-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ଗଜଲକ୍ଷ୍ମୀ ପୂଜା କମିଟି ଦ୍ବାରା ମାଗଣା ସ୍ବାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

23-Dec-2024



ଲୋଇସିଂହା, (ବିନୋଦ ଦୀପ) ବ୍ଳକ ଛକ ଗଜଲକ୍ଷ୍ମୀ ପୂଜା କମିଟି, ଲୋଇସିଂହା ଓ ମୂରଳିକ୍ରୀଷ୍ଣ ଫାଉଣ୍ଡେସନ ର ମିଳିତ ଆନୁକୂଲ୍ୟରେ ସୋମବାର ସ୍ଥାନୀୟ ମାରୱାଡ଼ି ଧର୍ମଶାଳା ଠାରେ ମାଗଣା ସ୍ବାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିର କୁ ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ନରସିଂହ ମିଶ୍ର ଯୋଗଦେଇ ଉଦ୍ଘାଟନ କରିଥିଲେ l ଏହା ସହିତ ଆଜି ତାଙ୍କର ୮୫ ତମ ଜନ୍ମଦିନ ଥିବାରୁ ତାହା ସେ ରୋଗୀ, ଡାକ୍ତର ଓ ଆୟୋଜକ କମିଟିର ସଦସ୍ୟ ଙ୍କ ଗହଣରେ କେକ୍ କାଟି ପାଳନ କରିଥିଲେ l ବିକାଶ ମଲ୍ଟି ହସ୍ପିଟାଲ ବରଗଡ ର ମେଡିସିନ, ସର୍ଜରୀ,ଫିଜିଓଥେରାପି,ଡେଣ୍ଟାଲ ଓ ଚକ୍ଷୁ ବିଭାଗର ବିଶେଷଜ୍ଞ ଡ଼ାକ୍ତର ମାନେ ଆସି ଲୋକଙ୍କ ସ୍ବାସ୍ଥ୍ୟ ପରିକ୍ଷା କରିଥିଲେ l ସକାଳ ୯ ଟା ସମୟରୁ ଆରମ୍ଭ ହୋଇ ପୂର୍ବାହ୍ନ ତିନି ଟା ପର୍ଯ୍ୟନ୍ତ ଏହି ଶିବିର ରେ ରୋଗୀ ଙ୍କ ଭିଡ଼ ଦେଖିବାକୁ ମିଳିଥିଲା l ବିଭିନ୍ନ ଗ୍ରାମରୁ ମୋଟ୍ ୭ ଶହ ଆଠାବନ ଜଣ ରୋଗି ନିଜ ସ୍ବାସ୍ଥ୍ୟ ପରିକ୍ଷା କରିଥିଲେ l ଉକ୍ତ ଶିବୀର ରେ ମାଗଣା ଔଷଧ ସହିତ ମୋତିଆବିନ୍ଦୁ ଚିନ୍ହଟ ହୋଇଥିବା ୨୯ ଜଣ ରୋଗିଙ୍କୁ ଲାୟନ୍ସ ଆଇ ହସ୍ପିଟାଲ ବରଗଡ କୁ ଅସ୍ତ୍ରୋପଚାର ପାଇଁ ପଠାଯାଇଛି l ଉକ୍ତ ରୋଗି ମାନଙ୍କର ଲାୟନ୍ସ ହସ୍ପିଟାଲ ଯିବା ଆସିବା, ସେଠାରେ ରହିବା ଖାଇବା ଓ ଆଖି ଅପରେସନ ବ୍ୟବସ୍ଥା ସମସ୍ତ ମାଗଣା କରାଯିବାର ବ୍ୟବସ୍ଥା କରାଯାଇଥିବା ଆୟୋଜକ ସୂଚନା ଦେଇଛନ୍ତି l ଗଜଲକ୍ଷ୍ମୀ ପୂଜା କମିଟି ର ସଭାପତି ଗୁରୁ ଚରଣ ଧିର୍, ରାଜକିଶୋର ମିଶ୍ର,ପ୍ରୀତି ରଞ୍ଜନ ସାହୁ, ଅରବିନ୍ଦ ସାହୁ,ବିରେନ ପ୍ରଧାନ ,ରଞ୍ଜନ ବେହେରା, ସରୋଜ ବିଶ୍ବାଳ, କୁନା ବାରିକ, ଅଜିତ ସାହୁ,ସମ୍ଭୁ ପ୍ରଧାନ, ବୁଦ୍ଧ ପଧାନ ପ୍ରମୁଖ ମିଶି ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like