-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ମାଣିକଚଉଁରାରେ ସପ୍ତମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

21-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ମାଣିକଚଉଁରା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସପ୍ତମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସି.ଆର.ସି.ସି ରାଜେଶ୍ଵର ବେହେରାଙ୍କ ଅଧ୍ୟକ୍ଷତାରେ କ୍ଷେତରପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌଦାମିନୀ ମାଝୀ, ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ଭୋଜରାଜ ଦୀପ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବୃଦ୍ଧି ପାଇଁ ବିଭିନ୍ନ କୌଶଳ ଉପରେ ଆଲୋଚନା ହୋଇଥିଲା। ଏଫ୍ ଏଲ ଏନ୍ ପାଠ୍ୟକ୍ରମ ତଥା ଶିକ୍ଷଣ ଶୈଳୀ ସଂପର୍କରେ ଗୀତାଞ୍ଜଳି ସାହୁ ଓ ନମିତା ବେହେରା ବିଶଦ ଆଲୋଚନା କରିଥିଲେ। ଆଗାମୀ ଜାନୁୟାରୀ ମାସରେ ଆୟୋଜିତ ହେବାକୁ ରହିଥିଵା ନିପୁଣ ଓଡିଶା କାର୍ଯ୍ୟକ୍ରମ ବିଷୟରେ ଆଲୋଚନା ହୋଇଥିଲା। ଏଥିରେ ଦଶଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଏଫ୍ ଏଲ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ। ଵୈଠକ ପରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସ୍ଥାନୀୟ ପୌରାଣିକ ପୀଠ ମାଣିକଚଉଁରା ଡୁଙ୍ଗୁରୀ ପରିଦର୍ଶନ କରିଥିଲେ।ଶିକ୍ଷକ ଜୟନ୍ତ ବିଶି, ସ୍କୁଲ ପରିଚାଳନା କମିଟି ଚେୟାରମେନ ରାମଚନ୍ଦ୍ର ସାହୁ ପ୍ରମୁଖ ବୈଠକ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ଶରତ ପଧାନଙ୍କ ଅଧ୍ୟକ୍ଷତାରେ ଖରମୁଣ୍ଡା କ୍ଲଷ୍ଟରର ସରଗିପାଲି ସେବାଶ୍ରମରେ, ହେମନ୍ତ କୁମାର ଆରୁକଙ୍କ ଅଧ୍ୟକ୍ଷତାରେ ପଥର୍ଲା ଉଚ୍ଚ ବିଦ୍ୟାଳୟରେ,ନବୀନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ,ଡୋଳାମଣି କୁମ୍ଭାରଙ୍କ ଅଧ୍ୟକ୍ଷତାରେ ବଡବ୍ରାହ୍ମଣୀ କ୍ଲଷ୍ଟରର ଏମ.ବାଦିପାଲି ସ୍କୁଲରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସେହିପରି ବାନ୍ଦୁପାଲି କ୍ଲଷ୍ଟରରେ ସି.ଆର.ସି ସି ସୀତାରାମ ଦୀପ, ବଡଵାଉଁଶେନରେ ଦୁର୍ବାଦଳ ବଡଗୋଛିଆ,ଲାଉମୁଣ୍ଡାରେ ପ୍ରକାଶ ମହାନନ୍ଦ ,ଟି-ଗଣ୍ଡପାଲିରେ ପ୍ରଭାତ ରଞ୍ଜନ ସାହୁ,ଯୋଖିପାଲିରେ ତ୍ରିନାଥ ସେଠ, ବିଜେପୁର କ୍ଲଷ୍ଟରରେ ସି.ଆର.ସି.ସି ସୁଧାଂଶୁ ଶେଖର ଜାଲଙ୍କ ଅଧ୍ୟକ୍ଷତାରେ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like