-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଆଦର୍ଶ ବିଦ୍ୟାଳୟରେ ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ

21-Dec-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
-ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ଡ଼ଙ୍ଗରୀଗୁଡା ଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ଶନିବାର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ  ଡାବୁଗାଁ ବିଧାୟକ ମୋନହର ରନ୍ଧାରୀ ତତ ସାଙ୍ଗେ ସଙ୍ଗେ ମୁଖ୍ୟବକ୍ତା ଭାବେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ରେଶମଲାଲ ନାୟକ, ସଂମ୍ମାନିତ ଅତିଥି ଭାବରେ ଡାବୁଗାଁ ତହସିଲଦାର ହରିଅମ ଭୋଇ, ଡାବୁଗାଁ ଅତିରିକ୍ତ ବ୍ଲକ ଶିକ୍ଷାଅଧିକାରୀ ଭଗବାନ ମାଝୀ ଯୋଗଦେଇ ଥିଲେ।  କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଆଦର୍ଶ ବିଦ୍ୟାଳୟର ପ୍ରିନ୍ସପାଲ ସୁବ୍ରତ ରଞ୍ଜନ ସାମନ୍ତରାୟ। ଏବଂ ତାଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ରହିତ ନାଗ ସହ ବିଦ୍ୟାଳୟର ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ମାନେ। ବିଭିନ୍ନ ପ୍ରତିଯୋଗିତାରେ ବିଜୟୀ ହୋଇଥିବା ଛାତ୍ର ଛାତ୍ରି ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଏବଂ ନାଚ ଗୀତ ସହ ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ରେ ଛାତ୍ର ଛାତ୍ରି ମାନଙ୍କ ସହ ଅଭିଭାବକ ମାନେ ମଧ୍ୟ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like