-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଓଡିଶା ଆଦର୍ଶ ବିଦ୍ୟାଳୟ,ଏମ୍. ଗଣ୍ଡପାଲି, ବିଜେପୁରର ବାର୍ଷିକୋତ୍ସବ-୨୦୨୪ ଆରୋହଣ 2.O ମହାସମାରୋହରେ ପାଳିତ

21-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଓଡିଶା ଆଦର୍ଶ ବିଦ୍ୟାଳୟ ଏମ.ଗଣ୍ଡପାଲି, ବିଜେପୁର ଠାରେ ବାର୍ଷିକୋତ୍ସବ-୨୦୨୪ ଆରୋହଣ 2.O ମହାସମାରୋହରେ ପାଳିତ ହୋଇଯାଇଛି।ଏହି ଅବସରରେ ବରଗଡର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଛାତ୍ରୀ ତଥା ସ୍କୁଲରେ କାର୍ଯ୍ୟରତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ମୁଖ୍ୟବକ୍ତା ଭାବେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ସହକାରୀ ଅଧ୍ୟାପକ ଡ. ମଦନ ବିଶ୍ୱାଳ ଓ ସମ୍ମାନୀତ ଅତିଥି ଭାବେ ଶ୍ରୀଯୁକ୍ତ ସରୋଜ କୁମାର ବିଶ୍ବାଳ(ବିଡ଼ିଓ ବିଜେପୁର),ଶ୍ରୀଯୁକ୍ତ ନାରାୟଣ ଭୁଏ (ବିଇଓ,ବିଜେପୁର),ଶ୍ରୀଯୁକ୍ତ କର୍ଣ୍ଣ ସୁନା(ତହସିଲଦାର,ବିଜେପୁର)ଓ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର(ଅଧ୍ୟକ୍ଷ,ବିଜେପୁର ମହାବିଦ୍ୟାଳୟ) ସମ୍ମାନୀତ ଅତିଥି ଭାବେ ଯୋଗଦାନ କରି ଶିକ୍ଷାଦାନ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଭିନ୍ନ ବିଷୟ ଉପରେ ଆଲୋକପାତ କରିଥିଲେ। ସ୍କୁଲର ପ୍ରିନ୍ସିପାଲ ଶ୍ରୀମତୀ ପ୍ରିୟଙ୍କା ପ୍ରିୟଦର୍ଶିନୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକୋତ୍ସବରେ ମୁଖ୍ୟ ଅତିଥି ଗୁଣାତ୍ମକ ଶିକ୍ଷା ଏବଂ ଏକାଗ୍ରତା ଉପରେ ଛାତ୍ରୀମାନଙ୍କୁ ସମ୍ବୋଧିତ କରିଥିଲେ। ଏହି କ୍ରମରେ ସତ୍ୟବାନ ମେହେର,ଲୋକନାଥ ମେହେର,ଲିଙ୍ଗରାଜ ମେହେର,ଟଙ୍କଧର ନାୟକ,ସୁଶିଲ ପ୍ରଧାନ,ଜୟନ୍ତ ଠାକୁର,ଗୋପ ମହାନନ୍ଦ, ଲିପ୍ସିତା ଶବର,ସ୍ନିଗ୍ଧା ପ୍ରିୟଦର୍ଶିନୀ ପଧାନ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଭାସ ସାହୁ,ବିରାଟ ବଂଛୋର, ଦୀପକ ସାହୁ ପ୍ରମୁଖ କର୍ମଚାରୀ ଗଣ ସହଯୋଗ କରିଥିଲେ। ଶିକ୍ଷୟିତ୍ରୀ ଲିପ୍ସିତା ଶବର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଲିଙ୍ଗରାଜ ପଧାନଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ଆଗେଇ ନିଆ ଯାଇଥିଲା।ପରେ ମଞ୍ଚ ଉପରେ  ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ମଞ୍ଚ ଦୁଲୁକିବା ଆରମ୍ଭ କରିଥିଲା ।ଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ପ୍ରଦର୍ଶିତ ଡ୍ରାମା "ଏକ କାହାଣୀ ବୃଦ୍ଧାଶ୍ରମର" ଦର୍ଶକଙ୍କୁ ବିମୋହିତ କରିଦେଇଥିଲା‌। ଶେଷରେ ବିଦ୍ୟାଳୟର ସାମାଜିକ ବିଜ୍ଞାନ ଶିକ୍ଷକ ଗୋପ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like