-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଅତାବିରା ମହାବିଦ୍ୟାଳୟରେ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

21-Dec-2024



ଅତାବିରା(ଆକାଶ ମିଶ୍ର): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଅତାବିରା ମହାବିଦ୍ୟାଳୟରେ ୨୦ ଦିନ ଧରି  ଚାଲିଥିବା ଯୁକ୍ତ ତିନି ପ୍ରଥମ ବର୍ଷ ର ଛାତ୍ରୀମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର  ଆଜି ଉଦଯାପିତ ହୋଇଯାଇଛି । ମହାବିଦ୍ୟାଳୟ ର ଅଧ୍ୟକ୍ଷ ଅଶ୍ଵିନୀ କୁମାର ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଟିତ ହୋଇଥିବା ଏହି

ତାଲିମ୍ କାର୍ଯ୍ୟକ୍ରମ ର ଉଦଯାପନୀ ଅବସରରେ  ଅତାବିରା ସି ଡି ପି ଓ ଉର୍ମିଳା ପରିଡ଼ା  ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଯୌନ ନିର୍ଯ୍ୟାତନା  ଉପରେ  ଆଲୋକପାତ କରିଥିଲେ । ମାଙ୍ଗଲିକା ଦାଶ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଛାତ୍ରୀ ମାନଙ୍କୁ  ଯୌନ ନିର୍ଯ୍ୟାତନା ଏବଂ ତାର ନିରାକରଣ ଦିଗ ଉପରେ ପାୱାର ପଏଣ୍ଟ ମାଧ୍ୟମରେ ସୂଚନା ପ୍ରଦାନ କରିଥିଲେ ।ମାଷ୍ଟର ଟ୍ରେନର ଭାବରେ ସନେନା ବେସ୍ରା ତାଲିମ ପ୍ରଦାନ କରିଥିଲେ। ସାଂପ୍ରତିକ ପରିସ୍ଥିତିରେ ଝିଅ ମାନେ ନିଜର ସୁରକ୍ଷା ପାଇଁ ଆତ୍ମ ସୁରକ୍ଷା କୌଶଳ ଶିକ୍ଷାଲାଭ କରି ମାନସିକ ଓ ଶାରିରୀକ ସ୍ତରରେ ବଳଶାଳୀ ହୋଇ ନିଜେ ନିଜର ରକ୍ଷକ ସାଜି ପାରିବା ରେ ସକ୍ଷମ ହୋଇପାରିବେ ବୋଲି ଏହି ତାଲିମ ପ୍ରଦାନ କରାଯାଇଥିଲା 
। ମହାବିଦ୍ୟାଳୟ ରେ ଅନୁଷ୍ଟିତ ହୋଇଥିବା ଏହି ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିରରେ ଯୁକ୍ତ ତିନି ପ୍ରଥମ ବର୍ଷ ର ୨୫୦ ଜଣ ଛାତ୍ରୀ ପ୍ରଶିକ୍ଷଣ ନେଇଥିବା ଜଣାପଡିଛି ।ଏହି ଶିବିରରେ ଆତ୍ମ ସୁରକ୍ଷା ତାଲିମ ଶିବିରରେ ଏରୋବିକ୍ ବ୍ୟାୟାମ ମଧ୍ୟ ସିଖାଯାଇଥିଲା ।  ଏହା ପରେ  ପାଞ୍ଚଟି ଦଳ ରେ ଛାତ୍ରୀ ମାନଙ୍କ ମଧ୍ୟରେ ଏରୋବିକ୍ ବ୍ୟାୟାମ ଉପରେ ପ୍ରତିଯୋଗିତା ହୋଇଥିଲା ।ଏଥିରେ  ପ୍ରଥମ, ଦ୍ଵିତୀୟ  ଓ ତୃତୀୟ ସ୍ଥାନ ଅଧିକାର କରିଥିବା ତିନି ଦଳଙ୍କୁ ଟ୍ରଫି ଓ ମାନପତ୍ର  ସହ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।ଏହି କାର୍ଯ୍ୟକ୍ରମ ରେ ଅଧ୍ୟାପକ ସୂର୍ଯ୍ୟନାରାୟଣ ବିଶ୍ଵାଳ, ଦିଲୀପ ବହିଦାର , ସନ୍ଧ୍ୟାରlଣୀ ଜେନା,ଗିରିଜା ବରିହା, ଅପର୍ଣ୍ଣା ସାହୁ, ରେଣୁକା ପ୍ରଧାନ, ଅସ୍ମିତା ଛୁରିଆ,, ଗାୟତ୍ରୀ ପାଣ୍ଡିଆ , ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବେଳେ କର୍ମଚାରୀ ଶେଫାଳୀ ଘୋଷ, ବ୍ୟାସ ରଣା , ଯlଜ୍ଞସିନି ବଗର୍ତ୍ତି  ଓ  ଯୁବରାଜ  ଭୁଏ ,ଚିନ୍ତାମଣି  ପ୍ରଧାନ, ପ୍ରମୋଦ ପ୍ରଧାନ  ସହଯୋଗ  କରିଥିଲେ।   ସଭା କାର୍ଯ୍ୟକୁ  ରେଡକ୍ରସ ଜିଲ୍ଲା ସଂଯୋଜକ ତଥା ଅଧ୍ୟାପକ ପରମାନନ୍ଦ ରଥ  ପରିଚାଳନା କରିବା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like