-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଗାୟତ୍ରୀ ଆବାସିକ ଶିକ୍ଷା ନିକେତନ ର ବାର୍ଷିକ କ୍ରୀଡ଼ା ଉଦଯାପିତ

23-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କଳାପଥର ପଞ୍ଚାୟତ ଅନ୍ତର୍ଗତ ଭଙ୍ଗାମୁଣ୍ଡା ସ୍ଥିତ ଗାୟତ୍ରୀ ଆବାସିକ ଶିକ୍ଷା ନିକେତନ ର ବାର୍ଷିକ କ୍ରୀଡ଼ା ଉଦଯାପିତ ହୋଇଯାଇଛି । ପ୍ରଥମେ ଛାତ୍ର ଛାତ୍ରୀ ମାନେ ଏକ ଶୋଭାଯାତ୍ରା ରେ ଭଙ୍ଗାମୁଣ୍ଡା ମଠ ରୁ ମଶାଲ ଆଣି ପଣ୍ଡିଆପାଲି ଖେଳ ପଡ଼ିଆରେ ସ୍ଥାପନ କରିଥିଲେ । ବିଦ୍ୟାଳୟର ପ୍ରତିଷ୍ଠାତା  ପଙ୍କଜ ଖମାରୀ କ୍ରୀଡ଼ା ପତାକା ଉତ୍ତୋଳନ କରି ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ । ପ୍ରତିଯୋଗିତାକୁ ଖେଳ ଶିକ୍ଷକ ରଣମୋହନ ଭୋଇ,ଅକ୍ରୁର ପଣ୍ଡା,ଲିପୁନ ସା,ରାଧେଶ୍ୟାମ ନେହେର,ମୀନକେତନ ମେହେର,ହିମାଂଶୁ ପାତ୍ର,ସୁଦର୍ଶନ ବିଶ୍ୱାଳ,ସଞ୍ଜୀବ ଜଗଦଲା,ବିନୋଦ ଛନ୍ଦ,ମାମିନା ମିଶ୍ର,ଯଶସ୍ୱିନୀ ସାହୁ,ପ୍ରଭାତୀ ତ୍ରିପାଠୀ,ପାର୍ବତୀ ମଲ୍ଲିକ,ରୂପାଲି ମେହେର,ପ୍ରଭାସିନୀ ପଟନାୟକ,ଯୋଶବନ୍ତି ମହାକୁର ପ୍ରମୁଖ ପରିଚାଳନା କରିଥିଲେ । ୫ଟି ବର୍ଗର ୩୭ ଟି ବିଭାଗରେ ୩୯୦ ଜଣ ଛାତ୍ର ଛାତ୍ରୀ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଶ୍ରୀଯୁକ୍ତ ପଙ୍କଜ ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ଉଦଯାପନି ଉତ୍ସବରେ ମୁଖ୍ୟବକ୍ତା ଭାବେ ସାଂସଦ ପ୍ରତିନିଧି  ନଳିନୀ ପଣ୍ଡା, ମୁଖ୍ୟ ଅତିଥି ଭାବେ ଉଫୁଲା ଗ୍ରାମପଞ୍ଚାୟତ ସରପଞ୍ଚ  ଶ୍ରୀୟା କର୍ମୀ ଏବଂ ସମାଜସେବୀ  ମୀନକେତନ ମହାକୁର ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଯୁଧିଷ୍ଠିର ଖମାରୀ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ପରିଶେଷରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା । ଲକ୍ଷ୍ମଣ ମହାନ୍ତି, ବୀଣାପାଣି ଭୋଇ, ବିକାଶ ମହାକୁଡ, ବିଶ୍ୱଜିତ୍ ନନ୍ଦ ପୁରସ୍କାର ବିତରଣ ରେ ସାହାଯ୍ୟ କରିଥିଲେ ।ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ,ଗୀତ ଓ ସଚେତନତା ଧର୍ମୀ ନାଟକ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like