-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଦିଲ୍ଲୀରେ ନୃତ୍ୟାଞ୍ଜଳୀ ପକ୍ଷରୁ ଅଷ୍ଟମ ଅନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ଉତ୍ସବ

23-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଭାରତର ରାଜଧାନୀ ଦିଲ୍ଲୀ ସ୍ଥିତ ନୃତ୍ୟାଞ୍ଜଳୀ ଅନୁଷ୍ଠାନ ପକ୍ଷରୁ ତା ୨୨.୧୨.୨୦୨୪ ରିଖ ରବିବାର ଦିନ ନୂଆଦିଲ୍ଲୀର ଲଜପତ ଭବନ ନୃତ୍ୟ ମଞ୍ଚରେ ଅଷ୍ଟମ ଅନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଭବ୍ୟ ଶାସ୍ତ୍ରୀୟ ନୃତ୍ୟ ଉତ୍ସବରେ ଦେଶବିଦେଶରୁ ବିଭିନ୍ନ ନୃତ୍ୟଶିଳ୍ପୀ ମାନେ ଅଂଶ ଗ୍ରହଣ କରି ନିଜ ନିଜ ପାରିଦର୍ଶିତା ପ୍ରଦର୍ଶନ କରିଥିଲେ।ଓଡ଼ିଶୀ କଥନ,ଭରତ ନାଟ୍ୟଟମ୍ ଏବଂ କୁଚିପୁଢି ନୃତ୍ୟରେ ଝୁମି ଉଠିଥିଲା ଦିଲ୍ଲୀର ନୃତ୍ୟମଞ୍ଚ।ଏ ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ଭାବେ ପଦ୍ମଶ୍ରୀ ଶ୍ରୀମତୀ ନଳିନୀ ଅସ୍ଥାନା ଏବଂ ପଦ୍ମଶ୍ରୀ ଶ୍ରୀମତୀ କମଳିନୀ ଆସ୍ଥାନା। ମୁଖ୍ୟ ଅତିଥି ଉଭୟେ ସମସ୍ତ ଦର୍ଶନ ମାନଙ୍କୁ ଓ ନୃତ୍ୟଶିଳ୍ପୀ ମାନଙ୍କୁ ନିଜ ଅଭିଭାଷଣରେ ନୃତ୍ୟ ସଙ୍ଗୀତ ଓ କଳା ଉପରେ ନିଜନିଜ ଅଭିଭାଷଣରେ ଉଦବୋଧନ ଦେଇଥିଲେ।ଏହି କାର୍ଯ୍ୟକ୍ରମ ଅବସରରେ ନୃତ୍ୟାଞ୍ଜଳୀ ଅନୁଷ୍ଠାନ ପକ୍ଷରୁ ପ୍ରକାଶିତ ସ୍ମରଣିକା ଗୁରୁ ଶ୍ରୀଯୁକ୍ତ ସମାରୁ ମେହେର, ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ କରକମଳରେ ଉନ୍ମୋଚନ କରାଯାଇଥିଲା। ସମସ୍ତ ନୃତ୍ୟଶିଳ୍ପୀ ମାନଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନୀତ କରାଯାଇଥିଲା। ନୃତ୍ୟାଞ୍ଜଳୀ ଅନୁଷ୍ଠାନର ସଦସ୍ୟ ବୃନ୍ଦ କାର୍ଯ୍ୟକ୍ରମରେ ଯୋଗଦାନ କରି ସମ୍ପୁର୍ଣ୍ଣ ସହଯୋଗ କରିଥିଲେ।ନୃତ୍ୟାଞ୍ଜଳୀର ପ୍ରତିଷ୍ଠାତା ଗୁରୁ ଶ୍ରୀମାନ ସମାରୁ ମେହେର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ପରିଶେଷରେ ଶ୍ରୀମତୀ ବାରୁଣୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like