-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୂଲବାରର ଶତବାର୍ଷିକୀ ଉତ୍ସବ ଉଦଘାଟିତ

21-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୂଲବାରର  ଶତବାର୍ଷିକୀ ଉତ୍ସବ ମହା ଆଡ଼ମ୍ବରରେ ଉଦଘାଟିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସେବାରାମ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ସମ୍ମାନିତ ଅତିଥି ଭାବରେ ଭଟଲି ବ୍ଲକ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ, କମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରେମାନନ୍ଦ ପଟେଲ, ଅବସରପ୍ରାପ୍ତ ଶିକ୍ଷକ ଗଣେଶରାମ ସାହୁ, ଶିକ୍ଷକ ପ୍ରାଣଧନ ଦେବତା, ସ୍ଥାନୀୟ ସରପଞ୍ଚ ତରଣୀ କୁମୁରା , ଗ୍ରାମର ବରିଷ୍ଠ ସଦସ୍ୟ ରାଇଜ ସାହୁ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାସ ଭୁଏ ଯୋଗ ଦେଇଥିଲେ।ସୁଧୀର ବଢେଇଙ୍କ ସଂଯୋଜନା କ୍ରମେ ଶିକ୍ଷକ ଆଶିଷ କୁମାର ରଥ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ କୈଳାସ ଭୁଏ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଅତିଥିବୃନ୍ଦ ସ୍ମାରକୀ ତୋରଣ ଉଦଘାଟନ କରିବାପରେ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଗୁରୁପୂଜନ କରାଯାଇଥିଲା। ମଧ୍ୟାହ୍ନ ଭୋଜନ ବିରତିପରେ ପୁରାତନ ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ ହୋଇଥିଲା। ସନ୍ଧ୍ୟାରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରଦର୍ଶିତ ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ୍ ଉପଭୋଗ୍ୟ ହୋଇଥିଲା। ଶତବାର୍ଷିକୀ ଉତ୍ସବ କମିଟିର ଉଚ୍ଛବ ଭୁଏ, ମହେନ୍ଦ୍ର ଭୁଏ ନିରାକାର ଭୁଏ, ଚୂଡାମଣି ଭୁଏ, ଖତୁ ବିଶ୍ବାଳ, ପ୍ରଦୀପ ଲୁହା, ଶ୍ରୀକାନ୍ତ ସାହୁ, ଉମେଶ ସାହୁ , ଯାଦବ ସାହୁ, ସୁଶୀଳ ବଢେଇ, ମୀନକେତନ ମେହେର, ଧରମବୀର ରଥ, ଗୋପେନ୍ ରଥ, ଅଜିତ ନନ୍ଦ, ସଂଜୀବ ଗୁରୁ,ବନମାଳୀ ପଣ୍ଡା,ରବି ସାହୁ,ସୁମନ୍ତ ସାହୁ, ହୃଦାନନ୍ଦ ସାହୁ,ନୈମିଶ ବେହେରାଙ୍କ ସମେତ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ ତଥା ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like