-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

*ମେଦନା ସ୍ଥିତ ଗ୍ରାମ୍ୟଦେବୀ ମାଁ କାଳୀ କଙ୍କାଲୁଣୀ ଙ୍କ ବାର୍ଷିକ ଦଶହରା ପାଳିତ*

23-Dec-2024



ନବରଙ୍ଗପୁର:-(ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ମେଦନା ପଞ୍ଚାୟତ ସଦର ମହକୁମା ଠାରେ ମେଦନା ଗ୍ରାମର ଗ୍ରାମଦେବୀ ମାଁକାଳୀ କଙ୍କାଳୁଣୀ ଙ୍କ ବାର୍ଷିକ ଦଶହରା ଧୁମଧାମ ରେ ପାଳିତ ହୋଇଯାଇଛି | ମାଁ କାଳୀ କଙ୍କାଳୁଣୀ ହେଉଛନ୍ତି ମେଦନା ଗ୍ରାମର ଇଷ୍ଟଦେବୀ | ସେ କେଉଁ ଆଦିମ କାଳରୁ ମେଦନା ଗ୍ରାମର ହାଟପଦା ପଡିଆ ରେ ଗ୍ରାମବାସୀଙ୍କ ଦ୍ୱାରା ପୂଜିତ ହୋଇ ଆସୁଛନ୍ତି |ବଜାର ପଡିଆ ପରିସରରେ ମାଁ ଙ୍କର ଏକ ସୁନ୍ଦର ମନ୍ଦିର ବିଦ୍ୟମାନ | ମା ଏକ ପ୍ରତକ୍ଷ୍ୟଦେବୀ ହୋଇଥିବାରୁ ଆଖପାଖ ଅଞ୍ଚଳ ରୁ ଭକ୍ତମାନେ ଆସି ମାଁ ଙ୍କ ପାଖରେ ମାନସିକ ରଖିଥାନ୍ତି | ଗ୍ରାମବାସୀ ଅତି ଶ୍ରଦ୍ଧାର ସହ ମାଁ ଙ୍କର ଏହି ଉତ୍ସବ ଟିକୁ ପାଳନ କରିଥାନ୍ତି |ମା ଙ୍କ ଦଶହରା ରେ ଆଖପାଖ ଗ୍ରାମ ର ଦେବାଦେବୀ ଙ୍କ ସହ ଶିରା, ପୂଜାରୀ, ଲାଠି, ପାଲିଙ୍କି, ନରିଆ ଙ୍କ ସହ ନିମନ୍ତ୍ରିତ ହୋଇ ମାଁ ଙ୍କ ପୀଠକୁ ଆସିଥାନ୍ତି |ବଡ ଆଡମ୍ବର ସହକାରେ ପାଳିତ ହୁଏ ମା ଙ୍କ ଦଶହରା | ଗାଁ ରେ ହଜାର ହଜାର ସଂଖ୍ୟକ ଭକ୍ତ ସାଙ୍ଗକୁ ଉଠା ଦୋକାନୀ ମାନଙ୍କ ପ୍ରବଳ ଭିଡ ଜମେ |ଗ୍ରାମର ମୁଖ୍ୟ ବ୍ୟକ୍ତିମାନେ ଗ୍ରାମରେ ବୈଠକ ଡାକି କମିଟି ଗଠନ କରି ଶାନ୍ତି ଶୃଙ୍ଖଳା ର ପାଳନ୍ତି ମା ଙ୍କ ଦଶହରା। ରାତ୍ରିରେ ଜନସାଧାରଣ ଙ୍କ ମନରଞ୍ଜନ ସକାଶେ ଦୁଇଗୋଟି ଦେଶିଆ ନାଟକ ର ମଧ୍ୟ ଆୟୋଜନ କରାଯାଇଛି |ଗ୍ରାମର ଭଦ୍ରବ୍ୟକ୍ତି ମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝୀ, ମେଦନା ପୂର୍ବତନ ସରପଞ୍ଚ ହିରଣ୍ୟ ମାଝୀ, ପୂର୍ବତନ ନାଏବ ସରପଞ୍ଚ ତୁଲାରାମ ଗୌଡ଼,  ଶଶୀଧର ମାଝୀ, ଶିବ ପ୍ରସାଦ ମିଶ୍ର, ଘାସି ପୂଜାରୀ, ମଙ୍ଗଳୁ ପୂଜାରୀ, ଶୀଦାସ ଗାଣ୍ଡା ପ୍ରମୁଖ ମା ଙ୍କ ଦଶହରା ପର୍ବ ର ମୁଖ୍ୟ ଦାୟିତ୍ୱ ଗ୍ରହଣ କରି ପର୍ବଟିକୁ ସରସ ସୁନ୍ଦର କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like