-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ୪୦ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

22-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁର ର ୪୦ ତମ ବାର୍ଷିକ ଉତ୍ସବ  ଆଜି ଅନୁଷ୍ଠିତ ହୋଇ ଯାଇଅଛି I ଏହି ଅବସରରେ  ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାକାର୍ଯ୍ୟ ରେ ୮୦ ଜଣ ଭାଇ ଭଉଣୀ ମାନଙ୍କ ସ୍ୱାଗତ ସଂଗୀତ ଗାନ କରିଥିଲେ । ମାନ୍ୟବର ବରଗଡ଼ ସାଂସଦ ଶ୍ରୀଯୁକ୍ତ ପ୍ରଦୀପ କୁମାର ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ କୁ ଆରମ୍ଭ. କରି  ନୂତନ ବନ୍ଦନା ମଣ୍ଡପ କୋଠାଘର  କୁ ଉହ୍ପାଟନ ଓ ବାର୍ଷିକ ମୁଖପତ୍ର ଅରୁଣ ର ଶୁଭ ଉନ୍ମୋଚନ କରି ଶିଶୁର ସର୍ବାଙ୍ଗୀନ ବିକାଶ ନିମିତ୍ତ ଗୁରୁଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ l ସଭାପତି, ପଶ୍ଚିମ ସମ୍ଭାଗ, ଶିକ୍ଷା ବିକାଶ ସମିତି ଓଡିଶା  ତଥା ଆସୋସିଏଟ୍ ପ୍ରଫେସର   ଡ଼ଃ ବେଣୁଧର ପ୍ରଧାନ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଶିଶୁଙ୍କୁ ସଂସ୍କାରିତ କରି ଗଢି ତୋଳିବା ରେ ମାତାପିତାଙ୍କ ଭୂମିକା ଉପରେ ଗୁରୁଦ୍ୱାରୋପ କରିଥିଲେ ଲ

ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ବାର୍ଷିକ ବିବରଣୀ ପଠନ କରିଥିଲେ l ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ପ୍ରଦାନ କରିଥିଲେ l  ବିଶିଷ୍ଟ ସାଦ ଜଣ ପ୍ରମୁଖ ବ୍ୟକ୍ତି ବିଶେଷ ମାନଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା l ବାର୍ଷିକ ଉତ୍ସବର ବିଭିନ୍ନ ପ୍ରତିଯୋଗିତା ରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ ।ଶେଷରେ କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି ଧନ୍ୟବାଦ ଅର୍ପଣ କରିଥିଲେ । ପରେ ପରେ ଉତ୍ସବ ପ୍ରମୁଖ ସୁକାନ୍ତ କିଶୋର ସାହୁ ଙ୍କ ତତ୍ବାବଧାନରେ  ଶିଶୁ ଭାଇ ଭଉଣୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ , ନାଚ, ଗୀତ,ଯୋଗାସନ  ଓ ନାଟ୍ୟକାର ରାଜେନ୍ଦ୍ର ମହାନ୍ତି  ଙ୍କ ନିର୍ଦ୍ଦେଶିତ ନାଟକ ସସେମିରା ଓ ନାଟ୍ୟକାର ଶ୍ରୀଯୁକ୍ତ କେଶରଞ୍ଜନ ପ୍ରଧାନ ଙ୍କ ରଚିଦ ଓ ଦୟାସାଗର ଧରୁଆଙ୍କ ନିର୍ଦ୍ଦେଶିତ ମାଧୋସିଂ ଉପରେ ପର୍ଯ୍ୟବେଶିତ ନାଟକ ଘାଟି ପ୍ରଭୃତି ଅନୁଷ୍ଠିତ ହୋଇଥିଲା । କଲ୍ୟାଣୀ ମିଶ୍ର ଗୁରୁମା କାର୍ଯ୍ୟକ୍ରମର ସଂଯୋଜନା ଓ ଶିଶୁ ଭାଇ ଭଉଣୀ ମାନଙ୍କ ଦ୍ୱାରା ମଞ୍ଚ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା l ମାତୃଭାରତୀ ସଦସ୍ୟା , ପୂର୍ବ ଛାତ୍ର ସଂସଦ ର ସଦସ୍ୟ ଓ ପରିଚାଳନା କମିଟୀର ସଦସ୍ୟ ବୃନ୍ଦ ତଥା ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like