-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ବିଜେପୁରର ନବବିଂଶ ବାର୍ଷିକୋତ୍ସବ-୨୦୨୪ ପାଳନ

22-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଆଜି କୃଷ୍ଣପକ୍ଷ ସପ୍ତମୀ ତିଥି ତା ୨୨.୧୨.୨୦୨୪ ରବିବାର ଦିନ ବରଗଡ ଜିଲ୍ଲା ବିଜେପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ବିଜେପୁରର ନବବିଂଶ ବାର୍ଷିକୋତ୍ସବ-୨୦୨୪ ମହା ସମାରୋହରେ ପାଳିତ ହୋଇଯାଇଛି। ଏଅବସରରେ ସ୍କୁଲର ସଭାପତି ଶ୍ରୀଯୁକ୍ତ ଗଙ୍ଗାଧର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଭବ୍ୟ କାର୍ଯ୍ୟକ୍ରମରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବାବେଳେ, ମୁଖ୍ୟ ବକ୍ତା ଭାବେ ଭାରତ ବିକାଶ ପରିଷଦର ପ୍ରାନ୍ତୀୟ ଅଧ୍ୟକ୍ଷ ତଥା ବନବାସୀ କଲ୍ୟାଣ ଆଶ୍ରମର ପ୍ରାନ୍ତୀୟ ସଭାପତି ଡ଼.ପୁରୁଷୋତ୍ତମ ଅଗ୍ରୱାଲ ଯୋଗଦାନ କରି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବିଦ୍ୟାର୍ଥୀ ମାନଙ୍କୁ ଉତ୍ସାହିତ କରିଥିଲେ।ମୁଖ୍ୟ ଅତିଥି ଶ୍ରୀମାନ ଗଡତୀୟା ତାଙ୍କ ଅଭିଭାଷଣରେ କହିଥିଲେ ଯେ, ରାଷ୍ଟ୍ରୀୟ ଶିକ୍ଷା ପ୍ରଣାଳୀର ବିକାଶ କରିବାକୁ ହେଲେ ଏପରି ଯୁବ ସମାଜ ନିର୍ମିତ ହୋଇ ପାରିବ ଯିଏ ହିନ୍ଦୁତ୍ବନିଷ୍ଠା ଏବଂ ରାଷ୍ଟ୍ରଭକ୍ତିରେ ଓତଃପ୍ରୋତଭାବେ ଜଡ଼ିତ ହୋଇଥିବ, ଶାରୀରିକ,ପ୍ରାଣିକ, ମାନସିକ,ବୈାଦ୍ଧିକ ଏବଂ ଆଧ୍ୟାତ୍ମିକ ଦୃଷ୍ଟିରୁ ପୂର୍ଣ୍ଣ ବିକଶିତ ହୋଇ ପାରିବ। ଜୀବନର ବର୍ତ୍ତମାନର ଆହ୍ଵାନ ଗୁଡିକୁ ସଫଳତା ପୂର୍ବକ ମୁକାବିଲା କରିପାରିବ ଏବଂ ଅଭାବ ଗ୍ରସ୍ତ ଆପଣାର ବନ୍ଧୁ ମାନଙ୍କୁ ସାମାଜିକ କୁସଂସ୍କାର,ଶୋଷଣ ଓ ଅନ୍ୟାୟରୁ ମୁକ୍ତ କରିବା ସହ ରାଷ୍ଟ୍ର ଜୀବନକୁ ସମରସ,ସୁସମ୍ପନ୍ନ ଏବଂ ସୁସଂସୃତ କରିବା ପାଇଁ ସମର୍ପିତ ହୋଇଥିବ ବୋଲି ମତବ୍ୟକ୍ତ କରିଥିଲେ।

ସହ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସଦାନନ୍ଦ ପ୍ରଧାନଙ୍କ ସଂଯୋଜନା ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିବାବେଳେ, ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ମନ୍ଦିରର ଆଚାର୍ଯ୍ୟ ଆଚାର୍ଯ୍ୟା ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ,ହାଡୁ ମାଝୀ, ମନ୍ଦାକିନୀ ସାହୁ, ସଦାନନ୍ଦ ପଧାନ, ସୁଜାତା ଦାସ,ଗିତାଞ୍ଜଳୀ ସାହୁ, ଜୟନ୍ତ ପାଣ୍ଡେ, ଘନଶ୍ୟାମ ମେହେର,ସୂର୍ଯ୍ୟକାନ୍ତୀ ତ୍ରିପାଠୀ, ମନୋଜ କୁମାର ସାହୁ, ଉମାକାନ୍ତ ଜାଲ, ଗଙ୍ଗାଧର ମିଶ୍ର,ସ୍ନେହଲତା ବଗାର, ଆନନ୍ଦ ପଧାନ, ପ୍ରମୋଦ କୁମାର ସାହୁ,ପୁଷ୍ପା ଛତର,କୈସ୍ତୁଭ ପଧାନ,ହେମଚନ୍ଦ୍ର ଦାସ , ଭୈରବ ଭୁଏ,ହରିହର ଷଣ୍ଢ, ଚନ୍ଦ୍ରକାନ୍ତି ପଟେଲ,ସୈାଦାମିନୀ ମେହେର, ଉପେନ୍ଦ୍ର ଗଡତିଆ,ଇଲାକାନ୍ତ ମିଶ୍ର,ସୁନିତା ସାହୁ, ସସ୍ମିତା ଭୋଇ, ବାନ୍ଧବୀ ସାହୁ, ନିରୁପମା ସାହୁ, ସୈାମ୍ୟରଞ୍ଜନ ପଟେଲ,ଖୁସବୁ ଗୁପ୍ତା, ମନୋଜ କୁମାର ପାଣ୍ଡେ, ତୁଷାରକାନ୍ତୀ ମେହେର,ପ୍ରତିଭା ମେହେର,ନାମିସ୍ୟ ସାହୁ, ରାଜେନ୍ଦ୍ର ସାହୁ, ବର୍ଷା ରାଣୀ ମିଶ୍ର, ପ୍ରିୟଙ୍କା ନାଏକ, ଗୋବିନ୍ଦ ଖମାରୀ, ଟିକେଶ୍ୱର ମେହେର, ପଦ୍ମାସିନୀ ଭୋଏ,ଆରତୀ ସାହୁ,ନମିତା ସ୍ୱାଇଁ,ହରିହର ଷାଣ୍ଢ, ଯଶୋବନ୍ତୀ ବେହେରା ପ୍ରମୁଖଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁରୁଖୁରୁରେ ପାଳନ ହୋଇଥିଲା। ଶେଷରେ କମିଟିର କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ପରେ ମଞ୍ଚରେ ବିଦ୍ୟାର୍ଥୀ ଗଣ ରଙ୍ଗାରଙ୍ଗ ନୃତ୍ୟ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like