-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ସୁବର୍ଣ୍ଣପୁର ରେଡକ୍ରସ କ୍ୟାମ୍ପରେ କଳାଧାମର କଳା ପ୍ରଦର୍ଶନ

23-Dec-2024



ସୋନପୁର, ତା. ୨୩/୧୨  ( ପ୍ରେରଣା ଖବର ) : ରେଡକ୍ରସ କହେ ତିନୋଟି କଥା :  ସ୍ୱାସ୍ଥ୍ୟ, ସେବା, ବିଶ୍ୱବନ୍ଧୁତାକୁ ଲକ୍ଷ୍ୟ କରି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ତ୍ରି-ଦିବସୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ, ବଲାଙ୍ଗୀର ଜିଲ୍ଲା କଳାଧାମର କଳାକାରଙ୍କ ଏକ ଅନନ୍ୟ ସଂଗୀତ-ଚିତ୍ର କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଯାଇଅଛି । ଉତ୍ତମ ସ୍ୱାସ୍ଥ୍ୟ ଓ ବନ୍ଧୁତ୍ୱ ଡୋରରେ ଜୀବନଶୈଳୀକୁ ସଜେଇ ରଖିବା ଉଦ୍ଦେଶ୍ୟରେ କଳାଧାମର କଳାକାରମାନେ, କ୍ୟାମ୍ପରେ ଜୁନିୟର ସ୍ୱେଛାସେବୀ ମାନଙ୍କୁ ଚିତ୍ରକଳା ଶିଖିବା ପାଇଁ ଲାଇଭ ପେଟିଂଙ୍ଗ ପ୍ରଦର୍ଶନ କରି ରେଡକ୍ରସ କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବାକୁ ଆଗେଇ ଆସିଥିଲେ ।  ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ପ୍ରତ୍ୟକ୍ଷ  ତତ୍ତ୍ୱାବଧାନ ତଥା ଏଡିଇଓ ମଞ୍ଜୁଲତା ଭୋଇ ଓ ଭାଇସ ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ରଙ୍କ ମାର୍ଗଦର୍ଶନରେ ହୋଇଥିବା କାର୍ଯ୍ୟକ୍ରମକୁ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ସଂଯୋଜନା କରିଥିଲେ । ପ୍ରଥମ ଦିନରେ ବଲାଙ୍ଗୀର  କଳାଧାମର ପ୍ରତିଷ୍ଠାତା ଅଧ୍ୟକ୍ଷ ଦିଲ୍ଲୀପ ସିଂହଦେଓ ଓ ସାଥିଙ୍କ ଦ୍ୱାରା ସଂଗୀତ-ଚିତ୍ରକଳା ଏକାଧାରରେ ଏକା ସମୟରେ ପ୍ରଦର୍ଶିତ ହୋଇଥିଲା । ପ୍ରକାଶଥାଉଯେ,  ଜୁନିୟର ରେଡକ୍ରସ ତାଲିମ ଶିବିରରେ ୬୨୨ ଜଣ ସ୍ୱେଚ୍ଛାସେବୀ ଓ ୩୮୦ଆଲୁମିନି ସଭ୍ୟ ତଥା ଅତିଥି ଗଣ, ଗ୍ର୍ରାମବାସୀମାନେ ଉପସ୍ଥିତ ରହି ଏହି ନିଆରା କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ । ସଂନ୍ଧ୍ୟା ଅଧିବେଶନରେ ମୁଖ୍ୟ ଆକର୍ଷଣୀୟ ଥିଲେ ଇଣ୍ଡିଏନ୍ ଆଇଡିଏଲରେ ଅଂଶଗ୍ରହଣ କରିଥିବା କଣ୍ଠଶିଳ୍ପୀ ଅଜୟ ଅମର ସିଂଦେଓ । କାର୍ଯ୍ୟକ୍ରମ ଶେଷରେ ମୁଖ୍ୟଅତିଥି ସୁବର୍ଣ୍ଣପୁର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଅଂଜଲୀନା ପ୍ରଧାନ କଳାଧାମ ମହାବିଦ୍ୟାଳୟର କଲକାରବୃନ୍ଦଙ୍କୁ ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଦୀନବନ୍ଧୁ ପ୍ରଧାନ, ନନ୍ଦିଘୋଷ ବାରିକ, ମୀନକେତନ ଦାଶ, ବିଭୀଷଣ ଖମାରୀ, ପ୍ରଭାକର ଛନ୍ଦ, ବନମାଳୀ ମେହେର,  କିଶୋର ଚନ୍ଦ୍ର୍ ପୁଟେଲ, ସୁରାଜ ଖମାରୀ, ସମୀର କଠାର, ସ୍ନିଗଧା, ଲିପସା, ଜନନୀକା, ଅର୍ଚ୍ଚିତା, ଶୁଭଶ୍ରୀ ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ  ସାଧନକର୍ମି ହୃଷିକେଶ ଚାନ୍ଦ, ବନବାସ ମେହେର ଓ କୃଷ୍ଣ ବାରିକ  ପରିଚାଳନା କରିଥିବା ବେଳେ ସଂଜୀବ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like