-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୂଲବାରର ଶତବାର୍ଷିକୀ ଉତ୍ସବ ଉଦଯାପିତ

23-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୂଲବାରର  ଶତବାର୍ଷିକୀ ଉତ୍ସବ ମହା ଆଡ଼ମ୍ବରରେ ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ସମାରୋହରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ରାଇଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନ ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟ ଈଶ୍ୱର ଚନ୍ଦ୍ର ସାହୁ, ସରପଞ୍ଚ ତରଣୀ କୁମୁରା, ସମିତି ସଭ୍ୟ ଚୂଡ଼ାମଣି ଭୁଏ, ସି ଆରସି ସି ଜୟରାଜ ନାଏକ,ଚୂଡ଼ାମଣି ସାହୁ, ଶିକ୍ଷକ କୀର୍ତ୍ତିଚନ୍ଦ୍ର ପଣ୍ଡା,  ଡଃ ସୁନିଲ ଆଚାର୍ଯ୍ୟ,ବିଜେପିର ମଣ୍ଡଳ ସଭାପତି ଅଚ୍ୟୁତ ବୁଧିଆ,ବିଜେପିର କାର୍ଯ୍ୟକାରୀ ସଭ୍ୟ ଅକ୍ଷୟ ନାଏକ ଯୋଗଦେଇଥିବା ବେଳେ ସଂସଦ ସାହୁ ଓ ସୁଧୀର ବଢେଇ ସଭାକାର୍ଯ୍ୟ ପରିଚାଳନା କରିଥିଲେ ଏବଂ ଚୂଡ଼ାମଣି ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ।ଦ୍ବିତୀୟ ଅଧିବେଶନରେ ଅନୁଷ୍ଠିତ ବୈଠକରେ ବରଗଡ଼ର ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧକାନ୍ତ ଛତ୍ରୀ, ବ୍ଲକ ଶିକ୍ଷା ଅଧିକାରୀ ସରୋଜ ଭୁଏ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା, ଭଟଲି ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନ,ପ୍ରଧାନ ଶିକ୍ଷକ କୈଳାସ ଭୁଏ,ଜିଲ୍ଲା ପରିଷଦ ସଭ୍ୟ ଈଶ୍ୱର ଚନ୍ଦ୍ର ସାହୁ, ସରପଞ୍ଚ ତରଣୀ କୁମୁରା, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଉମେଶ ସାହୁ,ସମିତି ସଭ୍ୟ ଚୂଡ଼ାମଣି ଭୁଏ,ସି ଆର ସି ସି ଜୟରାଜ ନାଏକ ଯୋଗ ଦେଇଥିଲେ। ଶିକ୍ଷକ ଜୀବର୍ଦ୍ଧନ ଭୋଇ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ ଶିକ୍ଷକ ସୁଧୀର ବଢେଇ ଧନ୍ୟବାଦ ଅର୍ପଣ କରିଥିଲେ।ଶତବାର୍ଷିକୀ ଉତ୍ସବ ପାଳନର ବିଭିନ୍ନ କାର୍ଯ୍ୟକ୍ରମରେ କମିଟିର ଉଚ୍ଛବ ଭୁଏ, ମହେନ୍ଦ୍ର ଭୁଏ, ନିରାକାର ଭୁଏ, ଚୂଡାମଣି ଭୁଏ, ଖତୁ ବିଶ୍ବାଳ, ପ୍ରଦୀପ ଲୁହା, ଶ୍ରୀକାନ୍ତ ସାହୁ,ଯାଦବ ସାହୁ, ସୁଶୀଲ ବଢେଇ, ମୀନକେତନ ମେହେର, ଧରମବୀର ରଥ, ଗୋପେନ୍ ରଥ, ଅଜିତ ନନ୍ଦ, ସଂଜୀବ ଗୁରୁ,ବନମାଳୀ ପଣ୍ଡା,ରବି ସାହୁ,ସୁମନ୍ତ ସାହୁ, ହୃଦାନନ୍ଦ ସାହୁ,ନୈମିଶ ବେହେରା,ଗୁରୁଦେବ ଭୁଏ, ଧନପତି ବୁଡେକ, ସୁନୀଲ ସାହୁ, ସୁଦୀପ୍ତ ସାହୁ, ବିନୋଦ ସାହୁ, ଦେବେନ ସାହୁ, ବିଭୂତି ସାହୁ, ରୋହିତ ସାହୁ, କମଳା ପଣ୍ଡା, ପିଣ୍ଟୁ ସାହୁ, ଦିଲ୍ଲୀପ ବଢେଇ, ରାଜେଶ ବଢେଇ, ଅଶ୍ଵିନୀ ସାହୁ, ତରଣୀ ସାହୁଙ୍କ ସମେତ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ ତଥା ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like