-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

*ସଫଳ ମଣିଷ ହେବା ଅପେକ୍ଷା ଭଲ ମଣିଷ ହେବାକୁ ଚେଷ୍ଟା କର*- ମନୋରଞ୍ଜନ ଯୋଶୀ-

22-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ନିକଟସ୍ଥ ଶରଧାପାଲିରେ ଥିବା ସେଣ୍ଟ୍ ଜାଭିୟର୍ ଇଣ୍ଟରନ୍ୟାସନାଲ୍ ସ୍କୁଲର ୧୫  ତମ ବାର୍ଷିକ ଉତ୍ସବ ‘ସି-ଫେଷ୍ଟୋ'୨୦୨୪ ମହା ସମାରୋହରେ ପାଳିତ ହୋଇ ଯାଇଛି lଏହି ଅବସରରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ଜୀବ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରଫେସର  ଡ.ଅମିୟ ପଟେଲ  ମୁଖ୍ୟ ଅତିଥି, "ଓ ଟିଭି" ପଶ୍ଚିମ ଓଡ଼ିଶା ବ୍ୟୁରୋ ହେଡ୍  ମନୋରଞ୍ଜନ ଯୋଶୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ କେବଳ ସଫଳ  ମଣିଷ ହେବାକୁ ଚେଷ୍ଟା ନ କରି ଜଣେ ଜଣେ ଭଲ ମଣିଷ ହେବାକୁ  ଏବଂ ସବୁ କ୍ଷେତ୍ର ରେ ଶ୍ରେଷ୍ଠତା ପ୍ରତିପାଦନ କରିବାକୁ ଛାତ୍ର ଛାତ୍ରୀ ଓ ଅଭିଭାବକ ଙ୍କୁ ପରାମର୍ଶ କରିଥିଲେ l ଓ କେବଳ ମାଛ ର ଆଖି କୁ ଲକ୍ଷ୍ୟ ରଖିଲା ଭଳି ଜୀଵନ ର ସଠିକ୍ ଲକ୍ଷ୍ୟ ସ୍ଥଳ ରେ ପହଞ୍ଚି ବାକୁ ଛାତ୍ର ଛାତ୍ରୀ ଙ୍କୁ ଅର୍ଜୁନ ଙ୍କ ଉଦାହରଣ ଦେଇ ପ୍ରେରଣା ଦେଇ ଥିଲେ l ଏବଂ ପରିଚୟ ଖୋଜି ଖୋଜି ଶ୍ରେଷ୍ଠତା ପ୍ରତିପାଦନ କରିବା କୁ ହେଲେ ନିଜ କୁ କର୍ଣ୍ଣ ହେବାକୁ ପଡିବ ବୋଲି କହିଥିଲେ l ଏ ସ୍କୁଲ୍ ଏ ଅଞ୍ଚଳ ର ପରିଚୟ ହେଉ, ଏ ସ୍କୁଲ୍ ଏ ଅଞ୍ଚଳ ର ଅସ୍ମିତା ହେଉ, ଏ ସ୍କୁଲ୍ ର ପତାକା ଆନ୍ତର୍ଜାତୀୟ ସ୍ତର ରେ ଫର୍ ଫର୍ ହୋଇ ଉଡ଼ି ସୁନାମ ଅର୍ଜନ କରୁ ବୋଲି ମଧ୍ୟ ଅତିଥି ଓ ବକ୍ତା ମତ ରଖିଥିଲେ l ଶିକ୍ଷାନୁଷ୍ଠାନର ସମ୍ପାଦିକା ସବିତା ମହାପାତ୍ର ସଭା ପରିଚାଳନା କରିଥିବା ବେଳେ  ଅର୍ଥ ବିଭାଗର ଅବସରପ୍ରାପ୍ତ ପ୍ରଫେସର ଡ. ସତ୍ୟନାରାୟଣ ଦାଶ , ଟିପିଡବ୍ଲୁଓଡିଏଲ ର ଉପଖଣ୍ଡୀୟ ଅଧିକାରୀ ବିବେକାନନ୍ଦ ଦିକ୍ଷିତ ସମ୍ମାନିତ  ଅତିଥି ଭାବେ ଯୋଗ ଦେଇ  ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ । ସ୍କୁଲର ନିର୍ଦ୍ଦେଶକ ତଥା ଚେୟାରମ୍ୟାନ୍ ଡ. ଅରୁଣ ରଥ ସଭାପତିତ୍ବ ଓ ସ୍ବାଗତ ଭାଷଣ ପ୍ରଦାନ କରି ବିଦ୍ୟାଳୟ ଓ ଛାତ୍ରଛାତ୍ରୀଙ୍କ ସଫଳତା ଉପରେ ଆଲୋକପାତ କରିଥିଲେ।  ସ୍କୁଲର ଅଧ୍ୟକ୍ଷ ଗୁପ୍ତେଶ୍ଵର ସାହୁ ବାର୍ଷିକ ବିବରଣୀ ରଣୀ ପାଠ କରିଥିଲେ । ପୂର୍ବରୁ ଅନୁଷ୍ଠିତ  ଶିକ୍ଷା, କ୍ରୀଡ଼ା, ସଂlସ୍କୃତିକ ତଥା ବିଭିନ୍ନ  ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ  କରାଯାଇଥିଲା । ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ ଦ୍ୱାରା ପରିବେଷଣ କରା ଯାଇ ଥିଲା l ସ୍କୁଲ୍ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ l ସୋନପୁର ଜିଲ୍ଲା ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳା ଓ ସୁରକ୍ଷା ପାଇଁ ସମସ୍ତ ବ୍ୟବସ୍ଥା କରଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ସହର ର ବହୁ ବୁଦ୍ଧିଜୀବୀ, ଅଭିଭାବକ, ଓ ସାମ୍ୱାଦିକ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like