-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରୌପ୍ୟ ଜୟନ୍ତୀ ସମାରୋହ ବୀରମହାରାଜପୁର ବ୍ଲକ ରେ ପଏଁରୀ ତିହାର ସାଂସ୍କୃତିକ କାର୍ଯ୍ୟକ୍ରମ

22-Dec-2024



(ମନୋରଞ୍ଜନ ତ୍ରିପାଠୀ )
ବୀରମହାରାଜପୁର ବ୍ଲକର ମେଳନ ପଡିଆରେ ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ବ୍ଲକ ସ୍ତରୀୟ ପଏଁରୀ ତିହାର ସୁନ୍ଦର ଭାବରେ ରେ ପାଳନ କରାଯାଇଛି । ଚମ୍ପାମାଳ ଗ୍ରାମପଞ୍ଚାୟତ ର ସରପଞ୍ଚ ମହେନ୍ଦ୍ର ଜଗଦଲା ଙ୍କ ସଭାପତିତ୍ୱରେ  ସଭା ଅନୁଷ୍ଠିତ ହୋଇଥିଲା। ଗାଁ ଗାଁ ରେ ଲୁକି ଯାଉଥିବା ଲୋକକଳା ଓ କଳାକାର ମାନଙ୍କୁ ଲୋକଲୋଚନକୁ ଆଣିବା ଏବଂ ସେମାନଙ୍କୁ ପଏଁରୀ ତିହାର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ମଂଚରେ ସ୍ଥାନ ଦେଇ ତାଙ୍କର କଳା ପରିବେଷଣ କରି ସମ୍ମାନ କରିବା ହେଉଛି ଏହି ତିହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଚୌଧୁରୀ ବିଭାର ସୂଚନା ପ୍ରଦାନ କରିଥିଲେ । ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀ ନାରାୟଣ ଲୁହା ଉପାଧ୍ୟକ୍ଷ, ବ୍ଲକ କଳା ସଂସ୍କୃତି ସଂଘ ର ଉପ ସଭାପତି ଶ୍ରୀ ରାମକୃଷ୍ଣ ହୋତା, ଲୁଟୁରପଙ୍କ ସରପଞ୍ଚ ଶ୍ରୀ ସୂର୍ଯ୍ୟ ନାରାୟଣ ନନ୍ଦ, ଶ୍ରୀ ବତ୍ସ ମଲ୍ଲିକ, ଉପଦେଷ୍ଟା, ପୀତବାସ ଶତପଥୀ,କଳାକାର ପରୀକ୍ଷିତ ପଧାନ, ଦଣ୍ଡ କଳାକାର, ଶ୍ରୀ ସରଜୁ ସାହୁ, ପାଲା କଳାକାର, ଅନୁଷ୍ଠାନ ର ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ, ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ । ଅନୁଷ୍ଠାନର ତରଫରୁ ଶ୍ରୀ ରାମକୃଷ୍ଣ ହୋତାଙ୍କୁ ଙ୍କୁ “ପଏଁରି କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା ବେଳେ ପରୀକ୍ଷିତ ପଧାନ ଓ ସରଜୁ କୁମାର ସାହୁ ଙ୍କୁ ସମର୍ଦ୍ଧିତ କରାଯାଇଥିଲା l ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହେଇ ଲୁକି ଯାଇଥିବା କଳା ଶୋଳ ସୁଆଙ୍ଗ ଦଣ୍ଡ ନୃତ୍ୟ , ସଂଚାର,  କରମସାନି, ପ୍ରଭା ନୃତ୍ୟ, ନଚନିଆଁ, ଶବର ଶବରନି, ପତର ସଉରା, ଝୁମେର, ରାସରକେଳି, କୀର୍ତ୍ତନ ନୃତ୍ୟ ଆଦି ସୁନ୍ଦର ଭାବରେ ପରିବେଷଣ କରିଥିଲେ । ଶେଷରେ ଉପ ସଭାପତି ପ୍ରଫୁଲ୍ଲ କୁମାର ନାଏକ ଅର୍ପଣ କରିଥିଲେ । ଅନୁଷ୍ଠାନ ର ଚିନ୍ମୟ କୁମାର ସାହୁ, ଶରତ ପଧାନ, ଗୋପାଳ ବେହେରା, ଅଶୋକ କୁମାର ସାହୁ, ଗୋକୁଳ ମାଝୀ, ଜଗନ୍ନାଥ ତଣ୍ଡିଆ,ଭୂଷଣ ଦେହୁରୀ, ବୈରାଗୀ ବାଘ ଆଦି ସହଯୋଗ କରିଥିଲେ l ତିହାରରେ ଶତାଧିକ ଦର୍ଶକ ଉପସ୍ଥିତ ରହି କଳାକାର ମାନଙ୍କୁ  ଉତ୍ସାହିତ କରିଥିଲେ ଏବଂ ଭରପୁର ମଜା ନେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like