-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ୨୦୦୪-୦୫ ମ୍ୟଟ୍ରିକ ବ୍ୟାଚର ବନ୍ଧୁମିଳନ କାର୍ଯ୍ୟକ୍ରମ ପରିବେଶ ସୁରକ୍ଷା ପାଇଁ ପୁରାତନ ଛାତ୍ର ନେଲେ ଶପଥ

23-Dec-2024



ସୋନପୁର,ତା.୨୩/୧୨ ( ପ୍ରେରଣା ଖବର )  :  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଂଚାୟାତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହାର ୨୦୦୪-୦୫ ମ୍ୟଟ୍ରିକ ବ୍ୟାଚର ପୂର୍ବତନ ଛାତ୍ରଛାତ୍ରୀ ମାନେ ସ୍ଥାନୀୟ ପୂଜାଡୁଙ୍ଗୁରି ଠାରେ ବନ୍ଧୁମିଳନ ଅବସରରେ ପ୍ଲାଷ୍ଟିକ ମୁକ୍ତ ପରିବେଶ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ପୂରାତନ ଛାତ୍ର ମହେନ୍ଦ୍ର କଲେତ ସଂଯୋଜନା  କରିଥିଲା ବେଳେ ପ୍ରଭାତୀ ପଧାନ ପରିଚାଳନା କରିଥିଲେ । ସମ୍ମାନିତ ଅତିଥି ଭାବରେ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ, ପ୍ରାକ୍ତନ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀ, ଦୀନନବନ୍ଧୁ ପ୍ରଧାନ, ନନ୍ଦି ଘୋଷ ବାରିକ, ମୀନକେତନ ଦାଶ, ବିଭୀଷଣ ଖମାରୀ, ସୁରଜ ଖମାରୀ, ସମୀର କଠାର ପ୍ରମୁଖ ଯୋଗଦେଇ ଥିଲେ । ପ୍ରଥମେ  ଗୁରୁପୂଜନରୁ  ଆରମ୍ଭ ହୋଇ ପୂଜାଡୁଙ୍ଗୁରି ପରିସରକୁ ସଫେଇ କରାଯାଇଥିଲା । ପର୍ଯ୍ୟଟନ ସ୍ଥଳୀକୁ ପର୍ଯ୍ୟଟକ ମାନଙ୍କୁ ପରିବେଶ ସ୍ୱଚ୍ଛ ରଖିବା ସହ ପ୍ଲାଷ୍ଠିକ ମୁକ୍ତ କରିବାକୁ ଅନୁରୋଧ କରିଥିଲେ । ବିଜୟା ଜୁଆଡି ଉପସ୍ଥିତ ଥିବା ସମସ୍ତଙ୍କୁ ପରିବେଶକୁ ସୁରକ୍ଷା କରିବା ପାଇଁ ଶପଥ ପାଠ କରାଇଥିଲେ । କାର୍ଯ୍ୟକ୍ରମରେ ସୁଶାନ୍ତ ପଧାନ, ଶୁକଦେବ ମେହେର, ଦୀପକ ଦାଶ, ଆଶୋକ  ରାଉତ. ପ୍ରଭୁଦତ୍ତ ଭୋଇ, ନିବାସ ନାଏକ, ଦିବ୍ୟ ମେହେର, ଜାହ୍ନବୀ ଚୌଧରୀ, ଉପେନ୍ଦ୍ର ମଟାରୀ, ଦେବେନ୍ଦ୍ର ରାୟ, କମଳାକାନ୍ତ ଦାଶ, ଶତୃଘ୍ନ କର୍ଣ୍ଣ, ହୀରାଲାଲ ଷାଣ୍ଢ, ସତ୍ୟାନନ୍ଦ ନାଏକ, ଭାଗ୍ୟବତୀ ରାଏ, ମାଧୁରୀ ବାଗ, ଜାହ୍ନବୀ ଭୋଇ, ରୀତା ଚୌଧୁରୀ, ଦମୟନ୍ତୀ ଷାଣ୍ଢ, ହେମା ମେହେର, ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ପୁରାତନ ଛାତ୍ରଛାତ୍ରୀ ବିଗତ ଦିନର ସ୍କୁଲ ଅନୁଭୂତିକୁ  ବଖାଣି ଥିଲେ ଓ ବନ୍ଧୁମିଳନ ପ୍ରତି ବର୍ଷ ଆୟୋଜନ କରିବାକୁ ମନସ୍ଥ କରିଥିଲେ ।  କାର୍ଯ୍ୟକ୍ରମ ଶେଷରେ ସଦାନନ୍ଦ ବାଗ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026

You Might Also Like