-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ମହୋତ୍ସବ ୨୦୨୫ କମିଟି ଗଠିତ 

23-Dec-2024



ବଙ୍ଗୋମୁଣ୍ଡl(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବହୁ ପୁରାତନ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ।ତନ୍ତ୍ର,ମନ୍ତ୍ର,ସିଦ୍ଧି,ସାଧନା ଓ ସର୍ବ ଧର୍ମ ସମନ୍ୱୟର  ଚଉଷଠି ଯୋଗିନୀ ପୀଠର ସୁରକ୍ଷା, ସଂରକ୍ଷଣ ପୁନରୁଦ୍ଧାର ଓ ଏହାର ସାମଗ୍ରିକ ବିକାଶ  ସହ ଐତିହ୍ୟ,ସଂସ୍କୃତିର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଆୟୋଜିତ ହେବାକୁ ଥିବା ରାଣୀପୁର ଝରିଆଲ ମହୋତ୍ସବ କମିଟି ଗଠିତ ହୋଇଯାଇଛି ।ଆବାହକ ରାଜୀବ ସଗରିଆଙ୍କ ଆବାହକତ୍ୱରେ ଓ ଶିବାଜୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଣୀପୁର ଝରିଆଲ ମହୋତ୍ସବ କମିଟି ଚୟନ କରାଯାଇଥିଲା ।ଏଥିରେ ଉପଦେଷ୍ଟା ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ,ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖେତ୍ରୀ,ବଙ୍ଗୋମୁଣ୍ଡା ବିଡ଼ିଓ ବିଜୟ ହୋତା, ତୁରେକେଲା ବିଡ଼ିଓ ପୂର୍ଣ୍ଣାନନ୍ଦ ପୁଟେଲ, ମୁରିବାହାଲ ବିଡ଼ିଓ ବାସନ୍ତୀ ସେଠୀ,ପୂର୍ବତନ ସରପଞ୍ଚ ରାଜାରାମ ବେହେରା,ଆବାହକ ରାଜୀବ ସଗରିଆ,ସଭାପତି ଭାବେ ଶିବାଜୀ ମହାନ୍ତି, ସାଧାରଣ ସମ୍ପାଦକ ମାମରାଜ ଜୈନ, ଉପସଭାପତି  ତୁରେକେଲା ସରପଞ୍ଚ ଜଳନ୍ଧର ମହାକୁଡ଼ ,ମୁଣ୍ଡପଦର ସରପଞ୍ଚ ରାଧାକାନ୍ତ ବେହେରା,ମୁରିବାହାଲ ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେର, ଉମାକାନ୍ତ ସାହୁ, ସମ୍ପାଦକ ଭାବେ ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ଗୋପୀନାଥ ସାହୁ, ସାମ୍ବାଦିକ ରଶ୍ମିରଞ୍ଜନ ପୁଟେଲ, ସାମ୍ବାଦିକ ସୁଶାନ୍ତ ବେହେରା, କୋଷାଧ୍ୟକ୍ଷ  ଅର୍ଜୁନ ଯାଦବ,ତପନ ଜୈନ,ପ୍ରଚାର ପ୍ରସାର ଦାୟିତ୍ୱରେ ସାମ୍ବାଦିକ ଅଶୋକ ନାରାୟଣ ଭୋଇ, ସାମ୍ବାଦିକ ହୁଲେଶ୍ୱର ହଂସ,ମଞ୍ଚ ଦାୟିତ୍ୱରେ ଶ୍ୟାମ ସୁନ୍ଦର ସାହୁ,ଦିବାକର ବାଗ,ଅଭ୍ୟର୍ଥନା ଦାୟିତ୍ଵରେ ବେଦବ୍ୟାସ ନାଗ,କେକି ସିଂ ଭୋଇ, ଅର୍ଧେନ୍ଦୁ କୁମାର ଦାସ ଯାଦବ, ଅଜୟ ଶର୍ମା, ଖାଦ୍ୟ ବିଭାଗରେ ରାଧାମୋହନ ବେହେରା,ପହଲେଶ୍ୱର ପୁଟେଲ,ମହାଦେବ ଭୋଇ,ସାଂସ୍କୃତିକ ବିଭାଗରେ ବିରଞ୍ଚି ନାରାୟଣ ଦାସ,ନାରାୟଣ ମିଶ୍ର, ସୁଶୀଲ ପୋଢ଼,ରେଣୁରଞ୍ଜନ ବାଗ,ସୁଧାକର ସାହୁ, ରବୀନ୍ଦ୍ର ସାହୁ ପ୍ରମୁଖ ମନୋନୀତ ହୋଇଥିବା ସୂଚନା ମିଳିଛି ।ଗତ ୨୦୧୧ ମସିହାରୁ ଐତିହ୍ୟ,କଳା,ସଂସ୍କୃତି,ପରମ୍ପରାକୁ ଉଜ୍ଜୀବିତ କରିବା ନେଇ ରାଣୀପୁର ଝରିଏଲ ମହୋତ୍ସବ ଆୟୋଜନ ହୋଇଆସୁଛି । ଆସନ୍ତା ଜାନୁୟାରୀ ୧୭,୧୮ ଓ ୧୯ ତିନି ଦିନ ବ୍ୟାପି ମହୋତ୍ସବ  ଅନୁଷ୍ଠିତ ହେବ ।ମହୋତ୍ସବ ପରିଚାଳନା ପାଇଁ କମିଟି ଗଠନ କରାଯାଇଥିବା ନେଇ ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like