-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ନାବାଳିକା ପରୀର ସ୍ମୃତିରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପାଟଣେଶ୍ୱରୀ ମନ୍ଦିରରେ ପ୍ରଦୀପ ପ୍ରଜ୍ୱଳନ

10-Jan-2021



ବଲାଙ୍ଗୀର,(ପ୍ରେରଣା ଖବର)- ଆଜି ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚା ତରଫରୁ ବିଧାନସଭା ସ୍ତରୀୟ ଏକ କାର୍ଯ୍ୟକ୍ରମ ସ୍ଥାନୀୟ ପାଟଣେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା । କିଛି ଦିନ ତଳେ ନୟାଗଡର ଯଦୁପୁର ରେ ଘଟି ଯାଇଥିବା ବୁହଚର୍ଚ୍ଚିତ ନାବାଳିକା ପରୀ ହତ୍ୟା ମାମଲାକୁ ନେଇ ଏଠାରେ ଗଭୀର ଉଦ୍‌ବେଗ ପ୍ରକାଶ କରାଯିବା ସହ ନାବାଳିକା ପରୀର ସ୍ମୃତିରେ ଏକ ଦୀପ ପ୍ରଜ୍ୱଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରୀ ମାମଲାର ତଦନ୍ତ ତୁରନ୍ତ ସିବିଆଇ କୁ ହସ୍ତାନ୍ତର କରିବା ଏବଂ ଏହି କାଣ୍ଡରେ ସଂପୃକ୍ତ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କୁ ତୁରନ୍ତ ମନ୍ତ୍ରୀମଣ୍ଡଳରୁ ବହିସ୍କାର କରିବା ପାଇଁ ମହିଳା ମୋର୍ଚ୍ଚା ତରଫରୁ ଦାବି  କରାଯାଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲା ସାଭାପତି ଶିବାଜୀ ମହାନ୍ତି, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ଅନନ୍ତ କୁମାର ଦାସ, ନାରୀ ନେତ୍ରୀ ପଙ୍କଜିନୀ ପଣ୍ଡା, ଆରତି ଗୁରୁ, ରଶ୍ମୀ ଦାନୀ, ରଶ୍ମୀ ଆଚାର୍ଯ୍ୟ, ବାସନ୍ତୀ ଜେନା, ବନଶ୍ରୀ ଆଚାର୍ଯ୍ୟ, ସରିତା ଯୋଷୀ, ଅନୂସୟା ବେଚ୍‌, ଫିରୋଜ ବିବି, କଲ୍ୟାଣୀ ଆଡବାଙ୍କ, ଜୀନା ସାହୁ, ପ୍ରମିଳା ମୁଗ୍ରୀ, ସୌଦାମିନୀ ମିଶ୍ର, ସଂଜୁ ମିଶ୍ର, ପୀତାମ୍ବର ଖମାରୀ, ଚିତ୍ତ ମିଶ୍ର, ସୁନୀଲ ମିଶ୍ର, ସୁନୀଲ ସେଠ, ଉଗ୍ରସେନ ପାତ୍ର, ଗଣେଶ ବାଗ, ବାସୁ ସିଂହ, ଗୁଣନିଧି ପଟେଲ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like