-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ‘ସମାଜ’ ସଂସ୍କରଣ ଦ୍ବିତୀୟ ସ୍ବନକ୍ଷତ୍ର ଦିବସ, ଜନଗଣଙ୍କ ସ୍ବର ହୋଇଛି ‘ସମାଜ’

21-Dec-2024



ବଲାଙ୍ଗିର(ପ୍ରେରଣାଖବର): କେବିକେ ଅଞ୍ଚଳ ପାଇଁ ‘ସମାଜ’ର ଏକ ସ୍ବତନ୍ତ୍ର ଦରଦ ରହିଛି । ଜନଗଣଙ୍କ ସ୍ବରକୁ ସରକାରଙ୍କ ନିକଟରେ ପହଞ୍ଚାଇବାକୁ ବଲାଙ୍ଗିର ‘ସମାଜ’ ସଂସ୍କରଣର ପରିକଳ୍ପନା । ବଲାଙ୍ଗିଲ ଜିଲା ସାମ୍ବାଦିକ ଭବନରେ ଅାୟୋଜିତ ସଂସ୍କରଣର ଦ୍ବିତୀୟ ସ୍ବନକ୍ଷତ୍ର ଦିବସ ପାଳନ ଅବସରରେ ‘ସମାଜ’ ସଂପାଦକ ତଥା କାର୍ଯ୍ୟବାହୀ ମହାପ୍ରବନ୍ଧକ ତପନ କୁମାର ମିଶ୍ର ସଭାପତିତ୍ବ କରି ଏହି ମତପୋଷଣ କରିଛନ୍ତି ।
ଉତ୍ସବରେ ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଅଧିକ୍ଷକ ଡା.ମାନସୀ ପଣ୍ଡା ଅତିଥି ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରାକ୍ତନ ଉପସଭାପତି ଗାୟତ୍ରୀ ସରାଫ ଅତିଥି ବକ୍ତା ଭାବେ ଯୋଗ ଦେଇଥିଲେ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିଷ୍ଠିତ ‘ସମାଜ’ ଲୋକଙ୍କ ପାଇଁ ଉତ୍ସର୍ଗୀକୃତ । ପ୍ରାୟ ୬୦ରୁ ୭୦ ବର୍ଷ ତଳେ ଖବରକାଗଜ କହିଲେ କେବଳ ‘ସମାଜ’ ହିଁ ବୁଝା ପଡୁଥିବା ବୋଲି ଅତିଥି ବକ୍ତା ଶ୍ରୀମତୀ ସରାଫ ମତବ୍ୟକ୍ତ କରିଥିଲେ । ସମାଜ ନିର୍ଭିକ, ନିରପେକ୍ଷ ଖବର ପରିବେଷଣରେ ଏକ ନମ୍ବର । ତେଣୁ ତା’ ଲୋକପ୍ରିୟତା ବଜାୟ ରହିଛି ବୋଲି ଶ୍ରୀମତୀ ସରାଫ କହିଥିଲେ । ସେହିପରି ଅତିଥି ଡା.ପଣ୍ଡା ‘ସମାଜ’ ଓ ଏହାର ସହଯୋଗୀ ଅନୁଷ୍ଠାନ ଲୋକସେବକ ମଣ୍ଡଳର ସେବା କାର୍ଯ୍ୟକ୍ରମ ସଂପର୍କରେ ମତବ୍ୟକ୍ତ କରି ମେଧାବୀ ଛାତ୍ରଛାତ୍ରୀଙ୍କୁ ବୃତ୍ତି ଓ ଦୁସ୍ଥଙ୍କୁ ଆର୍ଥିକ ସହାୟତା ପ୍ରଦାନରେ ପ୍ରମୁଖ ଭୂମିକା ଗ୍ରହଣ କରି ଆସିଛି ବୋଲି ଡା.ପଣ୍ଡା କହିଥିଲେ ।
ଉତ୍ସବ ପ୍ରାରମ୍ଭରେ ମା’ ସମଲେଶ୍ବରୀଙ୍କ ଠାରେ ଦୀପ ପ୍ରଜ୍ଜ୍ବଳନ ଓ ସମାଜ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ରିପୋର୍ଟର ତଥା ସହସଂପାଦକ ବିଭୁ କଲ୍ୟାଣ ଗଡ଼ତ୍ୟା ଅତିଥିଙ୍କୁ ସ୍ବାଗତ କରିଥିବା ବେଳେ ବଲାଙ୍ଗିର ଭାରପ୍ରାପ୍ତ ଶାଖା ପରିଚାଳକ ପାର୍ଥ ମହାପାତ୍ର ଅତିଥି ପରିଚୟ ଓ ମଞ୍ଚ ପରିଚାଳନା କରିଥିଲେ । କଳାହାଣ୍ଡି ଜିଲା ପ୍ରତିନିଧି ପ୍ରଶାନ୍ତ ପଣ୍ଡା, ନୂଅାପଡ଼ା ଜିଲା ପ୍ରତିନିଧି ସୀମାଞ୍ଚଳ ମହାପାତ୍ର, ବୌଦ୍ଧ ଜିଲା ପ୍ରତିନିଧି ଶଶାଙ୍କ ଶେଖର ମିଶ୍ର, ସୁବର୍ଣ୍ଣପୁର ଜିଲା ପ୍ରତିନିଧି ସ୍ବାଧୀନ ମେହେର, ବିଜ୍ଞାପନ ବିଭାଗ ମୁଖ୍ୟ ରଶ୍ମିରଞ୍ଜନ ପଟ୍ଟନାୟକ ପ୍ରମୁଖ ଅତିଥିଙ୍କୁ ପୁଷ୍ପଗୁଚ୍ଛ ସ୍ବାଗତ ଜଣାଇଥିଲେ । ଏହି ଅବସରରେ ଖବର, ପ୍ରସାରଣ, ବିଜ୍ଞାପନ କ୍ଷେତ୍ରରେ ସଫଳ କାର୍ଯ୍ୟ କରିଥିବା ୭ଜଣ ପ୍ରତିନଧିଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା । ଡେସ୍କ ଇନଚାର୍ଜ ଯୋଗେଶ ବଢେଇ, ବିଜ୍ଞାପନ ବିଭାଗ ମୁଖ୍ୟ ରଶ୍ମିରଞ୍ଜନ ପଟ୍ଟନାୟକ, ପ୍ରସାରଣ ବିଭାଗ କରନଜିତ ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ଦୃଷ୍ଟିବାଧିତ ଲୋକ କଳାକାର ପବିତ୍ର କୁମ୍ଭାରଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ଅତିଥି ସମ୍ବର୍ଦ୍ଧିତ କରିଥିଲେ । ରିପୋର୍ଟର୍‌ ତଥା ସହ ସଂପାଦକ ବଳରାମ ମିଶ୍ର ମାନପତ୍ର ପାଠ କରିଥିଲେ।  ପରେ  ଡେସ୍କ ଇନଚାର୍ଜ ଶ୍ରୀ ବଢେଇ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସଫଳର ରୂପାୟନ ଦେବାରେ ବଲାଙ୍ଗିର ସଂସ୍କାରଣର ସମସ୍ତ ସଦସ୍ୟ ସହଯୋଗ କରିଥିଲେ । ବଲାଙ୍ଗିର ସହରର ବୁଦ୍ଧିଜୀବୀ, ବିଭିନ୍ନ ଅନୁଷ୍ଠାନର ସଦସ୍ୟଙ୍କ ସହ ‘ସମାଜ’ର ବିଭିନ୍ନ ଜିଲାର ବ୍ଲକ ପ୍ରତିନିଧି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like