-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଧ୍ୟାନ ଦିବସ ପାଳିତ ।

21-Dec-2024



ଡୁଙ୍ଗୁରିପାଲି,୨୧/୧୨(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ  ବିଶ୍ଵ ଧ୍ୟାନ ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିଥିବା ବେଳେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସଭା ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ ପୂଜାରୀ ପ୍ରତିଦିନ ଯୋଗ ଅଭ୍ୟାସ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଛାତ୍ରୀ ଜନାନିକା, ଶୁଭଶ୍ରୀ ,ଲିପ୍ସା, ଅର୍ଚ୍ଚିତା,ପ୍ରୀତି ଓ ସାଥୀ  ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ  କରିଥିଲେ। ସେବା ପରିବାର ତଥା ଓମ୍ ଶାନ୍ତି ପରିବାର  ସଦସ୍ୟ ସୁଜିତ୍ ପ୍ରଧାନ ଓ କୌଷ୍ଟୁବ ବାରିକ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଯୋଗ, ବ୍ୟାୟାମ ଓ ପ୍ରାଣାୟାମ ସୁସ୍ଥ ଶରୀର ପାଇଁ କେତେ ଜରୁରୀ ବକ୍ତବ୍ୟ ମାଧ୍ୟମ ରେ ପ୍ରକାଶ କରିଥିଲେ ଓ ପ୍ରାଣାୟାମ କରାଇଥିଲେ ।

ଶେଷରେ କିରଣ କୁମାର ପଟେଲ ଧନ୍ୟବାଦ୍ ପ୍ରଦାନ କରିଥିଲେ। କାର୍ଯକ୍ରମ ପରିଚାଳନା ରେ ତପସ୍ଵିନୀ, ବିଭୀଷଣ ,ଲିପି, ମୀନକେତନ, ସୁରଜ୍,  କିଶୋର ସମୀର ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like