-+91-9937148622 |
prerana_bgr@rediffmail.com |
Saturday 15th August 2026 |
R.N.I. Regd No. ODIODI/2010/46693
Breaking News
10-Jan-2021
ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର ) - ବଲାଙ୍ଗିର ଜିଲ୍ଲାରେ ଆଜି ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି l ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ୧୭, ବଲାଙ୍ଗୀର ସଦର ବ୍ଲକ ଖୁଜେନପାଲି , ଖପ୍ରାଖୋଲ ବ୍ଳକ ପଡିଆବାହାଲ , ମାଲପଡା, ପାଟଣାଗଡ଼ ର ଘସିଏନ ରୁ ଜଣେ ଲେଖାଏଁ ଓ ବଲାଙ୍ଗୀର ପୌରପାଳିକା ଓ୍ବାର୍ଡ ନଂ ୨, ୫ ରୁ ୨ ଜଣ କରୋନା ପୋଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ୍ ୮୬୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩୭ ଟି ଆକ୍ଟିଭ କେଶ୍ ରହିଛି l ଆଜି ପର୍ଯ୍ୟନ୍ତ ଜିଲ୍ଲାରେ କରୋନା ରୁ ୮୫୦୮ ଜଣ ବ୍ୟକ୍ତି ସୁସ୍ଥ ହୋଇ ସାରିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରକାଶ l