-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ବାର୍ଷିକୋତ୍ସବ “ରେଡ଼ିଅlଣ୍ଟ “-୨୦୨୪ ଉଦଯାପିତ

23-Dec-2024



କଣ୍ଟାମାଳ( ଜୟ କୁମାର ମହାରଣା )
  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍ ଅଇଁଲାଚୂଆଁସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ “ରେଡ଼ିଅlଣ୍ଟ” -୨୦୨୪ ଉଦଯାପିତ ହୋଇଯାଇଛି  l   ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଶାନ୍ତନୁ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲା ସହକାରୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ମୁଖ୍ୟଅତିଥି,ମୁଖ୍ୟବକ୍ତା ଭାବେ ସୁବର୍ଣ୍ଣପୁର ଜିଲ୍ଲା ତରଭା ସ୍ଥିତ ଜବହାର ନବୋଦୟ ବିଦ୍ୟାଳୟର ଅଧ୍ୟାପକ ଶାଶ୍ଵତ ସାହୁ ମୁଖ୍ୟବକ୍ତା ଓ  ସମ୍ମାନୀତ ଅତିଥିଭାବେ କଣ୍ଟାମାଳ ଗୋଷ୍ଠୀ ଶିକ୍ଷାଧିକାରୀ ସନୋଜ ସେଠୀ, ସ୍ଥାନୀୟ କଣ୍ଟାମାଳ କଲେଜର ଅଧାପକ ବସନ୍ତ କୁମାର ଖଟୁଆ ପ୍ରମୁଖ ଯୋଗଦେଇ ଶିକ୍ଷାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଶେଷରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉତ୍ସବରେ ଅଧ୍ୟାପିକା ମୋନାଲିସାପାତ୍ର ଅତିଥି ପରିଚୟ ପ୍ରଦାନ ଓ ଅଧ୍ୟାପକ ପ୍ରଦ୍ୟୁମ୍ନ ଚୌହାନ ମଞ୍ଚ ପରିଚାଳନା କରିଥିବା ସ୍ଥଳେ ଅଧ୍ୟାପକ ଅନନ୍ତ କୁମାର ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ଅଶ୍ରୁମୋଚନ ପଣ୍ଡା, ଯୁଧିଷ୍ଠିର ମେହେର, ଶ୍ୟାମଲାଲ ନାଏକ,ନିହାରୀକା ଦାଶ, ପଙ୍କଜ ମେହେର,ଶ୍କୃତିସୁଧା ମେହେର, ସ୍ୱାଗତିକା ପାଣିଗ୍ରାହୀ, ସତ୍ୟଜିତ ସାହୁ ,ହୃଦାରଞ୍ଜନ ସା,କଲେକ୍ଟର ବାରିକ, ଭରତ କୁମାର ଦେହୁରୀ, ଅରୁଣ କୁମାର ବେହୁରା ସହ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk