-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲା ଯାଦବ ସମାଜର କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ।

22-Dec-2024



ସିନାପାଲି  (ଚିନ୍ତାମଣି ନେତାମ )
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ରାଣିମୁଣ୍ଡା ଗ୍ରାମର ଗିରିଗୋବର୍ଦ୍ଧନ ପୂଜା ମଣ୍ଡପ ପରିସରରେ  ନୂଆପଡା ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଭରତ ଲାଲ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସିନାପାଲି ବ୍ଲକ ଯାଦବ ସମାଜର ପ୍ରଯୋଜନାରେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ ବୈଠକରେ ମୁଖ୍ୟଅତିଥି ଭାବରେ ଉତ୍କଳ ଯାଦବ ମହାସଭାର ମହା ସଚିବ ଶ୍ରୀଯୁକ୍ତ ଲମ୍ବୋଦର ନିଆଲ, ବିଶିଷ୍ଟଅତିଥି ଭାବରେ  ପୂର୍ବତନ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ହରେରାମ କଠାର, ମୁଖ୍ୟବକ୍ତା ଭାବରେ ଶିକ୍ଷାବିତ ଶ୍ରୀଯୁକ୍ତ ପ୍ରେମସିନ୍ଧୁ ହେର୍ଣ୍ଣା  ଏବଂ  ସମ୍ମାନିତ ଅତିଥି ଭାବରେ ରାଜ୍ୟ ଉପଦେଷ୍ଟା ଶ୍ରୀଯୁକ୍ତ ରାମଲାଲ ହଂସ, ଜିଲ୍ଲା ଉପଦେଷ୍ଟା ଶ୍ରୀଯୁକ୍ତ ଘନଶ୍ୟାମ କରୁଆଁ, ଶ୍ରୀ ଯୌବନ ସଲମା, ରାମଚନ୍ଦ୍ର କଟା, ମାଲଖମ ନାଗ, ଚଞ୍ଚଳ ସଗଡିଆ, ସତ୍ୟବ୍ରତ ଗହୀର, ସୁରେଶ ଚନ୍ଦ୍ର ବାଗ, ସିନାପାଲି ବ୍ଲକ ସଭାପତି ଲିଙ୍ଗରାଜ ଘିଭେଲା, ଯୁଧିଷ୍ଠିର ଶଗଡିଆ, ନିତ୍ୟାନନ୍ଦ କଟା, ଵିଷ୍ଟୁପତି ବାଗ, କୀର୍ତ୍ତନ୍ୟ ପୋଡ଼,ତାରାଚନ୍ଦ୍ର ଥପା ଲକ୍ଷପତି ଷଣ୍ଡ ପ୍ରମୁଖ ମଂଚାସୀନ ଥିଲେ । ଜିଲ୍ଲା ସାଧାରଣ ସମ୍ପାଦକ ତ୍ରିନାଥ ପୁଞ୍ଜି  ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିବା ସହିତ ସ୍ୱାଗତ ଭାଷଣ ଦେଇଥିଲେ। ଅତିଥି ମାନଙ୍କ ଦ୍ୱାରା  ଜାତିର ଆରାଧ୍ୟ ଦେବତା ଶ୍ରୀକୃଷ୍ଣ ମହାପ୍ରଭୁଙ୍କ ପୂଜନ ପରେ କୁନି କୁନି ଝିଅମାନେ ପ୍ରାରମ୍ଭିକ ସଂଗୀତଗାନ କରିଥିଲେ  । ଅତିଥିଗଣ ଯାଦବ ସମାଜର ଶିକ୍ଷା, ସଂ ସ୍କାର, ସଂଗଠନ, ଏକତା ଓ ସଂହତି ତଥା ଅର୍ଥନୈତିକ ବିକାଶ ସହ  ଯୁବ ଓ 
ମହିଳା ଶାଖାଗଠନ  ତଥା,ସାମାଜିକ ନିୟମାବଳୀ ର  କିଛିଧାରାର ସଂଶୋଧନ ପ୍ରସଙ୍ଗରେ ବିଶଦ ଆଲୋଚନା କରିଥିଲେ ।୧୯୯୯ ମସିହାରେ  ନୂଆପଡା ଜିଲ୍ଲା ଯାଦବ ସମାଜର ପୁନର୍ଗଠନ ସହ ନୁଆ ସାମାଜିକ ନିୟମାବଳୀର ପ୍ରଚଳନ ହୋଇଥିଲା । ଏହାର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରୋପ୍ୟଜୟନ୍ତୀ ପାଳନ ଓ ସ୍ମରଣିକା ପ୍ରକାଶନ ପ୍ରସ୍ତାବ ଗୃହୀତ ହୋଇଥିଲା । ଆଗାମୀ ୨୦୨୫ ମସିହା ମାର୍ଚ୍ଚ ମାସ ମଧ୍ୟରେ  ଜୟନ୍ତୀ ପାଳନ ପାଇଁ  ସ୍ଥିରକୃତ ହୋଇଥିଲା । ଶ୍ରୀଯୁକ୍ତ ଆଶୀର୍ବାଦ ବେହେରା  ତୃତୀୟଥର ପାଇଁ ଉତ୍କଳ ଯାଦବ ମହାସଭାର ସଭାପତି ଭାବରେ  ମନୋନୀତ ହୋଇଥିବାରୁ କଟକ ନିକଟର ୪୨ମୌଜା  ଗ୍ରାମର ଯଶୋଦା ଗାର୍ଡେନ  ପରିସରରେ ଆଗାମୀ ତାରିଖ  ୨୯/୧୨/୨୦୨୪  ରେ  ହେବାକୁ ଥିବା ରାଜ୍ୟସ୍ତରୀୟ  ସମ୍ମର୍ଦ୍ଧନା ସଭାରେ ୫ ଟି ବ୍ଲକର  ସମସ୍ତ କର୍ମକର୍ତା  ଯୋଗଦାନ କରିବେ ବୋଲି ଅନୁରୋଧ କରିଥିଲେ । ପରିଶେଷରେ ଯୁବସମାଜସେଵୀ ଶ୍ରୀ ଗଣେଷପୋଡ଼ ଅତିଥି ଗଣ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଜିଲ୍ଲା ର ସମସ୍ତ ବ୍ଲକରୁ  ପ୍ରାୟ ୫୦୦ ଶହ ଯାଦବ ପ୍ରତିନିଧି ଓ  କର୍ମକର୍ତା ଉପସ୍ଥିତ ଥିଲେ । ସିନାପାଲି ବ୍ଲକ ସଭାପତି ଶ୍ରୀଯୁକ୍ତ ଲିଙ୍ଗରାଜ ଘିଭେଲା  ତଥା  ବ୍ଲକ ଓ ଆଞ୍ଚଳିକ କର୍ମକର୍ତା ମାନଙ୍କ ଦ୍ୱାରା  ଏହି ବୈଠକଟି ସଫଳ ଭାବରେ ଆୟୋଜିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like