-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜମି ଉନ୍ନତିକରଣରୁ ବଞ୍ଚିତ ଚାଷୀ ଜିଲାପାଳଙ୍କ ଦ୍ୱାରସ୍ଥ

22-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): ଚାଷ ଜମିର ଉନ୍ନତିକରଣ ପାଇଁ ସରକାର ମନରେଗା ଯୋଜନାରେ ଚାଷୀମାନଙ୍କୁ ଆର୍ଥିକ ରାଶି ଯୋଗାଇ ଦେଉଛନ୍ତି, କିନ୍ତୁ କାର୍ଯ୍ୟାଦେଶ ପାଇଥିଲେ ହେଁ କଣ୍ଟାମାଳ ବ୍ଲକ ଖମନମୁଣ୍ଡା ପଞ୍ଚାୟତର ଚାଷୀମାନେ ନିଜ ଜମିର ଉନ୍ନତିକରଣ କାର୍ଯ୍ୟ କରିପାରୁ ନଥିବା ନେଇ ବୌଦ୍ଧ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି l ସୂଚନା ପ୍ରକାରେ ବୌଦ୍ଧ ଜିଲ୍ଲାପାଳଙ୍କ ଆଦେଶ କ୍ରମେ କାର୍ଯ୍ୟାଦେଶ ପତ୍ର ସଂଖ୍ୟା ୨୨୫ ତାରିଖ ୧.୩.୨୦୨୪ ଅନୁଯାୟୀ ଖମନମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ମୁଚେଲପଦର ଗ୍ରାମର ଗୋବର୍ଦ୍ଧନ ଭୋଇ ଏବଂ ୧୮ ଜଣ ହିତାଧିକାରୀଙ୍କ ନାମରେ ଜମି ଉନ୍ନତିକରଣ ନିମନ୍ତେ ମନରେଗା ଯୋଜନାରେ କାର୍ଯ୍ୟ ସଂପାଦନ ପାଇଁ ୯ଲକ୍ଷ ୫୦ ହଜାର ଟଙ୍କା ମଞ୍ଜୁର ହୋଇଛି l ସେହିପରି ପତ୍ର ସଂଖ୍ୟା ୨୨୬ ତା ୧.୪.୨୦୨୪ ଅନୁଯାୟୀ ଖମାନମୁଣ୍ଡା ଗ୍ରାମର ଅନିରୁଦ୍ଧ ଭୋଇ ଏବଂ ୧୮ ଜଣ ହିତାଧିକାରୀଙ୍କ ଜମି ଉନ୍ନତିକରଣ ପାଇଁ ୯ଲକ୍ଷ ୫୦ ହଜାର ଟଙ୍କା ଏବଂ ପତ୍ର ସଂଖ୍ୟା ୨୨୭ ତାରିଖ ୧.୩.୨୦୨୪ ଅନୁଯାୟୀ ଦେଓଗାଁ ଗ୍ରାମର ରବିନ୍ଦ୍ର କଅଁର ଏବଂ ୧୮ଜଣ ହିତାଧିକାରୀଙ୍କ ଜମି ଉନ୍ନତିକରଣ ପାଇଁ ୯ଲକ୍ଷ ୫୦ ହଜାର ଟଙ୍କା ମଞ୍ଜୁର ହୋଇଛି l ଏହା ସମ୍ପୂର୍ଣ୍ଣ ଭାବରେ ଗ୍ରାମ ଦିବସ ସୃଷ୍ଟି କରିବାର ଉଦ୍ଦେଶ୍ୟ ରହିଛି l ଏହି କାର୍ଯ୍ୟରେ ହିତାଧିକାରୀ ନିଜେ ଶ୍ରମିକ କାର୍ଯ୍ୟ କରି ପ୍ରାପ୍ୟ ପାଇ ପାରିବେ l ଏହାଦ୍ୱାରା ମୋଟ ୩ଟି ପ୍ରକଳ୍ପରେ ୫୭ଜଣ ହିତାଧିକାରୀ ଉପକୃତ ହୋଇ ପାରିବେ l କିନ୍ତୁ ଖମନମୁଣ୍ଡା ପଞ୍ଚାୟତର ସରପଞ୍ଚ ରାଜନୈତିକ ମନ୍ଦ ଉଦ୍ଦେଶ୍ୟ ରଖି ଏହି କାର୍ଯ୍ୟକୁ ତୁଲାଇ ନେବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି l ଏଥିରେ ବିଶେଷ ଭାବରେ ତାଙ୍କ ସ୍ୱାମୀ ଗୋବର୍ଦ୍ଧନ ପ୍ରଧାନ ବାଧକ ସାଜୁଛନ୍ତି l ଯାହା ଫଳରେ ଶ୍ରମିକମାନେ କାର୍ଯ୍ୟ କରିବା ପାଇଁ ଡିମାଣ୍ଡ କରିପାରୁ ନାହାନ୍ତି l ଏହାଦ୍ୱାରା ହିତାଧିକାରୀ ମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ହିତାଧିକାରୀ ମାନେ ଡିସେମ୍ବର ୯ତାରିଖ କଣ୍ଟାମାଳ ବ୍ଲକରେ ଅନୁଷ୍ଠିତ ଜଣ ଶୁଣାଣୀ ଶିବିରରେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି l ଅଭିଯୋଗ ପାଇବାପରେ ୧୫ଦିନ ଭିତରେ ସମସ୍ୟା ସମାଧାନ କରିବା ପାଇଁ ଜିଲାପାଳ କଣ୍ଟାମାଳ ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ଆଜିକୁ ୧୨ଦିନ ବିତିଯାଇଥିଲେ ହେଁ ଏଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଉନଥିବା ହିତାଧିକାରୀ ଅଭିଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like