-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

କୋଏଲ ନଦୀରେ ପୁଣି ଅଘଟଣ; ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ, ଜଣେ ମୃତ ଓ ଅନ୍ୟ ଜଣେ ଗୁରୁତର- ତେଟରକେଲା ଘାଟରେ ପିକନିକ ହେଉଛି କାଳ, ବାରମ୍ବାର ଘଟୁଛି ଦୁର୍ଘଟଣା

10-Jan-2021



ରାଉରକେଲା, (ପ୍ରେରଣା ଖବର) : ଅସାବଧାନତା ଯୋଗୁଁ ଜୀବନ ଯାଉଛି। ଅଧିକ ଖୁସି କରିବା ସମୟରେ ଆଜିକାଲିର ଯୁବପିଢ଼ି ଜୀବନକୁ ବାଜି ଲଗାଇ ଦେଉଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଅନ୍ତଗର୍ତ କୋଏଲ ନଦୀରେ ପୁଣି ଆଜି ଏଭଳି ଅଭାବନୀୟ ଘଟଣା ଘଟିଛି। ତେଟରକେଲା ଘାଟରେ ପିକ୍‌ନିକ କରୁଥିବା ବେଳେ ୨ ଜଣ ସାଙ୍ଗ ପାଣିରେ ବୁଡ଼ି ଯାଇଛନ୍ତି। 

ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ଜଣକୁ ଗୁରୁତର ଅବସ୍ଥାରେ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ରାଉରକେଲା ଟିମ୍ବର କଲୋନିରୁ ଆଜି ସକାଳୁ ୯ ଜଣ ସାଙ୍ଗ କୋଏଲ ନଦୀର ‌ତେଟରକେଲା ଘାଟକୁ ପିକନିକ କରିବାକୁ ଯାଇଥିଲେ। ଏମାନେ ସମସ୍ତେ ପିକନିକ ସ୍ଥଳୀକୁ ‌ପହଂଚିବା ପରେ ମଜାମସ୍ତି କରିଥିଲେ। ଅପରାହ୍ନ ସାଢ଼େ ୨ଟାରେ ଭୋଜି ଖାଇଥିଲେ। ଏହା ପରେ ସେମାନେ ସମସ୍ତେ ଗାଧୋଇବାକୁ ପାଣିରେ ପଶିଥିଲେ। ଗାଧୋଇବା ସମୟରେ ୨ ଜଣ ସାଙ୍ଗ ନିଖୋଜ ହୋଇଯାଇଥିଲେ। ବିକି ଶର୍ମା (୧୭) ଓ ଦୀପକ ଖଣ୍ଡୁଆଳ (୨୨) ପାଣିରେ ବୁଡ଼ି ଯାଇଥିଲେ। ୯ ଜଣଙ୍କ ମଧ୍ୟରୁ ଜଣେ ପହଁରି ଜାଣିଥିଲେ। ସେ ଦୀପକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। କିନ୍ତୁ ବିକିଙ୍କୁ ଉଦ୍ଧାର କରାଯାଇ ପାରି ନଥିଲା। ଅଧ ଘଣ୍ଟା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ପହଁଚି ବିକିର ମୃତଦେହ ଉଦ୍ଧାର କରିଛନ୍ତି।ସୂଚନାଯୋଗ୍ୟ ଗତ ଡିସେମ୍ବର ମାସ ୨୦ ତାରିଖରେ ରାଉରକେଲା ସେକ୍ଟର-୫ସ୍ଥିତ ଦୀପିକା ଇଂରାଜୀ ମାଧ୍ୟମ ସ୍କୁଲର ୧୦ମ ଶ୍ରେଣୀର ୯ ଜଣ ଛାତ୍ର ବଣଭୋଜି କରିବାକୁ କୋଏଲ ନଦୀର ଜାମସେରା ଘାଟକୁ ଯାଇଥିଲେ। ଗାଧୋଉଥିବା ସହ ପ୍ଲାଷ୍ଟିକ୍‌ ‌ବୋତଲ୍‌ ଫିଙ୍ଗାଫିଙ୍ଗି ଖେଳୁଥିବାବେଳେ ଭୁବେଶ ପ୍ରସାଦ, କୌଶିକ, ସୁଜନ ଓ କୌଶିକ ବୁଡି ଯାଇଥିଲେ। ସ୍ଥାନୀୟ କେର୍କେଟା ଗାଁର ସୁରେନ୍ଦ୍ର କଚ୍ଛପ ଜଣେ ଛାତ୍ରଙ୍କୁ ଉଦ୍ଧାର କରିଥିବାବେଳେ ଭୁବେଶ, କୌଶିକ, ସୁଜନ୍‌ ବୁଡି ନିଖୋଜ ହୋଇଯାଇଥିଲେ। ଅଗ୍ନିଶମ କର୍ମଚାରୀ ଖୋଜାଖୋଜି କରିବାର ଘଣ୍ଟାକ ପରେ ଭୁବେଶ, ସୁଜନଙ୍କ ଶବ ଉଦ୍ଧାର କରିଥି‌ଲେ। ପରଦିନରେ କୌଶିକର ଶବ ଉଦ୍ଧାର ମିଳିଥିଲା।

ସେହିପରି ଗତ ନଭେମ୍ବର ମାସରେ ମୋବାଇଲ ମରାମତି କରୁଥିବା ରାଉରକେଲାର ୫ ଜଣ ସାଙ୍ଗ ତେଟରକେଲା ଘାଟକୁ ପିକନିକ କରିବାକୁ ଯାଇଥିଲେ। ସେହିଦିନ ମଧ୍ୟ ଜଣେ ଯୁବକଙ୍କ ପାଣିରେ ବୁଡ଼ିଯିବାରୁ ମୃତ୍ୟୁ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like