-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

*ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସୁଶାସନ ସପ୍ତାହ ପାଳନ*

23-Dec-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର  ଅନୁଷ୍ଠିତ ହୋଇଯାଇଛି | ଏଥିରେ ନବରଙ୍ଗପୁର  ଜିଲାପାଳ ଡା. ଶୁଭଙ୍କର ମହାପାତ୍ର ଙ୍କ ଦ୍ଵାରା ୩୩ ଟି ଅଭିଯୋଗ ର ଶୁଣାଣି କରି ତାର ସମାଧାନ ନିମନ୍ତେ ଜିଲାର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗର ଅଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୩୩ ଟି ଅଭିଯୋଗ ମଧ୍ୟରୁ ୨୪ ଟି ଅଭିଯୋଗ ବ୍ୟକ୍ତିଗତ, ୯ ଟି ଅଭିଯୋଗ ଗୋଷ୍ଠୀଗତ ହୋଇ ଥିବା ବେଳେ ଡାବୁଗାଁ ବ୍ଲକ ସଦର ମହକୁମାରେ  ଡାବୁଗାଁ ଠାରୁ ମାନିଗାଁ ପର୍ଯ୍ୟନ୍ତ ଓ ଡାବୁଗାଁ – ବୋରିଗାଁ ପୂର୍ତ୍ତ ବିଭାଗ ରାସ୍ତା ର ପ୍ରଶସ୍ତି କରଣ କାର୍ଯ୍ୟ ଶୀଘ୍ର ଶେଷ କରିବା, ବୋରିପଦର ଗ୍ରାମର ରାସ୍ତା ଓ ପୋଲ ନିର୍ମାଣ, ରାବଣାଗୁଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଗୃହ ନିର୍ମାଣ ଆଦି ଅଭିଯୋଗ ହୋଇଥିଲା |  ଶେଷରେ ୨ ଜଣଙ୍କୁ  ହୁଇଲଚେୟାର, ୮ ଜଣ ହିତାଧିକାରୀଙ୍କୁ ଭତ୍ତା ଜିଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା | ଏଥିରେ ନବରଙ୍ଗପୁର ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡା, ଅତିରିକ୍ତ ଜିଲାପାଳ ମହେଶ୍ଵର ଚନ୍ଦ୍ର ନାୟକ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ ପଣ୍ଡା, ଜିଲା ମୁଖ୍ୟ କୃଷି ଅଧିକାରୀ ପି. ଭି ରମଣ ରାଓ, ଜିଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ରାଧେଶ୍ୟାମ ଲାଇକ, ଜିଲା ସମାଜ କଲ୍ୟାଣ ଅଧିକାରୀ ଦ୍ରୌପଦୀ କହଁର, ଜଳ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରତୀକ କୁମାର ରାଉତ,   ଜିଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ କୁମାର ପଟ୍ଟନାୟକ, ଡାବୁଗାଁ ବିଡିଓ ଶରତ ମାଝି, ତହସିଲଦାର ହରିଓମ ଭୋଇ, ସିଡିପିଓ ମିନତୀ ଦାଶ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ,  ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ସହକାରୀ କୃଷି ଅଧିକାରୀ ସୌମେନ୍ଦ୍ର ବିଶ୍ଵାସ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତ୍ତମ ସେଠୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଜିଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |  ଶେଷରେ ଜିଲାପାଳ ଡାବୁଗାଁ ବ୍ଲକ କେଲିଆ ଶୈବ ପୀଠ ପରିଦର୍ଶନ କରିଥିଲେ | ଏହାସହ ସୁଶାସନ ସପ୍ତାହ ପାଳନ ଅବସରରେ ଡାବୁଗାଁ ବ୍ଲକ ସଫଳ କାର୍ଯ୍ୟକ୍ରମ ଗୁଡିକ ଭିଡିଓ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like