-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ଜିଲ୍ଲା

*ଶୋଭା କେୟାର ହସ୍ପିଟାଲ ରେ ଆମ୍ବୁଲାନ୍ସ ସେବା ଆରମ୍ଭ*- *ମହନ୍ତ ବଂଶି ଧର ଦାଶ କଲେ ଉଦ୍ଘାଟନ* -

23-Dec-2024



(ମନୋରଞ୍ଜନ ତ୍ରିପାଠୀ )
ଶୋଭା କେୟାର ହସ୍ପିଟାଲ ସୋନପୁର ପକ୍ଷରୁ ସର୍ବ ସଧାରଣ ରୋଗୀ ସେବା ପାଇଁ ଏକ ନୂତନ ଆମ୍ବୁଲାନ୍ସ ର ଶୁଭାରମ୍ଭ କରଯାଇଛି l ସୋନପୁର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କ ପୀଠରେ ପୂଜା ଅର୍ଚ୍ଚନା କରାଯାଇ ଏହି ନୂତନ ଆମ୍ବୁଲାନ୍ସ ର ଶୁଭ ଉଦ୍ଘାଟନ କରଯାଇଛି l ପୁରୀ ଶ୍ରୀ ରାମଜୀ ମଠ ର ମହନ୍ତ ଶ୍ରୀ ବଂଶୀଧର ଦାସ ଜୀ ମହାରାଜ ଏହାକୁ ଶୁଭ ଉଦ୍ଘାଟନ କରି ଶୁଭ କାମନା ଜଣାଇଥିଲେ l ଆଜି ଶୋଭା କେୟାର ହସ୍ପିଟାଲ ର ଜଣେ ହାର୍ନିଆ ରୋଗୀ  କଲଦାର  ନାଗ ସୁସ୍ଥ ହେବା ପରେ ଏହି ଆମ୍ବୁଲାନ୍ସ ଦ୍ୱାରା ଖୁବ୍ ସ୍ୱଳ୍ପ ମୁଲ୍ୟ ରେ ରୋଗୀ ର ନିଜ ଗାଁ ବଲାଡି କୁ ପହଞ୍ଚାଇ ନୂତନ ଆମ୍ବୁଲାନ୍ସ ରେ ପ୍ରଥମ କରି ଆଜି ଏହି ରୋଗୀ ସେବା ପ୍ରଦାନ କରାଯାଇ ଥିବାରୁ ରୋଗୀ ପରିବାର ପକ୍ଷରୁ ଖୁବ୍ ପ୍ରଶଂସା କରିଛନ୍ତି l  ଶୋଭା କେୟାର ହସ୍ପିଟାଲ ର ଏମ ଡି ସୁବାଷ ପଣ୍ଡା ଓ ସଞ୍ଜୟ ବଡ ପଣ୍ଡା ଙ୍କ ପିତା ସ୍ବର୍ଗତ ଭିକାରୀ ପଣ୍ଡା ଓ ସ୍ୱର୍ଗତ ରମେଶ ବଡ ପଣ୍ଡା ଙ୍କ ସ୍ମୁତି ରେ  ସର୍ବ ସଧାରଣ  ରୋଗୀ ଙ୍କ ସେବା ପାଇଁ ଏହି ଆମ୍ବୁଲାନ୍ସ କୁ ଶୁଭା ରମ୍ଭ କରଯାଇଛି l ଏହି ଉଦ୍ଘାଟନ ବେଳେ ଏମ ଡି ଶ୍ରୀ ପଣ୍ଡା ଙ୍କ ମାତା ମୋହିନୀ ପଣ୍ଡା ଓ ଶ୍ରୀ ବଡ ପଣ୍ଡା ଙ୍କ ମାତା  ଆରତୀ ବଡ ପଣ୍ଡା, ଶ୍ରି ପଣ୍ଡା ଙ୍କ ଧର୍ମ ପତ୍ନୀ  ବିଶ୍ବ ରାଣୀ ମହାପାତ୍ର, ଓ ବଡ ପଣ୍ଡା ଙ୍କ ଧର୍ମ ପତ୍ନୀ ଦୀପ୍ତି ମୟୀ ବଡ ପଣ୍ଡା ଙ୍କ ସମେତ ଦିବ୍ୟ ଉର୍ଯ୍ୟା ଯୋଗ ସେବା ସମିତି ସଭାପତି ଗୋପାଳ ନେଗି,  ସମାଜ ସେବୀ ବୈକୁଣ୍ଠ ଶତପଥି, ମନୋଜ୍ ପଣ୍ଡା, ମନୋରଞ୍ଜନ ତ୍ରୀପାଠୀ , ସାମ୍ୱାଦିକ ରାଜ କିଶୋର ତ୍ରୀପାଠୀ ଓ  ଶୋଭା କେୟାର ପାରିବାର ର ସମସ୍ତ ସଦସ୍ୟ ଯୋଗ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like