-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ପିପି ଏକାଡେମୀ ଡ଼ାଇମଣ୍ଡ ଜୁବୁଲି ଉତ୍ସବ ଉଦଘାଟିତ

21-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି ପତିତପାବନ ଏକାଡେମୀ ହୀରକ ଜୟନ୍ତୀ ଉତ୍ସବ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥିଭାବେ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ ବିଧାୟକ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ରୂପେ ସ୍କୁଲ ଓ ଗଣଶିକ୍ଷା  ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ମୁଖ୍ୟ ବକ୍ତା ଭାଗରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ର ନିର୍ଦ୍ଦେଶକ ପ୍ରଫେସର ଡ. ନଚିକେତା ଖମାରୀ ଶର୍ମା ଯୋଗଦେଇ ଥିଲେ l ଅନ୍ୟମନଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇଶଲୱାର୍ ଓ ବଲାଙ୍ଗୀର ଏସ୍ ପି  ରିଷିକେଶ ଖିଲାରୀ ମଞ୍ଚାସୀନ ଥିଲେ l ଡାଇମଣ୍ଡ ଜୁବଲି କମିଟି ପକ୍ଷରୁ ଏକ ସ୍ମରଣିକା ଉନ୍ନୋଚିତ ହୋଇଥିଲା l ପରେ ପତିତପାବନ ଏକାଡେମୀର ପୂର୍ବତନ ଶିକ୍ଷକ ଓ ପ୍ରଧାନ ଶିକ୍ଷକ ମାନଙ୍କୁ ଡାଇମଣ୍ଡ ଜୁବୁଲି କମିଟି ପକ୍ଷରୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଡାଇମଣ୍ଡ  ଜୁବୁଲି କମିଟିର ଉପସଭାପତି ହେମନ୍ତ ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ସଭାକୁ ପ୍ରମେୟ କେବିକେ ସଂସ୍କରଣ ମୁଖ୍ୟ ଅଖିଳ ଚଂଦ୍ର ହୋତା ସଂଯୋଜନା କରିଥିଲେ l ଶେଷ ରେ ଡାଇମଣ୍ଡ ଜୁବୁଲି କମିଟିର ପ୍ରଦୀପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଆଜି ସନ୍ଧ୍ୟା ୬ଟା ରେ ଦ୍ଵିତୀୟ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ପ୍ରଥମ ଅଧିବେଶନରେ ସ୍କୁଲର ବହୁ ପୂରାତନ ଛାତ୍ର,ଶିକ୍ଷକ,ବର୍ତ୍ତମାନର ଶିକ୍ଷକ,ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like