-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଦିବ୍ୟ ଊର୍ଯ୍ୟା ଯୋଗ ସେବା ସମିତି ପକ୍ଷରୁ ବିଶ୍ବ ଧ୍ୟାନ ଦିବସ ପାଳିତ

21-Dec-2024



ସୋନପୁର ( ମନୋରଞ୍ଜନ ତ୍ରିପାଠୀ ) ମିଳିତ ଜାତିସଂଘ ତରଫରୁ ଅନୁମୋଦିତ ଡିସେମ୍ବର 21ତାରିଖ କୁ ବିଶ୍ବ ଧ୍ୟାନ ଦିବସ ରୂପେ ଅନୁମୋଦିତ କରିଛି । ଆଜି ସୁବର୍ଣ୍ଣପୁର ଜିଲ୍ଲାର ସଦର ସ୍ମାର୍ଟ ପାର୍କ ରେ ଦିବ୍ୟ ଊର୍ଯ୍ଯା ଯୋଗ ସେବା ସମିତି ତରଫରୁ ଧ୍ୟାନ ଦିବସ ପାଳନ କରାଯାଇଛି। ମାନସିକ ରୋଗ ଓ ଅବସାଦ ମୁକ୍ତ ଜୀବନରୁ ମୁକ୍ତି ପାଇବା ନିମନ୍ତେ ଧ୍ୟାନ ର ଆବଶ୍ୟକ ଜରୁରୀ ଅଟେ l  ଯେପରି ବ୍ୟାୟାମ ଦ୍ବାରା ଦେହ ସୁସ୍ଥ ରହେ ,  ସେହିପରି  ଧ୍ୟାନ ଦ୍ବାରା ଆତ୍ମl ର ପରମାତ୍ମl  ଙ୍କ ସହିତ ସମ୍ପର୍କ ସହଜ ହୋଈ ଥାଏ ବୋଲି  ଆଜିର ଅତିଥି ବ୍ରହ୍ମ  କୁମାର ଦିଲୀପ କୁମାର ମତ ରଖିଛନ୍ତି । ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବି ଶଙ୍କର ଙ୍କ ଏ ମହାନ୍ ପ୍ରଚେଷ୍ଟାରେ ଆଜି ସାରା ବିଶ୍ୱ ଧ୍ୟାନ ର ଆବଶ୍ୟକତା କୁ  ଉପଲବ୍ଧି କରି ପାରିଛି ବୋଲି ୟୋଗାଚାର୍ଯ୍ୟ ମନୋଜ ପଣ୍ଡା କହିଛନ୍ତି । ଦିବ୍ୟଉର୍ଯ୍ୟା ସେବା ସମିତି ସଭାପତି ଗୋପାଳ ନେଗୀ ଓ ସଂପାଦକ ଶ୍ରିବନ୍ତ ମିଶ୍ର ବ୍ରହ୍ମ କୁମାର ଦିଲୀପ ଭାଈ ଙ୍କୁ ଫୁଲ ତୋଡା ଦେଈ ସ୍ଵାଗତ ସମ୍ବର୍ଧିତ କରିଥିଲେ । ଏହି ପ୍ରସାଦ କାର୍ଯ୍ୟକ୍ରମ ରେ ଯୋଗ ସମିତି ର ସମସ୍ତ ଯୋଗ ସାଧକ ଦୀର୍ଘ ସମୟ ଧରି ଧ୍ୟାନ ର ଅଭ୍ୟାସ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like