-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଐତିହ ସମ୍ପନ୍ନ ସୋନପୁର ମାଟି ର ପରମ୍ପରା ସୁରକ୍ଷା ଓ ଯଶ କୀର୍ତ୍ତି ପ୍ରତି ଦୃଷ୍ଟି ଦେବାକୁ ପୁରାତନ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ପରାମର୍ଶ*- *ସୋନପୁର କଲେଜ କ୍ରେଜି ୯୪ ବ୍ୟାଚ ପକ୍ଷରୁ ବନ୍ଧୁ ମିଳନ*-

22-Dec-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ଏ ମିତ୍ରତା ସବୁ କ୍ଷେତ୍ର ରେ ବଜାୟ ରହୁ, ବନ୍ଧୁ ଙ୍କୁ ଆତ୍ମୀୟତା ସହ କୋଳେଇ ନେବା ଉଚିତ୍ l କାରଣ ସୁଖ ଦୁଃଖ ସବୁଠି ବନ୍ଧୁ ହିଁ ସହଯୋଗ ର ହାତ ବଢ଼ାଏ ବୋଲି  ସୁଦାମା ଶ୍ରୀକୃଷ୍ଣ ଉଦାହରଣ ଦେଇ ଆଜି ସୋନପୁର ମେଗା ଫରେଷ୍ଟ ନର୍ସରୀ ରେ ଅନୁଷ୍ଟିତ ସୋନପୁର କଲେଜ୍ କ୍ରେଜି ୯୪ ବ୍ୟାଚ ର ବନ୍ଧୁ ମିଳନ ର ମୁଖ୍ୟ ଅତିଥି ଡ଼ଃ ସୁଧାକର ଦାସ କହିଥିଲେ l  ସୋନପୁର କଲେଜ ତଥା ଏ ସୁବର୍ଣ୍ଣପୁର ମାଟି ର ଐତିହ ପରମ୍ପରା ଓ ସୁରକ୍ଷା ସହିତ ଏହାର ବିକାଶ ଓ ଏହାର ଯଶ କୀର୍ତ୍ତି ଉପରେ ଆପଣ ମାନଙ୍କୁ ଦୃଷ୍ଟି ରଖିବାକୁ ହେବ ବୋଲି ଡଃ ଦାସ ମତ ରଖି ଯାହାର ବର୍ତମାନ ନାହିଁ ତାହାର ଅତୀତ ଓ ଭବିଷ୍ୟତ ନାହିଁ ବୋଲି କହିଥିଲେ l କଲେଜ ର ପ୍ରାକ୍ତନ ଅଧ୍ୟକ୍ଷ ତଥା ଓଡ଼ିଆ ବିଭାଗ ପ୍ରାଧ୍ୟାପକ ଡ଼ଃ ସୁଧାକର ଦାସ ଓ ବୌଦ୍ଧ ଜିଲ୍ଲା ର ଉପ ଜିଲ୍ଲାପାଳ ପ୍ରଭାସ ଦଣ୍ଡସନା ଙ୍କୁ ଏହି ବନ୍ଧୁ ମିଳନ ସଭା ରେ କ୍ରେଜୀ ୯୪ ବ୍ୟlଚ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି l ଦୂର ଦୁରାନ୍ତର ରୁ  ବିଭିନ୍ନ ଜିଲ୍ଲାରୁ ପ୍ରାୟ ଶହେ ରୁ ଉର୍ଦ୍ଧ୍ବ ୯୪ ବ୍ୟlଚ  ସହପାଠୀ ଏଠାରେ ଯୋଗ ଦେଇଥିଲେ l ସଭାନେତ୍ରୀ ସମିମା ବେଗମ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପ୍ରଦ୍ୟୁମ୍ନ ରଥ ସଭା ସଂଯୋଜନା କରିଥିଲେ ଓ ସଞ୍ଜୟ ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l ଅଞ୍ଜଳି ମିଶ୍ର ଓ ଜଗତ ଶିରୋମଣି ମେହେର ଙ୍କ ଦ୍ଵାରା ପ୍ରାଧ୍ୟାପକ ଡ଼ଃ ଦାସ ଓ ଉପ ଜିଲ୍ଲାପାଳ ଶ୍ରୀ ଦଣ୍ଡସେନା ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like