-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଳୟର ୪୪ତମ ବାର୍ଷିକ ଉତ୍ସବ ପାଳିତ

22-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୪ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ  ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବିନିକା ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଧିରେନ୍ଦ୍ର କୁମାର ନାୟକ ମୁଖ୍ଯବକ୍ତା ଭାବରେ ଯୋଗଦେଇଥିଲେ।   ପଞ୍ଚାୟତ ସମିତିର ଅଧ୍ୟକ୍ଷା ଶାନ୍ତି ଲୁହା, ମହାବିଦ୍ୟାଳୟର ପରିଚାଳନା ସମିତିର ସଭାପତି ସ୍ବୟମ୍ଭୁନାଥ ଖଣ୍ଡଗିରୀ ଓ ମହାବିଦ୍ୟାଳୟର ଇଂରାଜୀ ବିଭାଗର ପ୍ରଧ୍ୟାପିକା ଗୀତାଞ୍ଜଳି ପୂଜାରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥି ନିଜ ବକ୍ତବ୍ଯରେ ପରିଶ୍ରମ ଓ ଆତ୍ମବିଶ୍ଵାସ ଶ୍ରେଷ୍ଠ ସ୍ଥାନରେ ପହଞ୍ଚାଇଥାଏ ବୋଲି ମତ ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟର ମୁଖପତ୍ର ଭୂମା ଅତିଥିଙ୍କ ଦ୍ବାରା ଉନ୍ମୋଚନ ହୋଇଥିଲା। ଏଥିସହ ସ୍ମୃତିଫଳକ ଦେଇ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉଲ୍ଲେଖନୀୟ କାର୍ଯ୍ଯ ପାଇଁ ପ୍ରାଣୀ ବିଜ୍ଞାନର ବିଭାଗୀୟ ମୁଖ୍ୟ ସଞ୍ଜିତ କୁମାର ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ବିଜୟୀ ଯୁକ୍ତଦୁଇ ବିଜ୍ଞାନ ଓ ଯୁକ୍ତତିନି ବିଜ୍ଞାନ ଦଳଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ବାର୍ଷିକ କ୍ରୀଡ଼ାରେ ଚମ୍ପିଆନ ହୋଇଥିବା ଯୁକ୍ତଦୁଇ ବାଳକ ବିଭାଗରେ ଅଣାକାର ସାହୁ ଓ ବାଳିକା ବିଭାଗରେ ନମିତା ଜଗଦଲା, ଯୁକ୍ତତିନି ବାଳକ ବିଭାଗରେ ଆଶିଷ ଜଗଦଲା ଓ ବାଳିକା ବିଭାଗରେ ପ୍ରିୟଙ୍କା ପ୍ରିୟଦର୍ଶିନୀ ଭୋଇଙ୍କୁ ପୁରସ୍କୃତ କରାଯାଇଥିଲା ।

ଏମାନଙ୍କ ସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ଅଧ୍ୟାପିକା ଡ. ବନ୍ଦିତା ବିଶ୍ଵାଳ ଅତିଥି ପରିଚୟ ସହ ସ୍ବାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପିକା ଯାମିନୀ ଦାଶ ମଞ୍ଚପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଅଧ୍ୟାପକ ବିଜୟ କୁମାର ପଧାନ, ଅଧ୍ୟାପିକା ହରପ୍ରିୟା ମହାପାତ୍ର,ଅଧ୍ୟାପକ ନରେନ୍ଦ୍ର ଝା, ଜିତେନ୍ଦ୍ର ସାହୁ, ମାଧବ ପଧାନ, ଅଧ୍ୟାପିକା ସୁପ୍ରଭା ନନ୍ଦ, ଅଧ୍ୟାପିକା ନୀତାରାଣୀ ପଧାନ, ଅଧ୍ୟାପିକା ମାଲତି ନାଏକ, ଅଧ୍ୟପକ ପ୍ରଭାତ ପୁରୋହିତ, ଅଧ୍ୟାପିକା ବିଦ୍ୟୁତପ୍ରଭା ରଥ ଅଣଶିକ୍ଷା କର୍ମଚାରୀ ସୁବାଷ ଚନ୍ଦ୍ର ଶତପଥୀ, ଚିନ୍ମୟ ପଣ୍ଡା, ଜଗଦୀଶ ସାହୁ, ବରୁଣ କଲତା, ଦିବାକର ଭୋଇ, ନବୀନ ଖଣ୍ଡାୟତ, ପ୍ରଫୁଲ୍ଲ କୁମାର ପଧାନ, ଶ୍ରୀରାମ ଦେହୁରୀ, କଳାକାହ୍ନୁ ପଧାନ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like