-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରେ ପାଣି ପଞ୍ଚାୟତ ପକ୍ଷ ପାଳନ ଉଦଘାଟିତ 

23-Dec-2024



ବଲାଙ୍ଗୀର  ଜଳସେଚନ ବିଭାଜନ ତରଫରୁ  କାର୍ଯ୍ୟାଳୟ ପ୍ରାଙ୍ଗଣରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଉଦଘାଟିତ ହୋଇଯାଇଛି। ବଲାଙ୍ଗିର ଜଳସେଚନ  ବିଭାଜନ ତରଫରୁ   ଅଧୀକ୍ଷଣ ଯନ୍ତ୍ରୀ ଇଞ୍ଜିନିୟର ଗୋବର୍ଦ୍ଧନ ନାୟକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ଉଦଘାଟନୀ ସମାରୋହରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ  ମୁଖ୍ଯଅତିଥି ଭାବରେ ଯୋଗଦେଇ ପାଣି ପଞ୍ଚାୟତ ପକ୍ଷକୁ ଉଦଘାଟନ କରି ନିଜ ବକ୍ତବ୍ଯରେ ବଲାଙ୍ଗୀର ର ବିକାଶ କୃଷି କ୍ଷେତ୍ର ରେ ବିକାଶ ହେଲେ ହିଁ ହୋଇପାରିବ।ଜଳସେଚନ କ୍ଷେତ୍ରରେ କମ ପାଣିରେ କିପରି  ବେଶୀ ଚାଷ ହୋଇ ପାରିବ  ,ସେ ଦିଗରେ ସରକାର  ଓ ଜଳସେଚନ ବିଭାଗ ଉଦ୍ୟମ କରିବା ଦରକାର।  ଯଦି ଜଳ ର ସଦ ବିନିଯୋଗ ନହୁଏ,ତେବେ ଆଗାମୀ ସମୟରେ ଜଳ ପାଇଁ  ହିଁ ଯୁଦ୍ଧ ହେବା କଥାକୁ ଏଡେଇ ଦିଆଯାଇ ନ ପାରେ ବୋଲି ମତ ଦେଇଥିଲେ। ମୁଖ୍ଯବକ୍ତା ଭାବରେ ବରିଷ୍ଠ ସାମ୍ବାଦିକ ସନ୍ଦୀପ କୁମାର କୁଅଁର  ବଲାଙ୍ଗୀର ଜିଲ୍ଲାର ପାରଂପରିକ ଜଳସେଚନ ବ୍ୟବସ୍ଥା,କମ ପାଣି ର ଚାଷ ଓ ଜୈବିକ ଚାଷ  ସଂପର୍କ ରେ ଚାଷୀ ମାନଙ୍କୁ ବୁଝାଇଥିଲେ। ବଲାଙ୍ଗୀରଜିଲ୍ଲାର ପାଣି ପଞ୍ଚାୟତନୋଡାଲ ଅଧିକାରୀ ଦେବଦତ୍ତ ରାୟ ମହାପାତ୍ର  ଜିଲ୍ଲା ର ପାଣି ପଞ୍ଚାୟତଗଠନ,ପରିଚାଳନା ଓ ବିଭିନ୍ନସମସ୍ୟାର ସମାଧାନର ସୂତ୍ର ଚାଷୀ ମାନଙ୍କୁ ବତାଇଥିଲେ ।ଅନ୍ୟମାନଙ୍କ ମଧ୍ଯରେ ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ଜିଲ୍ଲାପରିଷଦ ଜୋନ ୨ ସଦସ୍ଯା ବୀଣାପାଣୀ ଦାଶ,
ବଲାଙ୍ଗୀର ଜିଲ୍ଲା ସମବାୟ ବ୍ୟାଙ୍କ ପୂର୍ବତନ ସଭାପତି ଲକ୍ଷଣ କୁମାର ମେହେର,ବଲାଙ୍ଗୀର ଜିଲ୍ଲା ସମବାୟ ବ୍ୟାଙ୍କ ପୂର୍ବତନ ସଭାପତି
ସୁଶୀଲ କୁମାର ଚାନ୍ଦ, ଜିଲ୍ଲା କୃଷି  ଅଧିକାରୀ ପ୍ରମୋଦ କୁମାର ବଡପଣ୍ଡା, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଅଧୀକ୍ଷଣ ଯନ୍ତ୍ରୀ   ସୁରେନ୍ଦ୍ର ଭୋଇ,   କୃଷି ବିଭାଗର ଜିଲ୍ଲା ପ୍ରକଳ୍ପ ପରିଚାଳକ ତରଫରୁ ସୂର୍ଯ୍ୟନାରାୟଣ ଦାଶ  ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ପାଣି ପଞ୍ଚାୟତ ପକ୍ଷ ର ଆବଶ୍ୟକତା ଓ  ବଲାଙ୍ଗୀର ର ବିକାଶରେ ଜଳସେଚନ ର ଭୂମିକା  ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ  ଆୟୋଜିତ ବିଭିନ୍ନ ପ୍ରକାର ପ୍ରତିଯୋଗିତାର  କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣପତ୍ର ଓ ନଗଦ ଅର୍ଥରାଶି  ପ୍ରଦାନ  କରିଥିଲେ କାର୍ଯ୍ୟକ୍ରମର  ମୁଖ୍ଯଅତିଥି ଶ୍ରୀ ସିଂହଦେଓ।  ଶେଷରେ ଅଧୀକ୍ଷଣ ଯନ୍ତ୍ରୀ ଇଞ୍ଜିନିୟର ଗୋବର୍ଦ୍ଧନ ନାୟକ ସଭାପତି ବକ୍ତବ୍ଯ ସହ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like