-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ବାରପୁଡୁଗିଆ ନୂତନ ଉନ୍ନିତ ଉଚ୍ଚ ବିଦ୍ୟାଳୟ କୁ  ଜିଲ୍ଲାପାଳଙ୍କ ପରିଦର୍ଶନ

20-Dec-2024



ବଲାଙ୍ଗିର(ପ୍ରେରଣା ଖବର)- ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମର  ପ୍ରାଥମିକ ବିଦ୍ୟାଳୟକୁ ଉନ୍ନିତ ଉଚ୍ଚ ବିଦ୍ୟାଳୟ ହୋଇଛି  ତେଣୁ ପ୍ରଥମ ଥର ନୂତନ ବିଦ୍ୟାଳୟକୁ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ପରିଦର୍ଶନ କରି ବିଦ୍ୟାଳୟର ସୁବିଧା, ଅସୁବିଧା ବିଷୟ ଉପରେ ଆଲୋଚନା କରିଥିଲେ । ଛାତ୍ରଛାତ୍ରୀଙ୍କ ସହ ବିଭିନ୍ନ ଶିକ୍ଷା ଉପକରଣର ଉପଯୋଗ ଏବଂ ଲାଇବ୍ରେରୀ ଓ ଖେଳକୁଦ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ଗ୍ରାମବାସୀ ପ୍ରଥମ କରି ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଜିଲ୍ଲାପାଳଙ୍କ ଗସ୍ତକୁ ସ୍ୱାଗତ ଜଣାଇଥିଲେ ଏବଂ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ବିଦ୍ୟାଳୟର ଶୈାଚାଳୟ, ଖେଳପଡିଆ, ଲାଇବ୍ରେରୀ ହଲ, କମ୍ପ୍ୟୁଟର ବିଭାଗ ଓ ସ୍କୁଲରେ ୧୬୫ ଛାତ୍ରଛାତ୍ରୀଙ୍କୁ ୪ଜଣ ଶିକ୍ଷକ ଥିବା ହେତୁ ପାଠପଢାରେ ଅସୁବିଧା ହେଉଛି ତେଣୁ ଅଧିକ ଶିକ୍ଷକ ଯୋଗାଇ ଦେବା ପାଇଁ ଗ୍ରାମବାସୀ ଅନୁରୋଧ

କରିଥିଲେ।  ଏହି ଗସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଅଧ୍ୟାପକ ସୁରେଶ ଚନ୍ଦ୍ର ଷଡଙ୍ଗି, ସିଆରସିସି ବିନାୟକ ପଟେଲ, ସର୍ବଶିକ୍ଷା ଅଭିଯାନ ଯନ୍ତ୍ରୀ ଏବଂ ସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ଧରୁଆ, ସହଶିକ୍ଷୟତ୍ରୀ ନିର୍ଝରିକା ନାଏକ, ଲିଲି କୁମାରୀ ପଣ୍ଡା, ଅମୃତା କର, ନିମାଇଁ ପାଣିଗ୍ରାହୀ, ଲାଲ ନାଏକ, ଲବ ନାଗ, ବିଶ୍ୱରାଜ ସାଏ, ସଦାନନ୍ଦ ମହଲା, କୈଳାସ ନାଏକ, ପ୍ରମୋଦ କର୍ମୀ, ଦିନେଶ ମହଲା, ମଦନ ସାହୁ, ରମେଶ ମହଲା, କରୁଣା ନାଏକ, ନୃପରାଜ୍ ସାହୁ, ଦିଲୀପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସଂଗଠକ ଜୟକୃଷ୍ଣ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like