-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

କେନଝରିଆପାଲି ହାଇସ୍କୁଲରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

23-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝରିଆପାଲି  ଆଞ୍ଚଳିକ ଉଚ୍ଚ ବିଦ୍ୟl ପୀଠ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଏକ ଶୋଭାଯାତ୍ରା ରେ ବାହାରି ସ୍ଥାନୀୟ ନାରାୟଣୀ ମନ୍ଦିରରେ ପୂଜାର୍ଚନା କରି ଏକ ମଶାଲ ଆଣି ଖେଳ ପଡିଆରେ ସ୍ଥାପନ କରିଥିଲେ। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବ୍ରଜମୋହନ ବାରିକ କ୍ରୀଡା ପତକା ଉତ୍ତୋଳନ କରି ପ୍ରତିଯୋଗିତା ଶୁଭାରମ୍ଭ କରିଥିଲେ। ପ୍ରତିଯୋଗିତା ପୂର୍ବରୁ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ପ୍ୟରେଡ଼ ପଦର୍ଶନ ହୋଇଥିଲା। ପ୍ରତିଯୋଗିତା କୁ ବିଦ୍ୟାଳୟ ର ଖେଳ ଶିକ୍ଷକ ସୁରେନ୍ଦ୍ର କୁମାର ପଧାନ ଏବଂ ଅନ୍ୟ ଶିକ୍ଷକ ମାନେ ପରିଚାଳନା କରିଥିବା ବେଳେ ଏଥିରେ ୧୨ପ୍ରକାର ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପ୍ରତିଯୋଗିତା ରେ ବାଳିକା ଏବଂ ବାଳକ ବର୍ଗ ର ୧୦୦ଜଣ ଛାତ୍ର ଛାତ୍ରୀ ଭାଗ ନେଇଥିଲେ ।  ଶିକ୍ଷକ ପ୍ରତିନିଧି ପ୍ରମୋଦ କୁମାର ପାତ୍ର ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ  ମୁଖ୍ୟ ଅତିଥି  ଭାବେ
ସ୍ଥାନୀୟ  ସରପଞ୍ଚ  ସସ୍ମିତା ଦୀପ ଓ ସମ୍ମାନୀତ ଅତିଥି ଭାବରେ ସ୍କୁଲ ପରିଚାଳନା କମିଟି ର ସଭାପତି ଲାଲାଜୀ ବେହେରା  ଏବଂ କେନଝରିଆପାଲି କ୍ଳଷ୍ଟର ର ସିଆରସିସି  ବିନୟ କୁମାର ବିଶ୍ୱାଳ  ଯୋଗଦାନ କରି ୩୬ ଜଣ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ବାଳକ ବର୍ଗ ରେ ସିଶାନ୍ତ ନାଏକ ଓ ବାଳିକା ବର୍ଗ ରେ ଯlଜ୍ଞସେନି ଖେତୀ  ଚାମ୍ପିୟାନ ହୋଇଥିଲେ। କାର୍ଯ୍ୟକ୍ରମ କୁ ସହକାରୀ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭା ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷକ ଜୀବର୍ଦ୍ଧନରଣା ଧନ୍ୟବାଦ ଅର୍ପଣ ଦେଇଥିଲେ। ଖଣ୍ଡହତା ଉଚ୍ଚପ୍ରାଥମିକ ବିଦ୍ୟାଳୟ ର ଖେଳ ଶିକ୍ଷକ ଶେଷଦେବ ପଧାନ ଏବଂ  ବିଦ୍ୟାଳୟ ର ସହକାରୀ ଶିକ୍ଷକ  ଜଗଦୀଶ ପଧାନ,  ଗୌରୀ ଶଙ୍କର ପୁଜାହାରୀ, ମୀନକେତନ ରଣା, କର୍ମଚାରୀ ସତ୍ୟନାରାୟଣ ରାଜହଂସ, ସିଧେଶ୍ଵର ମେଣ୍ଡିଲି, ଚିତ୍ତରଞ୍ଜନ ପଧାନ, ସରୋଜ କୁମାର ଭୁକ୍ତା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like