-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀସେବା ସଂଘ ପକ୍ଷରୁ ମହିଳା ହିଂସା ନିରୋଧ ସଚେତନତା

20-Dec-2024



କଟକ(ପ୍ରେରଣା ଖବର) ଓଡ଼ିଶା ନାରୀ ସେବା ସଙ୍ଘର ପରିବାର ପରାମର୍ଶ କେନ୍ଦ୍ର ପକ୍ଷରୁ ମହିଳା ହିଂସା ନିରୋଧ ସଚେତନତା କାର୍ଯକ୍ରମ କଟକ ସହରର ବିଭିନ୍ନ ସାହିର ବସ୍ତି ଅଞ୍ଚଳରେ  ଅନୁଷ୍ଟିତ ହୋଇଥିଲା।ଦେଶରେ ତଥା ସମାଜରେ ମହିଳା ମାନଙ୍କ ପ୍ରତି  ହିଂସା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିର ରଖି ସଂଘ ପକ୍ଷରୁ କଟକ ସେଲ୍ଟର ଛକ ସ୍ଥିତ ଗୋପବନ୍ଧୁ ସାହି  ସ୍ଥିତ ବସ୍ତି ଅଞ୍ଚଳରେ ସଂଘର ସାଧାରଣ ସମ୍ପାଦିକା ଆଭା କାନୁନଗୋଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ମୁଖ୍ୟଅତିଥି ଭାବେ  ଓଡ଼ିଶା ଶାଖାର କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟୋଗର ମହିଳା ସଭାପତି ଲୋପାମୁଦ୍ରା ମିଶ୍ର ଯୋଗଦେଇ ମହିଳlମାନଙ୍କର ଆର୍ଥିକ ସଶକ୍ତିକରଣ ଉପରେ ଆଲୋକପାତ କରିଥିଲେ। 

ସଂଗଠନର ସଂଗଠନ ସମ୍ପାଦିକା ମୀରା ବେଉରା  ଅର୍ଥନୈତିକ ପ୍ରଗତି ସହ ଉଭୟ ପୁରୁଷ ଓ ମହିଳାଙ୍କ ଉତ୍ତମ ବୁଝାମଣା  ଦ୍ଵାରା ଗୋଟିଏ ସୁସ୍ଥ ପରିବାର ଗଠନ

ହୋଇପାରିବ ବୋଲି ମତପ୍ରକାଶ କରିଥିଲେ।
ବରିଷ୍ଟ ସଦସ୍ୟା ଡ଼. ପ୍ରଭାବତୀ ପଣ୍ଡା ଯୋଗ ଦେଇ ମହିଳାମାନଙ୍କ ସମସ୍ୟା ର ସମାଧାନ ପାଇଁ ସୁଚିନ୍ତିତ ପ ରlମର୍ଷ ଦେଇଥିଲେ। ପରିବାର ପରାମର୍ଶଦାତ୍ରି ସରୋଜିନୀ ଓଝା , ଅମ୍ବିକା ପଲlଇ, ସୁପର୍ଣ୍ଣl ବେହେରା ଉପସ୍ଥିତ ହୋଇ  ମହିଳା ମାନଂକ ହିଂସା  ଜନିତ କେଶ୍ କୁ ପଞ୍ଜିକରଣ କରି  କାର୍ଯକ୍ରମ କୁ ପରିଚାଳନା କରିଥିଲେ। କୋଷାଧ୍ୟକ୍ଷl ନୟନ ତାରl ନନ୍ଦ ଧନ୍ୟବାଦ୍ ଦେଇଥିଲେ।

   


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like