-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଲଡୁଗାଁ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଯାପିତ।

20-Dec-2024



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁ ଉଚ୍ଚ ବିଦ୍ୟାଳୟ ରେ ଦ୍ଵିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର  ଉଦଯାପିତ ହୋଇଯାଇଛ। ପ୍ରଧାନ ଶିକ୍ଷକ ବୁଦ୍ଧିରାମ ନାଏକ ଙ୍କ ଅଧ୍ୟକ୍ଷତାରେ କ୍ରୀଡା ଦିବସ ର ଉଦଯାପନି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ,ମୁଖ୍ୟଵକ୍ତା ଭାବେ ବିଡ଼ିଓ କୋକସରା ଡ଼. ହିମାଞ୍ଚଳ ମାଝୀ,, ସମ୍ମାନିତ ଅତିଥି ଭାବେ ବିଇଓ ସୁଶ୍ରୀ ରଶ୍ମିତା ନେତମ,ସମାଜସେବୀ ଦୁର୍ଗା ପ୍ରସାଦ ଅଗ୍ରୱାଲ, ପୁରାତନ ଛାତ୍ର ପଙ୍କଜ ମୁଖ ଚୌଧୁରୀ, ଗରୁଡ଼ ବାଗ, ଗୁଣନିଧି ବାଗ, ଶ୍ରୀମନ୍ତ ପାଢ଼ୀ,ପୂର୍ବତନ ସରପଞ୍ଚ କଂହେଇ ଚରଣ ଦାସ, ମୋହନ ଦାସ,ଦଶରଥ ଦୁର୍ଗା, ବିନୋଦ ବାଗ, କିଶୋର ଚନ୍ଦ୍ର ଦାସ,ଟୁନୁ ମହାନନ୍ଦ, ସୁଶ୍ରୀ ତରୂଲତା ଦାସ ପ୍ରମୁଖ ଉପସ୍ଥିତ ରହି ପାଠପଢା ସହ କ୍ରୀଡା ମଧ୍ୟ ଛାତ୍ର ଜୀବନ ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଳି କହିଥିଲେ।ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ବର୍ଗର କ୍ରୀଡା ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମ କୁ କୁମାରୀ ସ୍ମତି ମୟୀ ଦୁର୍ଗା ମଞ୍ଚ ସଂଯୋଜନା କରିଥିଲେ। ବିଭିନ୍ନ କ୍ରୀଡା କୁ ଶିକ୍ଷକ ସୁଶିଳ କୁମାର ସାହୁ, କିଶନ କୁମାର ଧଙ୍ଗଡା ମାଝୀ ପରିଚାଳନା କରିଥିଲେ। ବରିଷ୍ଠ ଶିକ୍ଷକ ଆଶିଷ କୁମାର ପଟେଲ,ନିରଞ୍ଜନ ନିଆଳ, ବବୃ ବାହାନ ଛାତ୍ରୀଆ,ମୁକେଶ ମେହେର,ନିରଜ ବିଶ୍ୱାଳ,ସରୋଜ କୁମାର ସାହୁ, ଡମ୍ବରୁ ଧର ନାଏକ,ମାନସ କୁମାର ମେହେର, କରୁଣାକର କୁଅଁର, ଶୋଭାଶିନୀ ଦାସ,ମାଳତୀ ଚୌଧୁରୀ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like