ଯ ସ୍ବାଧୀନତାର ଯଜ୍ଞବେଦୀରେ ନିଜନିଜ ପ୍ରାଣର ଆହୂତି ଦେଇଛନ୍ତି । ଏ ସମସ୍ତ ଦେଶପ୍ରେମୀ ଶହୀଦଙ୍କ ପୁଣ୍ଯସ୍ମୃତିରେ ସିଂଘୋଡାଘାଟିଠାରେ ଏକ ସ୍ମାରକୀ ନିର୍ମାଣର ଅନୁରୋଧ ନେଇ ଓଡିଶାର ବରଗଡ ଜିଲ୍ଲାରୁ ପ୍ରକାଶିତ ପାକ୍ଷିକପତ୍ରିକା କୋଶଲଟାଇମ୍ ର ସମ୍ପାଦକ ତଥା ସମାଜସେବୀ ସଞ୍ଜୀବ କୁମାର ମହାପାତ୍ର ଛତିଶଗଡ଼ର ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ବିଷ୍ଣୁଦେଓ ସାଏଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ବିଷ୍ଣୁଦେଓ ସାଏ ମଧ୍ଯ ଏ ବିଷୟକୁ ଗୁରୁତ୍ବର ସହ ନେଇ ଏ ଉପରେ କାର୍ଯ୍ଯ କରିବାର ପ୍ରତିଶ୍ରୁତି ଦେଇଛନ୍ତି ।ସ୍ବାଧୀନତାର ଯଜ୍ଞବେଦୀରେ ନିଜନିଜ ପ୍ରାଣର ଆହୂତି ଦେଇଛନ୍ତି । ଏ ସମସ୍ତ ଦେଶପ୍ରେମୀ ଶହୀଦଙ୍କ ପୁଣ୍ଯସ୍ମୃତିରେ ସିଂଘୋଡାଘାଟିଠାରେ ଏକ ସ୍ମାରକୀ ନିର୍ମାଣର ଅନୁରୋଧ ନେଇ ଓଡିଶାର ବରଗଡ ଜିଲ୍ଲାରୁ ପ୍ରକାଶିତ ପାକ୍ଷିକପତ୍ରିକା କୋଶଲଟାଇମ୍ ର ସମ୍ପାଦକ ତଥା ସମାଜସେବୀ ସଞ୍ଜୀବ କୁମାର ମହାପାତ୍ର ଛତିଶଗଡ଼ର ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ବିଷ୍ଣୁଦେଓ ସାଏଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ବିଷ୍ଣୁଦେଓ ସାଏ ମଧ୍ଯ ଏ ବିଷୟକୁ ଗୁରୁତ୍ବର ସହ ନେଇ ଏ ଉପରେ କାର୍ଯ୍ଯ କରିବାର ପ୍ରତିଶ୍ରୁତି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026

You Might Also Like