-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||     

HOME   ଜିଲ୍ଲା

ପଏଁରି ରୋପ୍ୟ ଜୟନ୍ତୀ ଅବସର ରେ ଲୋକ ନୃତ୍ୟ ଓ ଲୋକ ଗୀତ କର୍ମଶାଳା ଅନୁଷ୍ଟିତ*-

21-Dec-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷ ରୁ କୋଶଳ ଆବାସିକ ଉଚ୍ଚ ବିଦ୍ୟାଳୟ ସୋନପୁର ଠାରେ ଲୋକନୃତ୍ୟ ଓ ଲୋକଗୀତ ର ସ୍ଵତନ୍ତ୍ର କର୍ମଶାଳା ସହିତ ପ୍ରଦର୍ଶନ ଏବଂ ସୋପାନ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସଞ୍ଜୟ ସାହୁଙ୍କର ସଭାପତିତ୍ୱରେ ଲୋକ କଳା ଓ ନୃତ୍ୟ ର ସଂସ୍କୃତି ଗବେଷକ ଗୁରୁ ଚୌଧୁରୀ ବିଭାର, କଣ୍ଠଶିଳ୍ପୀ ବିଜୟ ଦାସ ଓ ଚିତ୍ରଶିଳ୍ପୀ ଶ୍ୟାମ ସୁନ୍ଦର ମେହେର ଅତିଥି ଭାବରେ ଯୋଗ ଦେଇ ଗୀତ ନାଚ ଉପରେ ଆଗ୍ରହ କରିଥିଲେ l ହଜିଯାଉଥିବା ଲୋକଗୀତ ଓ ଲୋକନୃତ୍ୟ ଯଥା - ଡାଲଖାଇ  ରସରକେଲି, ସଜନୀ, ମଇଲାଜଡ, ଚପ୍ କରାଟୀ, ବଜ  ନିଆ  ଆଦି କିପରି ଲୋକଲୋଚନ କୁ ଆସିପାରିବ ସେ ବିଷୟ ରେ ଛାତ୍ର ଛାତ୍ରୀ ଙ୍କୁ ପ୍ରଶିକ୍ଷଣ ପ୍ରଦାନ୍ କରି ଥିଲେ l ପ୍ରଥମେ ସ୍ମିତା ରାନୀ ନାଏକ ସ୍ୱାଗତ ଭାଷଣ ଦେଇଥିବାବେଳେ ପ୍ରଧାନ ଶିକ୍ଷକ ପରମାନନ୍ଦ ନାଏକ ଅତିଥି ମାନଙ୍କର ପରିଚୟ ପ୍ରଧାନ କରିଥିଲେ l ଜିଲ୍ଲା ର ବିଭିନ୍ନ ସ୍କୁଲ ର ଛାତ୍ର ଓ ଛାତ୍ରୀ ମାନଙ୍କ ମଧ୍ୟ୍ୟରେ ଚିତ୍ରାଙ୍କନ, ଲୋକନୃତ୍ୟ ଓ ଲୋକ ଗୀତ ପ୍ରତିଯୋଗିତା ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026

You Might Also Like