-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଓଡିଶା ଆଦର୍ଶ ବିଦ୍ୟାଳୟ ଗୋବିନ୍ଦପୁର, ବରଗଡ଼ର ସପ୍ତମ ବାର୍ଷିକୋତ୍ସବ- ସୁରମ୍ୟା

22-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ବ୍ଲକର ଓଡିଶା ଆଦର୍ଶ ବିଦ୍ୟାଳୟ ଗୋବିନ୍ଦପୁରରେ ବିଦ୍ୟାଳୟର ସପ୍ତମ ବାର୍ଷିକୋତ୍ସବ "ସୁରମ୍ୟା" ବିଦ୍ୟାଳୟ ପ୍ରାଙ୍ଗଣରେ ବହୁ ଜାକଜମକରେ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ କେଦାରନାଥ ଚୌଧୁରୀ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ସଭାରେ ଜିଲ୍ଲାର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଜ୍ୟୋତିକାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସଭା ଉଦଘାଟନ କରିଥିଲେ | ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ସାହୁ, ଆଦର୍ଶ ବିଦ୍ୟାଳୟ ନେଗୀପାଲି ନୂଆପଡାର ଅଧ୍ୟକ୍ଷ ଶ୍ରୀ ଖିତିଭୂଷଣ ବିଶ୍ୱାଳ ଓ ଗୋବିନ୍ଦପୁର ପଂଚାୟତର ସରପଞ୍ଚ ଶ୍ରୀ ପ୍ରଫୁଲ୍ଲ ନାୟକ ସମ୍ମାନିତ ଅତିଥି ରୂପେ ଯୋଗାଦାନ କରି ସଭାର ଶୋଭା ମଣ୍ଡନ କରିଥିଲେ ଓ ଛାତ୍ର ଛାତ୍ରୀ ମାନେ କିପରି ବିଭିନ୍ନ କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ଦ୍ୱାରା ବିଦ୍ୟାଳୟର ସୁନାମ କରିବେ ସେଥି ପ୍ରତି ଉତ୍ସାହିତ କରିଥିଲେ | ପରେ ପରେ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଙ୍କୁ ପୁରସ୍କୃତ କରି ସଭା ସମାପନ କରାଯାଇଥିଲା | ଉଦଘାଟନୀ ସଭା ପରେ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ଭିନ୍ନ ଭିନ୍ନ ନୃତ୍ୟ ଓ ଗୀତ ଉପସ୍ଥିତ ଦର୍ଶକ, ଅଭିଭାବକ ତଥା ଅତିଥିଙ୍କୁ ବିମୋହିତ କରିଥିଲା |

ଉଦଯାପନୀ ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଧାକାନ୍ତ ଛତ୍ରୀ ମୁଖ୍ୟ ଅତିଥି ରୂପେ ତଥା DIET ବରଗଡର ଅଧ୍ୟକ୍ଷ ଶ୍ରୀ ରଜନୀକାନ୍ତ ଦାଶ ଓ ପୂର୍ବତନ ପଦାର୍ଥ ବିଜ୍ଞାନର ଅଧ୍ୟାପକ ଶ୍ରୀ ରାଜକିଶୋର ପଧାନ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ | ବିଦ୍ୟାଳୟର ଅଧ୍ୟକ୍ଷ ବାର୍ଷିକ ବିବରଣୀ ପଠନ କରି ବିଦ୍ୟାଳୟର କୃତିତ୍ୱ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ ଓ ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ଅନୁଶାସନ ତଥା ନିଜର ଅନ୍ତର୍ନିହିତ ଗୁଣର ସନ୍ଧାନ ଓ ବିକାଶ ପାଇଁ ପ୍ରେରିତ କରିଥିଲେ | ଏହି ସଭାରେ ବିଦ୍ୟାଳୟର ଚଳିତ ବର୍ଷର ଶ୍ରେଷ୍ଠ ବିଦ୍ୟାର୍ଥୀ ରୂପେ ଶ୍ରୀ ଆର୍ଯ୍ୟା°ଶୁ ପରିଡା ଙ୍କୁ ସମ୍ମାନିତ କରାଯାଇଥିଲା ତଥା ସୁବର୍ଣ୍ଣରେଖା ଦଳ କୁ ଚଳିତ ବର୍ଷର ଶ୍ରେଷ୍ଠ କ୍ରୀଡା ଦଳ ଓ ବ୍ରାହ୍ମଣୀ ଦଳ କୁ ଶ୍ରେଷ୍ଠ CCA ଦଳ ରୂପେ ପୁରସ୍କୃତ କରାଗଲା ଓ ସଭା ସମାପନ କରାଯାଇଥିଲା | ବିଦ୍ୟାଳୟ ର PGT ENGLISH ଶାହୀନ ଅଖତାର ଧନ୍ୟବାଦ ଅର୍ପଣ କରିଥିଲେ |ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା NCC ର ଛାତ୍ର ଛାତ୍ରୀଙ୍କ ପ୍ରତ୍ୟକ୍ଷ ସହଯୋଗରେ ସୁରୁଖୁରୁରେ ସମ୍ପାଦିତ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like