-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଚିପିଲିମା ଧନୁଯାତ୍ରା ମହୋତ୍ସବ, ଷଷ୍ଠ ସନ୍ଧ୍ୟାରେ,ରାଜ ଅତିଥି ଭାବେ ଓଡିଶା ସାମ୍ବାଦିକ ସମ୍ବଲପୁର ଶାଖା ଜିଲା ସଭାପତି ହିମାଂଶୁ, ସମ୍ପାଦକ ସରୋଜ ଙ୍କ ସହ ଅନ୍ୟ ସାମ୍ବାଦିକ ବୃନ୍ଦ ଯୋଗଦାନ

22-Dec-2024




ସମ୍ବଲପୁର/ଚିପିଲିମା-(ସଂଜୀବ ପାଣିଗ୍ରାହୀ):ଦେବର୍ଷୀ ନାରଦ ଙ୍କ ପରମର୍ଶ ରେ ଧନୁଯାତ୍ରା ଆୟୋଜନ ପାଇଁ ନିଷ୍ପତି, ଚିତାଉ  ଦେଇ ଅକ୍ରୁର ଙ୍କୁ ଗୋପପୁର ପେରଣ,
ରାଜ ଅତିଥି ଭାବେ  ଓଡିଶା ସାମ୍ବାଦିକ ସମ୍ବଲପୁର ଶାଖା ଜିଲା ସଭାପତି ହିମାଂଶୁ, ସମ୍ପାଦକ ସରୋଜ  ଙ୍କ ଯୋଗଦାନ 
 ମଁl ଘଣ୍ଟେଶ୍ୱରୀ ଧନୁଯାତ୍ରା ମହୋତ୍ସବ ତୃତୀୟ ଧନୁଯାତ୍ରା ଉତ୍ସବ ସମାରୋହ ର ଷଷ୍ଠ ସାଂଧ୍ୟରେ କୃଷ୍ଣ ବଳରାମ ଙ୍କୁ କଲେ ବଳେ ହତ୍ୟା କରି କାଳ ଜୟୀ ହେବାକୁ ଇଛା ରଖିଥିବା ମହାପ୍ରତାପୀ କଂସ ଦେବର୍ଷୀ ନାରଦ  ଙ୍କ ପରାମର୍ଶ କ୍ରମେ ବିରାଟ ଧନୁଯାତ୍ରା ର ଆୟୋଜନ ପାଇଁ ପ୍ରସ୍ତୁତି, ଗୋପ ପୁରରୁ ଦୁଇ ଭାଇ କୃଷ୍ଣ ବଳରାମ ଙ୍କୁ ମଥୁରା  କୁ ଆମନ୍ତ୍ରଣ କରିବା ପାଇଁ ଭକ୍ତ ଶିରୋମଣି ଅକ୍ରୁର ର ଙ୍କୁ ଚିତାଉ   ଦେଇ ଗୋପ ପୁ ର କୁ ପ୍ରେରଣ କରିବା ମଞ୍ଚସ୍ଥ ହୋଇଥିବା ବେଳେ ରାଜ ଅତିଥି ଭାବେ  ବରିଷ୍ଠ ସାମ୍ବାଦିକ ତଥା ଚିପିଲିମା ପଞ୍ଚାୟତ ହାଇ ସ୍କୁଲ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଜଗତ ପ୍ରସାଦ ଦାଶ, ଓଡିଶା ସାମ୍ବାଦିକ ସଂଘ(ଓ ଜେ ୟୁ ) ସମ୍ବଲପୁର ଜିଲା ସଭାପତି  ହିମାଂଶୁ ଶେଖର ମିଶ୍ର, ସମ୍ପାଦକ ସରୋଜ କୁମାର ସାହୁ, ରାଜ୍ୟ ଉପସଭାପତି ସୁକାନ୍ତ ମହାପାତ୍ର,  ବିଜେଡି ବ୍ଲକ ଯୁବ ସଭାପତି ବୁଲୁ ମିଶ୍ର, ଚିତ୍ତରଞ୍ଜନ ମହତ୍ତମ, ପରେଶ ପ୍ରଧାନ, ଲଳିତ ଅଗ୍ରୱାଲ ପ୍ରମୁଖ ଯୋଗଦେଇଥିଲେ। ଯୋଗଦେଇଥିବା ବେଳେ ଅନ୍ୟ ତମ ଅତିଥି ଭାବେ ସାମ୍ବାଦିକ ସବଶ୍ରୀ  ପ୍ରଦୀପ ନାୟକ, ସୁବ୍ରତ ପାଢ଼ୀ, ସଂଜୀବ ପାଣିଗ୍ରାହୀ, ମନୋଜ ସାହୁ, ସଂଜୀବ ଠାକୁର, ଜିତୁ ନନ୍ଦ, ସଞ୍ଜୟ ପାଗଡ଼ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସର ର ସମସ୍ତ ସାମ୍ବାଦିକ ଙ୍କୁ ଜନ କଲ୍ୟାଣ କାର୍ଯ୍ୟ ପାଇଁ କମିଟି ତରଫ ରୁ ଫୁଲ ତୋଡ଼ା ତଥା ଉପଢୌକାନ ଦେଇ ସମ୍ମାନିତ କରାଯାଇଥିଲା। 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like