-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଚାଷୀ ନେତାଙ୍କ ଧାନ ମଣ୍ଡି ପରିଦର୍ଶନ

20-Dec-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଚାଷୀ ନେତାଏ ସହିଦ ମାଧୋ ସିଂ କୃଷକ ସଂଗଠନ ଅଞ୍ଚଳରେ ଯାଉଥିବା ଛୁରିଆପାଲି, ତବଡ଼ା, ପଣ୍ଡାକିପାଲି, ଝର, ଘେଁସ ଆଦି ମଣ୍ଡି ପରିଦର୍ଶନ କରିଛନ୍ତି। ଗତ ବର୍ଷ ତୁଳନା ଚଳିତ ବର୍ଷ ଚାଷୀମାନେ ସଫା ଶୁଖିଲା ଧାନ ମଣ୍ଡିକୁ ଆଣୁଛନ୍ତି ହେଲେ, ପ୍ରତ୍ୟେକ ମଣ୍ଡିରେ କ୍ୟୁଣ୍ଟାଲ ପ୍ରତି ଦୁଇ କେଜି ଧାନ କାଟୁଥିବା ଚାଷୀ ମାନେ ପ୍ରକାଶ କରୁଥିବା ବେଳେ ବିଭାଗୀୟ ଅଧିକାରୀ ମାନେ ଏଫ ଏ କ୍ଯୁ ଧାନରେ କଟିଙ୍ଗ ହେଉନଥିବା ପ୍ରକାଶ କରିଛନ୍ତି। ପ୍ରାୟ ମଣ୍ଡିରେ ମଣ୍ଡି ହେଣ୍ଡଳୀଙ୍ଗ ହେଉନାହିଁ। ଚାଷୀଙ୍କ ବସ୍ତାରେ ଚାଷୀ ଧାନ ଆଣୁଛନ୍ତି ଏବଂ ସେହି ବସ୍ତାରେ ମିଲକୁ ଧାନ ଯାଉଛି ତାହା ବସ୍ତାର ଓଜନକୁ ଧାନ ଓଜନ ସହିତ ଯୋଡି ଦିଆଯାଉଛି । ମଣ୍ଡିରୁ କିଛି ମିଲରଙ୍କ ଟାର୍ଗେଟ ଥାଇ ମଧ୍ୟ ଠିକ ହିସାବରେ ଧାନ ଉଠାଉ ନାହାନ୍ତି ଯାହାକି ଚାଷୀ ମଧ୍ୟରେ ଅସନ୍ତୋଷ ଦେଖା ଦେଉଛି l ଜମି ତୁଳନାରେ ଟୋକନ କମ ଆସିଛି,କିଛି ଚାଷୀଙ୍କ ପାଖକୁ ଜାନୁଆରୀ, ଫେବୃଆରୀ ମାସରେ ଧାନ ବିକ୍ରି ଟୋକନ ଆସିଛି ଏବଂ ବହୁତ ଚାଷୀଙ୍କ ଏପର୍ଯ୍ୟନ୍ତ ଟୋକନ ଆସି ନାହିଁ।

ପାଣି ପାଗ ବିଭାଗ ପକ୍ଷରୁ ବର୍ଷା ପାଇଁ ସତର୍କ କରାଇ ଥିବାରୁ ଚାଷୀ ମାନେ ଶୀଘ୍ର ଧାନ ଉଠେଇ ନେବା ପାଇଁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ଖୋଲା ଆକାଶ ତଳେ ପଦ୍ମପୁର ଆର ଏମ ସି ଅଧୀନରେ ଅଢେଇ ଲକ୍ଷ ପକେଟ ଧାନ ପଡ଼ିରହିଛି। ଏହି ଅବସରରେ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ରାଜବୋଡାସମ୍ବର କୃଷକ ସଂଗଠନର ଲିଙ୍ଗରାଜ ପଧାନ, ମାଧୋ ସିଂ କୃଷକ ସଂଗଠନର ପ୍ରଭାତ ସାହୁ, ପ୍ରେମରାଜ ସାହୁ, ଅରକ୍ଷିତ ମହାକୁର, କ୍ଷୀରୋଦ୍ର ପଟେଲ, ଅରୁଣ ବାରିକ, ସୁଶାନ୍ତ ସାହୁ,ମହକି ଚୌହାନ, ମିନି ବାରିକ, ନିର୍ମଳ ପଟେଲ, ସଂଜୀବ ପଧାନ, ବାବଲୁ ପଧାନ, ଲକ୍ଷପତି ସାହୁ, ମୋହନ ଦୀପ, ସନମ ସାହୁ ସାମିଲ ହୋଇ ମଣ୍ଡି ପରିଦର୍ଶନ ସହ ଚାଷୀଙ୍କ ସମସ୍ୟା ଉପରେ ଥିବା କଳା ବାଦଲକୁ ରାଜ୍ୟ ସରକାର ଅତି ଶିଘ୍ର ପ୍ରଶମିତ କରିବାକୁ ଦୃଢ ଦାବି କରନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like