-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ବାର୍ଷିକ କ୍ରୀଡ଼ା ଉତ୍ସବ ୨୦୨୪ ପାଳିତ

20-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଲାଲବାହାଦୁର ଶାସ୍ତ୍ରୀ ସରକାରୀ ଉ.ପ୍ରା. ବିଦ୍ୟାଳୟ ପଦ୍ମପୁର ଠାରେ ବାର୍ଷିକ କ୍ରୀଡ଼ା ଉତ୍ସବ-୨୦୨୪ ଉଦଘାଟନୀ  ହୋଇଯାଇଛି । ଏଥିରେ ପ୍ରଥମରୁ ନେଇ ଅଷ୍ଟମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ଭାଗ ନେଇଥିଲେ ।ଶିକ୍ଷକ ଶିକ୍ଷୟିତ୍ରୀ ତଥା ଶ୍ରୀଯୁକ୍ତ ବିଶିକେସନ ଶତପଥି ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ରହି ବରିଷ୍ଠ ଶିକ୍ଷୟିତ୍ରୀ ପ୍ରତିମା ପଣ୍ଡା, ମହୋଦୟା ବିଦ୍ୟାଳୟ ସ୍ତରୀୟ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ l କ୍ରୀଡ଼ା ଉତ୍ସବ ରେ ମୋଟ ୨୪ ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ଉଦଯାପାନୀ ସଭା ଅନୁଷ୍ଠିତ ହୋଇଥିଲା । ଉଦଯାପନୀ ସଭାରେ ଶ୍ରୀଯୁକ୍ତ ଶିବ ପ୍ରସାଦ ଯୋଶୀ ଅନ୍ୟତମ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କ ଉଦେଶ୍ୟରେ ଶୃଙ୍ଖଳାର ଉପକାରିତା ସମ୍ବନ୍ଧରେ ମତବ୍ୟକ୍ତ କରିଥିଲେ l ଏଥିରେ ଶ୍ରୀଯୁକ୍ତ ଶେଷଦେବ ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଶ୍ରୀଯୁକ୍ତ ପ୍ରକାଶ ବାରିକ ଏସ. ଏମ. ସି. ସଭାପତି ଶ୍ରୀମତୀ ମାନିନୀ ନାଥ ଉପସଭାପତି ଶ୍ରୀମତୀ କବିତା ସେଠ, କାଉନସିଲର ଉପସ୍ଥିତ ରହି ଛାତ୍ର ଛାତ୍ରୀଙ୍କ ଉତ୍ସାହିତ କରିଥିଲେ l କର୍ଯ୍ୟକ୍ରମକୁ ସଫଳ ଭାବେ ଶ୍ରୀମତୀ ପ୍ରତିମା ପଣ୍ଡା, ସଂଯୁକ୍ତା ରଥ, ଅଳକାଶ୍ରୀ ପଣ୍ଡା, ସଂଘମିତ୍ରା ଭୋଇ, ସୁବାଷିନୀ କଣ୍ଟା, ସୁବ୍ରତ ଚାନ୍ଦ, ସାଗରୀକା ଯୋଶୀ, ସୋନାଲୀ ପ୍ରଧାନ, ନୀଳିମା ପ୍ରଧାନ, ତଥା ସମସ୍ତ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନା କରିଥିଲେ l ମୁଖ୍ୟତଃ ବର୍ଷା ମହାନନ୍ଦ ଚମ୍ପିୟାନ ପୁରସ୍କୃତ ହୋଇଥିଲେ l ପୁରସ୍କାର ବିତରଣ ପରେ ସୁବାଷିନୀ କଣ୍ଟା ଶିକ୍ଷୟିତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅଭିଭାବକ ଅଭିଭାବିକା ବହୁସଂଖ୍ୟାର ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like