-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଲଗାଣ ବର୍ଷା ସାଜିଲା ଚାଷୀଙ୍କୁ କାଳ

22-Dec-2024



ପୁରୁଷୋତ୍ତମପୁର(ପୁରୁଷୋତ୍ତମ ଦାସ): ଗତ ଶୁକ୍ରବାର ଦିନ ଠାରୁ ତୁହାକୁ ତୁହା  ଅଦିନିଆ ବର୍ଷା ଯୋଗୁଁ  ଚାଷୀର ମେରୁଦଣ୍ଡ ଭାଙ୍ଗି ଯାଇଛି ଏହି ଅଦିନିଆ ବର୍ଷାକୁ ଦେଖି  | ସେକଣ ଜାଣିଥିଲା କି ଅଦିନିଆ ଲଗାଣ ବର୍ଷା ତାର ବର୍ଷକର ଆଦାୟ କୁ ନଷ୍ଟ  କରିଦେବ ବୋଲି |  ଦୁଈ ଦିନିଆ ବର୍ଷା ଯୋଗୁଁ ଧାନ ଓପରିବା ଫସଲ ରେ ପାଣି ଜମି ରହିଛି  ଯାହାଦ୍ୱାରା ଧାନ ପାଚିଜାଇ କଳେଇ କିମ୍ବା ଧାନ କେଟା ଟେକିଲା ବେଳକୁ  ଧାନ ବିଲରେ ଝଡି ପଡି ଯାଉଛି  |  ଯାହାଦ୍ୱାରା ମୁଣ୍ଡରେ ହାତ ଦେଉ ବସିଛି ଚାଷୀ  
 ପୁରୁଷୋତ୍ତମପୁର ବ୍ଲକର 26 ଗୋଟି ପଞ୍ଚାୟତ ର ଏହି ହେଉଛି ଦୃଶ୍ୟ  | ଧାର, କରଜ କରି ଚାଷ କରି, ଅମଳ କୁ ଅପେକ୍ଷା କରିଥିଲା ବେଳେ ଅଦିନିଆ ବର୍ଷା ଫଳରେ ଧାନ ଓ

ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇଛି। ଧାନକୁ ଚାଷୀ ସୁରକ୍ଷିତ ଭାବେ ରଖିବା ପାଇଁ ବହୁ ଚେଷ୍ଟା କଲେ ମଧ୍ୟ ଜମିରେ ଥିବା ପାଣି  ପାଚିଲା  ଧାନ କୁ ନଷ୍ଟ କରିଦେଇଛି | ବର୍ଷା ଯୋଗୁଁ କିଛି ବିଲରେ ପାଣି ଜମି ଧାନ ସବୁ ଭିଜି ଯାଇଛି। ଶୁକ୍ରବାର ଓ ଶନି ବାର ଦିନତମାମ ଲଗାଣ ବର୍ଷା ଫଳରେ ପୁରୁଷୋତ୍ତମପୁର ବ୍ଲକ ର ସବୁ ପଞ୍ଚାୟତର ଚାଷୀ ମାନେ କ୍ଷତିଗ୍ରସ୍ତ ହୋଇ ଛନ୍ତି  |ଏହି କ୍ଷତିକୁ ଦେଖିବା ପାଈଁ  ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଓ ପ୍ରତାପଚନ୍ଦ୍ର ନାୟକ ଙ୍କ ଅନୁରୋଧ ପରେ ଗଞ୍ଜାମ ଜିଲ୍ଲା ପାଳ ଦିବ୍ୟଜ୍ୟୋତି ପରିଡା  କ୍ଷତିଗ୍ରସ୍ତ ଚାଷ ଜମିକୁ ବୁଲି  ଦେଖିବା ନିମନ୍ତେ ଉପଜିଲ୍ଲାପାଳଙ୍କୁ ନିର୍ଦ୍ଧେଶ ଦେଇଛନ୍ତି  |  ଏବଂ ଆଜି ପୁରୁଷୋତ୍ତମପୁର ପୁର ବ୍ଲକକୁ ଛତ୍ରପୁର ଉପଜିଲ୍ଲାପାଳ ଦେବୀଦତ୍ତମହନ୍ତ,ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଓଖଲ୍ଲିକୋଟ ବିଧାୟକ ପୁର୍ଣଚନ୍ଦ୍ର ସେଠୀ ରେଭେନ୍ୟୁ ଷ୍ଟାଫ  ମିଳିତ ଭାବେ ବଡ଼ ବରଙ୍ଗା, ଆଚୁଲି  ପ୍ରତାପୁର, କେ ଏନ ପୁର, ଷୋଳଘର ବାଘଳା, ରାଇ ପୁର,ଗାଙ୍ଗ ଦହଣି, ଜାମୁନି, ଆଦି ପଞ୍ଚାୟତକୁ  ଗ୍ରସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କ ଧାନ ଜମି ଓ ଫସଲ କୁବୁଲି ଦେଖିଛନ୍ତି  |
ତେବେ ଏହାଉପରେ ବିଧାୟକ ଓ ଅଫିସର ଙ୍କ ମତ ବର୍ତମାନ କିଛି ପଂଚାୟତ ବୁଲି ଚାଷୀଙ୍କ କ୍ଷୟକ୍ଷତି ଅନୁଧ୍ୟାନ କରା ଯାଇଛି ଏବଂ ସରକାର ଙ୍କ ପଦକ୍ଷେପ ଅନୁଯାୟୀ କାର୍ଯ୍ୟ କରାଯିବ ନେଇ ସୂଚନା ଦେଇଛନ୍ତି  ବିଧାୟକ ଓ ଉପଜିଲ୍ଲାପାଳ ଏବଂ ତହସିଲଦାର |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like