-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜମନକିରା ଆଦର୍ଶ ବିଦ୍ୟାଳୟର ଦ୍ଵିତୀୟ ବାର୍ଷିକ ଉଚ୍ଚବ ପାଳିତ

22-Dec-2024



ଜମନକିରା ବ୍ଲକ ବଡ଼ରମା ପଞ୍ଚାୟତ ଚିନିମହୁଲ ଠାରେ  ଅବସ୍ଥିତ ଜମନକିରା ଓଡିଶା ଆଦର୍ଶ ବିଦ୍ୟାଳୟ ର ଦ୍ଵିତୀୟ ବାର୍ଷିକ ଉସବ ପାଳିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜମନକିରା  ବିଡ଼ିଓ ରବୀନ୍ଦ୍ର ସେଠି ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଜମନକିରା ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଦେବକୀ ନାଏକ, ଜମନକିରା

ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ନନ୍ଦ, ଧନକଉଡା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ସନ୍ଧ୍ୟା ରାଣୀ ସ୍ୱାଇଁ, ଜମନକିରା ପଞ୍ଚାୟତ ହାଇସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ବେହେରା, ବଡ଼ରମା ସରପଞ୍ଚ ବିଜୟ ନାଏକ, ଉପସ୍ଥିତ ରହି ମଞ୍ଚାସୀନ ହୋଇ ଥିଲେ। ସେହିପରି ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ବ୍ୟକ୍ତା ଭାବେ ଷଣ୍ଢପଥର ଏସ.ଏସ.ଡ଼ି ହାଇସ୍କୁଲ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ଜଗତ ଯୋଗ ଦେଇଥିଲେ। ଜମନକିରା ଓଡିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ଅଜିତ କୁମାର ନାଏକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଜମନକିରା ଓଡିଶା ଆଦର୍ଶ ବିଦ୍ୟାଳୟ ସତ୍ୟମ କୁମାର ଷଡ଼ଙ୍ଗୀ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟ ଶିକ୍ଷକ ବିନୟ ଲାଲ ନାଏକ, ଶିକ୍ଷୟତ୍ରୀ ଅଙ୍କିତା ବେହେରା, ରଶ୍ମିତା ଟୀଗା ପୁରସ୍କାର ବିତରଣ ରେ ସାହାଯ୍ୟ କରିଥିଲେ। କାର୍ଯ୍ୟକ୍ରମ ରେ ବିଭିନ୍ନ ଖେଳ ପ୍ରତିଯୋଗିତା ହୋଇଥିଲା ଓ ଏଥିରେ ଉତ୍ତୀର୍ଣ ହୋଇ ଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନେ ଟ୍ରଫି ଓ ମାନପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କୁ ସମ୍ମାନିତ କରାଯାଇଥିବା ବେଳେ ବିଦ୍ୟାଳୟ ରେ ରାନ୍ଧୁଣି ଭାବେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ତାଙ୍କ କାର୍ଯ୍ୟ ପାଇଁ ସମ୍ମାନିତ କରାଯାଇଛି। ଅପରାହ୍ନ 3ଟାରେ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
[ଜମନକିରାରୁ ନଗମା ବେଗମଙ୍କ ରିପୋର୍ଟ]


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like