-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଦସ୍ତଖତ ଅଭିଯାନ

23-Dec-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଜଗନ୍ନାଥ ମନ୍ଦିର ପରିସରରେ ସୋମବାର ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ବୀରମହାରାଜପୁର ଶାଖା ପକ୍ଷରୁ  ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି ।  ୨୦୦୮ରୁ ୨୦୧୮ ମଧ୍ୟରେ ଅଧ୍ୟାପକ ଏବଂ କର୍ମଚାରୀ ରାଜ୍ୟର ବିଭିନ୍ନ ଅନୁଦାନ ତଥା ଅଣଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟରେ ନିଯୁକ୍ତି ପାଇ କାର୍ଯ୍ୟ ତୁଲାଇ ଆସୁଛନ୍ତି । ୧୯୬୯ ମସିହା ଶିକ୍ଷାନୀତି ପ୍ରଣୟନ ଠାରୁ ପ୍ରତି ୫ ବର୍ଷରେ ଥରେ ଅନୁଦାନ ତଥା ଅଣଅନୁଦାନ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଏବଂ କର୍ମଚାରୀଙ୍କୁ ଅନୁଦାନ (ଜିଆଇଏ) ପ୍ରଦାନ କରାଯାଉଥିବା ବେଳେ ୨୦୧୪ ମସିହା ପରଠୁ ନୂତନ ଅନୁଦାନ ନୀତି ପ୍ରଣୟନ ହୋଇନାହିଁ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି। ଦସ୍ତଖତ ଅଭିଯାନରେ ଜିଲ୍ଲା ସଂଯୋଜକ ଉଦ୍ଧବ ପଧାନ , ଖଣ୍ଡ ସଂଯୋଜିକା ସନ୍ତୋଷିନୀ ନାୟକ, ସରିତା ମିଶ୍ର, ଦୀପିକା ତ୍ରୀପାଠି, ରାଜୀବ ମହାପାତ୍ର, ସଞ୍ଜୟ ପଧାନ, ଜିତେନ୍ଦ୍ର କୁମାର ସାହୁ , ସିଦ୍ଧେଶ୍ୱର ତ୍ରିପାଠୀ, ସୁମନ୍ତ ଦଲେଇ, ସତ୍ୟ ପଧାନ, ଗୋପାଳ ସାହୁ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like