-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜମନକିରା ମହାବିଦ୍ୟାଳୟର ଦ୍ୱି ଦିବସୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

22-Dec-2024



ଜମନକିରା ମହାବିଦ୍ୟାଳୟରେ ଦ୍ୱିଦିବସୀୟ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଓ ଶନିବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମ ର ପ୍ରଥମ ଦିବସର ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଅରୁଣ କୁମାର ପଟେଲ ମଶାଲ ଜଳାଇ କ୍ରୀଡାର ମହତ୍ତ୍ଵ ସମ୍ବନ୍ଧରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ।ମହାବିଦ୍ୟାଳୟର ଖେଳ ଶିକ୍ଷକ ଶ୍ରୀ ରଞ୍ଜନ ମହାକୁଳଙ୍କ ସଙ୍ଗେ ସଙ୍ଗେ ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷକ ଶ୍ରୀ ପ୍ରଦୀପ ପଟେଲ, ଶ୍ରୀ ନାରାୟଣ ପ୍ରଧାନ ଓ ଦିପକ କିସାନ କ୍ରୀଡା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଡିଗ୍ରୀ ମହାବିଦ୍ୟାଳୟର  ଇଂରାଜୀ ଅଧ୍ୟାପକ ଶ୍ରୀ ପ୍ରଦୀପ ପଣ୍ଡା, ଓଡ଼ିଆ ଅଧ୍ୟାପିକା ଡଃ ତୃପ୍ତି ମିଶ୍ର, ଶିକ୍ଷା ଅଧ୍ୟାପିକା ଅରୁଣା ମିଶ୍ର,ରାଜନୀତି ବିଜ୍ଞାନ ଅଧ୍ୟାପକ ଶ୍ରୀ ମନମୋହନ ଜୟବିକାଶ ବାଘ ଓ ସିଦ୍ଧାନ୍ତ ସାହୁ ପ୍ରମୁଖ ଏବଂ ଯୁକ୍ତ ଦୁଇ ମହାବିଦ୍ୟାଳୟର ଗଣିତ ଅଧ୍ୟାପକ ସତ୍ୟ ନାରାୟଣ ପଟ୍ଟନାୟକ, ରାଜନୀତି ବିଜ୍ଞାନ ଅଧ୍ୟାପିକା ଅଙ୍କିତାରାଣୀ କର୍ଣ୍ଣ, ଇତିହାସ ଅଧ୍ୟାପକ ଭାବଗ୍ରାହୀ ବାର୍ଗେ ପ୍ରମୁଖ କ୍ରୀଡା ପ୍ରତିଯୋଗିତା ସୁଚାରୁରୂପେ ସମ୍ପାଦନା କରିବାରେ ସହାୟତା କରିଥିଲେ। ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଜମନକିରା ଡିଗ୍ରୀ ମହାବିଦ୍ୟାଳୟର ସଭାପତି ଶ୍ରୀ ତେଜରାମ ପଟେଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ସଙ୍ଗେ ସଙ୍ଗେ ସେ ତାଙ୍କ ଉଦବୋଧନରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କୃତି ଛାତ୍ରଛାତ୍ରୀମାନଙ୍କୁ ଅଧ୍ୟକ୍ଷ, ଖେଳ ଶିକ୍ଷକ ଗଣ ତଥା ସମସ୍ତ ଅଧ୍ୟାପକ, ଅଧ୍ୟାପିକାଗଣ ପୁରସ୍କାର ବିତରଣ କରିଥିଲେ। ଏହି କ୍ରୀଡା ପ୍ରତିଯୋଗିତାରେ ଯୁକ୍ତ ଦୁଇ ମହାବିଦ୍ୟାଳୟର ଦ୍ଵିତୀୟ ବର୍ଷ ଛାତ୍ର ମଣ୍ଟୁ ନାଏକ, ପ୍ରଥମ ବର୍ଷ ଛାତ୍ରୀ ଲତିକା ଛତ୍ରିଆ ଏବଂ ଯୁକ୍ତ ତିନି ମହାବିଦ୍ୟାଳୟର ଶେଷ ବର୍ଷର ଛାତ୍ର ମନୀଷ ଧୁରୁଆ ଏବଂ ପ୍ରଥମ ବର୍ଷର ଛାତ୍ରୀ ମିତା ମହାକୁଳ ଚାମ୍ପିଅନ ହୋଇଥିଲେ।
(ଜମନକିରାରୁ ନଗମା ବେଗମଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like